-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ଶିକ୍ଷା ବିଭାଗରେ ବି କଳଙ୍କର ଛିଟା : ନକଲି ବିଇଡି ସାର୍ଟିଫିକେଟ ଦେଇ ଚାକିରୀ ହାତେଇଥିବା ଅଭିଯୋଗ

04-May-2023



ପାଟଣାଗଡ଼(ଦିଲୀପ ପଣ୍ଡା): ପାଟଣାଗଡ଼ ବ୍ଲକ ଖୁଣ୍ଟସମଲାଇ ନିରଞ୍ଜନ ଭୋଇ ଉଚ୍ଚ ବିଦ୍ୟାଳୟରେ ଜଣେ ଶିକ୍ଷୟିତ୍ରୀ ଏକ ନକଲି ବିଇଡି ସାର୍ଟିଫିକେଟ ଦେଇ ଦୀର୍ଘ ବର୍ଷରୁ ଶିକ୍ଷକତା କରିଆସୁଥିବା ନେଇ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ଠାରେ ଗ୍ରାମବାସୀ ମାନେ ଅଭିଯୋଗ କରିଛନ୍ତି ।

  ଅଭିଯୋଗ ଅନୁସାରେ ୨୦୦୨ ମସିହାରେ ଗ୍ରାମବାସୀ ମାନଙ୍କ ଦ୍ଵାରା ପ୍ରତିଷ୍ଠିତ ହୋଇଥିବା ଏହି ସ୍କୁଲ ୨୦୦୭-୦୮ ମସିହାରେ ବ୍ଲକ ଗ୍ରାଣ୍ଟ ପାଇଥିଲା । ସେହିଦିନଠାରୁ ଜାନକୀ ବେହେରା ନାମକ ଜଣେ  ଶିକ୍ଷୟିତ୍ରୀ ଛତିଶଗଡ ରାଜ୍ୟର ଏକ ଘରୋଇ ଶିକ୍ଷା ଅନୁଷ୍ଠାନ ( ଡ.ସି.ଭି.ରମନ ୟୁନିଭରସିଟି, ବିଲାସପୁର) ରୁ ଏକ ନକଲି ବିଇଡି ସାର୍ଟିଫିକେଟ ଦେଇ ଉକ୍ତ ସ୍କୁଲରେ ଆଜି ପର୍ଯ୍ୟନ୍ତ ଶିକ୍ଷକତା କରିଆସୁଛନ୍ତି । ଏପରିକି ଶିକ୍ଷୟିତ୍ରୀ ଜଣକ ୨୦୧୩-୧୪ ମସିହାରେ ଜାମ୍ମୁର ଏକ ଘରୋଇ ଶିକ୍ଷା ଅନୁଷ୍ଠାନ ( ଅଟୋନୋମସ୍ କଲେଜ ଅଫ ଏଜୁକେସନ, ଜାମ୍ମୁ ) ରେ ନାମ ଲେଖାଇ ପରୀକ୍ଷା ଦେଇଥିଲେ । କିନ୍ତୁ ସେଠାରେ ସେ ଦେଇଥିବା ପରିକ୍ଷାରେ ଫେଲ୍ ହୋଇଥିଲେ । ପୁଣି ସେହି ବର୍ଷ ( ୨୦୧୩-୧୪ ) ମସିହାରେ ଛତିଶଗଡ ରାଜ୍ୟର ଡ.ସି.ଭି ରମନ ୟୁନିଭରସିଟି, ବିଲାସପୁରରେ ପୁଣି କିପରି ପାଠ ପଢି ଏହି ବିଇଡି ସାର୍ଟିଫିକେଟ ହାତେଇଛନ୍ତି ତାହା ତଦନ୍ତ ସାପେକ୍ଷ । ଶିକ୍ଷୟତ୍ରୀ ଜଣକ ୧୬-୮-୨୦୧୩  ମସିହାରୁ ୨୬-୮-୨୦୧୪ ମସିହାରେ ନିଜେ ବିଇଡି କରିବାପାଇଁ ସ୍କୁଲରୁ ଛୁଟି ନେଇଥିଲେ । କିନ୍ତୁ ସେହି ମସିହାରେ ଶିକ୍ଷୟିତ୍ରୀ ଜଣକ ସ୍କୁଲରେ ଛାତ୍ରଛାତ୍ରୀମାନଙ୍କୁ ଶିକ୍ଷାଦାନ କରିଥିବା ବିଦ୍ୟାଳୟରେ ଥିବା ଶିକ୍ଷକ ଉପସ୍ଥାପନ ରେଜିଷ୍ଟ୍ରରରେ ତାଙ୍କ ଦସ୍ତଖତ ମାନଥିବା ଅଭିଯୋଗପତ୍ରରେ ଉଲ୍ଲେଖ ରହିଛି । ଏହିସବୁ ପ୍ରକିୟାରