-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ବର୍ଣ୍ଣାଢ୍ୟ ପରିବେଶ ମଧ୍ୟରେ ଜୀ-ସାର୍ଥକ ପ୍ରସ୍ତୁତ ଚଳଚ୍ଚିତ୍ର

03-May-2023



ଜୀ-ସାର୍ଥକ ଦ୍ୱାରା ପ୍ରସ୍ତୁତ ନୂଆ ଚଳଚ୍ଚିତ୍ର "ଧୋକା" (ଦ ଗେମ୍ ଅଫ ଲଭ) ଆସନ୍ତା ମେ ୭ ତାରିଖ ରବିବାର ସନ୍ଧ୍ୟା ସାଢେ ୬ ଟା ରେ ୱାର୍ଲଡ ଟିଭି ପ୍ରିମିଅର ଶୋ' ରେ ମୁକ୍ତିଲାଭ କରିବାକୁ ଯାଉଥିବା ବେଳେ ଭୁବନେଶ୍ୱରସ୍ଥିତ ଏକ ତାରକା ହୋଟେଲର ବର୍ଣ୍ଣାଢ୍ୟ ପରିବେଶ ମଧ୍ୟରେ ଚଳଚ୍ଚିତ୍ରର ଅଡିଓ ଲୋକାର୍ପଣ ଉତ୍ସବ ଅନୁଷ୍ଠିତ ହୋଇଯାଇଛି l ଏହି ଅଡିଓ ଲୋକାର୍ପଣ ଉତ୍ସବ ରେ ଜୀ-ସାର୍ଥକ ଫିଲ୍ମ ର କାର୍ଯ୍ୟନିର୍ବାହୀ ପ୍ରଯୋଜକ ତନ୍ମୟ ମିଶ୍ର, ମାର୍କେଟିଙ୍ଗ ହେଡ଼ ବିଶ୍ୱରଞ୍ଜନ ବରାଳ, ନିର୍ଦ୍ଦେଶକ ତ୍ରିପତି ସାହୁ, ପ୍ରଯୋଜକ କ୍ଷୀରୋଦ ପଟ୍ଟନାୟକ, ସଂଳାପକାର ଡ଼ଃ ରଜନୀ ରଞ୍ଜନ, ନାୟକ ଭୂମିକାରେ ଥିବା ଅଭିନେତା ଶୁଭାଶିଷ ଶର୍ମା, ଅଭିନେତ୍ରୀ କୁକିଜ୍ ସ୍ବାଇଁ,  ଅଭିନେତ୍ରୀ ଅଭିପ୍ସା ଭଞ୍ଜ, ଜଗନ୍ନାଥ ସାହୁ ଙ୍କ ସମେତ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର ଓ ଗୀତିକାର ନିର୍ମଳ ନାୟକ,କଣ୍ଠଶିଳ୍ପୀ  ବିଷ୍ଣମୋହନ କବି,ଅମ୍ରିତା,ଜିତୁ ପ୍ରମୁଖ ଉପସ୍ଥିତ ଥିଲେ l 

