-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

୬୩୯ ବୋତଳ କପସିରଫ ଜବତ, ୫ ଗିରଫ: ହରିଶଙ୍କର ମହୋତ୍ସବରେ ବିକ୍ରିପାଇଁ ଆଣିଥିଲେ ପୁଲିସ ହାତରେ ଧରାପଡି ଜେଲ ଗଲେ

03-May-2023



ପାଟଣାଗଡ଼(ଦିଲୀପ  ପଣ୍ଡା ): ବଲାଙ୍ଗୀର ଓ ବରଗଡ଼ ଜିଲ୍ଲାର କିଛି କୋରେକ୍ସ ବ୍ୟବସାୟୀ ଚାଲିଥିବା ହରିଶଙ୍କର ମହୋତ୍ସବରେ କୋରେକ୍ସ ବିକ୍ରିକରିବା ପାଇ଼ଁ ଆସିଥିଲେ । ଖପ୍ରାଖୋଲ ପୁଲିସ ଦ୍ଵାରା ଗିରଫ ହୋଇ କୋର୍ଟ ଚାଲାଣ ହୋଇଥିବା ପାଟଣାଗଡ଼ ଏସଡିପିଓ ଙ୍କ କାଯ୍ୟାଲୟରେ ସନ୍ଧ୍ୟାରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଏସଡିପିଓ ଜ୍ୟୋତିର୍ମୟ ଭୁକ୍ତା ସୂଚନା ଦେଇଛନ୍ତି

ଗିରଫ ଅଭିଯୁକ୍ତମାନେ ହେଲେ ବେଲପଡାର ଲୋକେସ ନାଏକ (୨୪) ବରଗଡ ଜିଲ୍ଲା ପଦ୍ମପୁର ସତିଭଟାର ବାବୁଲୁ ତ୍ରିପାଠୀ (୩୧) ଓ ବଡବନ୍ଦ ପଡାର ଦୁର୍ଯ୍ୟୋଧନ ସାହୁ (୩୪) ପୁଇଁତଲା ଥାନା ଭୁରସିପାଲି ଗାଁର ରଞ୍ଜନ ସ୍ବାନ (୨୨) ବଲାଙ୍ଗୀର ହାତିସାଲ ପଡାର ଶ୍ରୀକାନ୍ତ ବେହେରା (୨୭) ବୋଲି ଜଣାପଡିଛି । ଏଥି ସହ ସେମାନେ ବ୍ୟବହାର କରୁଥିବା ୨ ଟି କାର ଓ ୨ଗୋଟି  ବାଇକ୍ ସହ ୧୩୦୦ ଟଙ୍କା ଓ ସେମାନେ ବ୍ୟବହାର କରୁଥିବା ମୋବାଇଲକୁ ପୁଲିସ ଜବତ କରିଛି । ସୂଚନା ଅନୁସାରେ  ଗତକାଲି ମଧ୍ୟ ରାତ୍ରୀରେ ବଜଲସାଗରୁ ଗମ୍ଭାରୀ ଜିବାରାସ୍ତାରେ ଏକ ସ୍ବିପ ଡିଜେଡଆର , ମାରୁତି ସେଣ୍ଟ୍ରୋ,ବୁଲେଟ ଓ ୟମ୍ମାହା ବାଇକ ସହ କିଛି ଯୁବକ ଏକତିତ୍ର ହୋଇ ବାର୍ତ୍ତାଳାପ କରୁଥିଲେ । ବାର୍ତ୍ତାଳାପ ସହ ଗୋଟିଏ କାରରୁ ଅନ୍ୟଏକ କାରକୁ କିଛି କାଟୁନ ପେଟି ଏପଟସେଏପଟ କରୁଥିଲେ । ସେହି ରାସ୍ତ ଦେଇ ହରିଶଙ୍କର ମହୋତ୍ସବ ଦେଖି ଫେରୁଥିବା କିଛି ଯୁବକ ସେମାନଙ୍କୁ ସନ୍ଦେହ କରି ଖପ୍ରାଖୋଲ ପୁଲିସକୁ ଖବର ଦେଇଥିଲେ । ଖପ୍ରାଖୋଲ ଥାନ ଅଧିକାରୀ ରମାକାନ୍ତ ସାହୁଙ୍କ ନେତୃତ୍ବରେ ଏକ ଟିମ୍ ସେଠାରେ ପହଞ୍ଚି ସେମାନଙ୍କୁ ପଚରାଉଚରା କରିଥିଲା। ଯୁବକ ମାନେ ପୁଲିସକୁ ସନ୍ତୋଷଜନକ ଉତ୍ତର ଦେଇପାରିବେ ନଥିବାରୁ ପୁଲିସ ସନ୍ଦେହକରି ଉଭୟ କାର୍ କୁ ଛାନଭିନ କରିଥିଲା । ଛାନଭିନ ସମୟରେ ପୁଲିସ କୋରେକ୍ସ ପେଟି ଗୁଡିକଥିବା ଦେଖିବାକୁ ପାଇଥିଲା । ଏହାପରେ ପୁଲିସ ଘଟଣାସ୍ଥଳରୁ ଉକ୍ତ ୫ ଜଣ ଯୁବକ ଙ୍କୁ ଗିରଫ କରିବା ସହ ସେମାନେ ବ୍ୟବହାର କରୁଥିବା ୨ଟି 

କାର ଓ ୨ ଟି ବାଇକକୁ ଜବତ୍ କରି ଥାନାକୁ ଆଣିଥିଲା । ସେମାନଙ୍କ ନାଆଁରେ ଥାନା କେଶ୍ ନମ୍ବର ୬୧ /୨-୫-୨୩ ଦଫା ୨୭୪ ,୨୭୫,୨୭୬,୧୨୦ ବି ଆଇପିସି ଧାରାରେ ଏକ ମାମଲା ରୁଜୁ କରି ତଦନ୍ତ ଜାରିରଖିଥିଲା  । ଓମେରକ୍ସ ଓ କୋରେକ୍ସ ନାମକ କଫସିରପ ଉକ୍ତ ଅଭିଯୁକ୍ତ ମାନେ ହରିଶଙ୍କର ମହୋତ୍ସବରେ ବିକ୍ରିକରି ଲାଭବାନ ହେବା ଉଦ୍ଦେଶ୍ୟରେ ଆଣିଥିବା ପ୍ରକାଶ କରିଥିଲେ । ପରେ ପୁଲିସ ୫ ଜଣ ଅଭିଯୁକ୍ତକୁ ଗିରଫ କରି ସନ୍ଧ୍ୟା ୫ ଟାରେ ଏସଡିପିଓ ଙ୍କ କାର୍ଯ୍ୟାଳୟରେ ସାମ୍ବାଦିକ ସମ୍ମିଳନୀ ପରେ  କୋର୍ଟ ଚାଲାଣ କରିଛି । କୋର୍ଟରେ ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଥିବା ଏସଡିପିଓ ଶ୍ରୀ ଭୁକ୍ତା ଙ୍କ ଠାରୁ ଜଣାପଡିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like