-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ବିପିଏଲ ସିଜନ-୩,ବାଦୀ ବ୍ରଦରସର ଚମତ୍କାର ବିଜୟ(ଆଜି ବୁଧବାର ଅତୁଳ-୧୧ ବନାମ ସିଦ୍ଦିକ୍ଷା ରେବେଳ ମଧ୍ୟରେ ଲଢେ଼ଇ

02-May-2023



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ସ୍ପୋର୍ଟସ କ୍ଲବ ତରଫରୁ ସ୍ଥାନୀୟ ବିଜୁ ପଟ୍ଟନାୟକ ଷ୍ଟାଡିୟମ ଠାରେ ଆଇପିଏଲ ଢାଞ୍ଚାରେ ଚାଲିଥିବା ବିପିଏଲ ସିଜନ-୩ କ୍ରିକେଟ ଟୁର୍ଣ୍ଣାମେଣ୍ଟର ମଙ୍ଗଳବାର ଅନୁଷ୍ଠିତ ତୃତୀୟ ରାଉଣ୍ଡର ତୃତୀୟ ମ୍ୟାଚରେ ତ୍ରିରଙ୍ଗାକୁ ହରାଇ ବାଦୀ ବ୍ରଦରସ ଚମତ୍କାର ବିଜୟ ହାସଲ କରିଛି । ଟଚ ଜିଣି ବାଦୀ ବ୍ରଦରସ ପ୍ରଥମେ ବ୍ୟାଟିଂ କରି ୧୦ଓଭରରେ ୬ୱିକେଟ ହରାଇ ୬୮ରନ କରିଥିଲା ତାର ଜବାବରେ ତ୍ରିରଙ୍ଗା ୟୁଥ କ୍ଲବ ମଧ୍ୟ ୬ୱିକେଟ ହରାଇ ୬୮ରନ କରିଥିଲା ।ଉଭୟ ଟିମ ଡ୍ର ହେବାରୁ ଗୋଟିଏ ଲେଖାଏଁ ସୁପର ଓଭର ଖେଳ ହୋଇଥିଲା ଏଥିରେ ବାଦୀ ବ୍ରଦରସ ପ୍ରଥମେ ବ୍ୟାଟିଂ କରି ୧୧ରନ କରିଥିଲା ସହଜସାଧ୍ୟ ବିଜୟ ନେଇ ତ୍ରିରଙ୍ଗା ଦଳ ମାତ୍ର ୭ରନ କରିବାକୁ ସକ୍ଷମ ହୋଇଥିଲେ  ଫଳରେ ବାଦୀ ବ୍ରଦରସ ଚମତ୍କାର ବିଜୟ ସହ ଶୀର୍ଷ ସ୍ଥାନରେ ରହିଥିବା ଜଣାପଡିଛି ।  । ମ୍ୟାଚକୁ ରଞ୍ଜିତ ପଣ୍ଡା ଓ ଦାଶରଥି ମିଶ୍ର ପରିଚାଳନା କରିଥିବା ବେଳେ ସ୍କୋରର ଭାବେ ହାଡୁ ବଢେଇ,ଶ୍ରୀତମ ଦାସ ଏବଂ ମ୍ୟାଚର ଧାରାବିବରଣୀ ଶଶାଙ୍କ ଶେଖର  ଦେଇଥିଲେ ।ସ୍ପୋର୍ଟସ କ୍ଲବ କୋଷାଧ୍ୟକ୍ଷ ହିମାଂଶୁ ଶେଖରଙ୍କ  ଅଧ୍ୟକ୍ଷତାରେ ଅନୁଷ୍ଠିତ ପୁରସ୍କାର ବିତରଣୀ ଉତ୍ସବରେ ମୁଖ୍ୟଅତିଥି ଭାବେ ଅବସରପ୍ରାପ୍ତ ସିଆରସିସି ତଥା ଶିକ୍ଷାବିତ ବିନୋଦ ବିହାରୀ ନାଏକ,ସ୍ଵତନ୍ତ୍ର ଅତିଥି ସିଂହିଜୁବା ନୋଡାଲ ସ୍କୁଲ ପ୍ରଧାନଶିକ୍ଷକ ରାଜକୁମାର ମହାକୁର,ସମ୍ମାନିତ ଅତିଥି ସମାଜସେବୀ ତଥା ସେଣ୍ଟ ଭ୍ୟାଲି ହାଇସ୍କୁଲ ବିଜ୍ଞାନ ଶିକ୍ଷକ ଦେବଦତ୍ତ ପଣ୍ଡା,ସୁବର୍ଣ୍ଣପୁର ଜିଲ୍ଲା ସମଗ୍ର ଶିକ୍ଷା ତଥା ଭାରପ୍ରାପ୍ତ ଅନ୍ତରନିବେଶୀ ଶିକ୍ଷା ସଂଯୋଜକ ସଚିତାନନ୍ଦ ସାହୁ ପ୍ରମୁଖ ଯୋଗଦେଇ ବିଜୟୀ/ରନରସଅପ ଦଳ ଓ ସବାର୍ଧିକ ରନ କରିଥିବା ବାଦୀ ବ୍ରଦରସର  ଜୟସିଂହ ଖଣ୍ଡାୟତଙ୍କୁ ବେଷ୍ଟ ବ୍ୟାଟ୍ସମ୍ୟାନ୍ ପୁରସ୍କାର ପ୍ରଦାନ କରାଯାଇଥିଲା । ବୁଧବାର ଅପରାହ୍ନରେ ଅତୁଳ-୧୧ ବନାମ  ସିଦ୍ଧିକ୍ଷା ରେବେଲ୍ ମଧ୍ୟରେ ମ୍ୟାଚ ଅନୁଷ୍ଟିତ ହେବ ।ଉଭୟ ଦଳର ଖେଳାଳୀ ମାନଙ୍କୁ ଉତ୍ସାହିତ କରିବା ସହିତ ପୁରସ୍କାର ପ୍ରଦାନ ପାଇଁ ମୁଖ୍ୟ ଅତିଥି ଭାବେ ମହାନଦୀ ଯୁବ ସଂଗଠନ ସଭାପତି ତଥା ସିଦ୍ଧି ବଜାର ମାଲିକ ପ୍ରକାଶ କୁମାର ଅଗ୍ରୱାଲ(ବିଟୁ),ସମ୍ମାନିତ ଅତିଥି ଭାବେ ମହିଳା ଡିଗ୍ରୀ କଲେଜ ପରିଚାଳନା କମିଟି ସମ୍ପାଦକ ବିକାଶ ମହାନ୍ତି,ହୋଣ୍ଡା ସୋ ରୁମ ମାଲିକ ଅଜିତ କୁମାର ସାହୁ,ସିଦ୍ଧି ପେଟ୍ରୋଲ ପମ୍ପ ମାଲିକ ଉତ୍ତମ ନାଏକ ପ୍ରମୁଖ ଯୋଗଦେବାର କାର୍ଯ୍ୟକ୍ରମ ରହିଛି ବୋଲି ଆୟୋଜକଙ୍କ ସୂତ୍ରରୁ ପ୍ରକାଶ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like