ଏସ ପି ପି ପ୍ରଡକସନ୍ସ ବ୍ୟାନର୍ ରେ ନିର୍ମାଣ ହୋଇଥିବା ଚଳଚ୍ଚିତ୍ର "ଧୋକା" (ଦ ଗେମ୍ ଅଫ ଲଭ) ର ସଂଳାପ ଡ଼ଃ ରଜନୀ ରଞ୍ଜନ ଲେଖିଥିବା ବେଳେ, ପ୍ରଯୋଜନା କରିଛନ୍ତି କ୍ଷୀରୋଦ ପଟ୍ଟନାୟକ ଓ ନିର୍ଦ୍ଦେଶନା ଭାର କାନ୍ଧେଇଛନ୍ତି ତ୍ରିପତି ସାହୁ l ସମସ୍ତ ଗୀତ ଡ଼ଃ ନିର୍ମଳ ନାୟକ ରଚନା କରିଛନ୍ତି ଓ ସ୍ୱର ରେ ସଜାଇଛନ୍ତି ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଜୁମଦାର l କଣ୍ଠଶିଳ୍ପୀ ଅନ୍ତରା ଚକ୍ରବର୍ତ୍ତୀ, ଅମ୍ରିତା, ବିଷ୍ଣୁ, ଏବଂ ଜିତୁ କଣ୍ଠଦାନ କରିଛନ୍ତି l
ଫିଲ୍ମ ର ନାଁ ରୁ ଜଣା ପଡୁଛି ନିଶ୍ଚିତ ଭାବରେ କେହି ଜଣେ କାହାକୁ ଦେଉଛି ଧୋକା ହେଲେ, କିଏ କାହାକୁ ଦେଉଛି ଧୋକା? ନାୟକ ନାୟିକା କୁ ନା ନାୟିକା ନାୟକକୁ? ଧୋକା ଦେବା ପଛରେ କାରଣ ଅବା କଣ ହୋଇପାରେ? ଏମିତି କିଛି ପ୍ରଶ୍ନର ଉତ୍ତର ଆପଣଙ୍କୁ ମିଳିବ କେବଳ ଜୀ ସାର୍ଥକ ରେ ଆସନ୍ତା ମେ ୭ ତାରିଖ ସନ୍ଧ୍ୟା ସାଢେ ୬ଟା ରେ l ନାୟକ ନିଜର ସାଥିକୁ ସମସ୍ତ ଅସୁବିଧାରୁ ବଞ୍ଚେଇବାକୁ ଯାଇ ନିଜେ ପହଁଚୁଛି ଜେଲ ରେ ପୁଣି ଜେଲ ରୁ ବାହାରି ଓଡ଼ିଶାର ଗୋଟେ ବହୁତ ବଡ଼ ପ୍ରତିଷ୍ଠାନର ମାଲିକଙ୍କ ଝିଅ କୁ ଭଲ ପାଉଛି l କାହାଣୀ ରେ ଆସିଛି ଅପ୍ରତ୍ୟାଶିତ ମୋଡ଼ l ନିଜର ପିଲାଦିନ ସାଥି କୁ ଛାଡି ବଡ଼ ଘର ଝିଅକୁ ଭଲ ପାଉଥିବା ନାୟକର

ଏପରି ପରିବର୍ତ୍ତନ ଆଶ୍ଚର୍ଯ୍ୟ କରିଛି l କାହାଣୀ ରେ ଅଛି ଅନେକ ନୂତନତ୍ତ୍ୱ l ଚଳଚ୍ଚିତ୍ରଟି ଦର୍ଶକଙ୍କୁ ଶେଷ ପର୍ଯ୍ୟନ୍ତ ବାନ୍ଧି ରଖିବ ବୋଲି ନିର୍ଦ୍ଦେଶକ ଦୃଢୋକ୍ତି ପ୍ରକାଶ କରିଛନ୍ତି l 
ଜୀ-ସାର୍ଥକ ଦ୍ୱାରା ପ୍ରସ୍ତୁତ ହୋଇଥିବା ସମସ୍ତ ସିନେମା କୁ ଦର୍ଶକ ଘରେ ବସି ଦେଖିକି ଯେତିକି ଭଲ ପାଇବା ଦେଇଛନ୍ତି ଚଳଚ୍ଚିତ୍ର ଧୋକା କୁ ମଧ୍ୟ ଠିକ୍ ସେହିପରି ଭଲ ପାଇବା ଦେବେ ବୋଲି ଜୀ ସାର୍ଥକ ଫିଲ୍ମସ ର କାର୍ଯ୍ୟନିର୍ବାହୀ ପ୍ରଯୋଜକ ତନ୍ମୟ ମିଶ୍ର ଗଣମାଧ୍ୟମ ଆଗରେ ମତ ଦେଇଥିଲେ l

(ଅମୃତ ନନ୍ଦଙ୍କ ରିପୋର୍ଟ )


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like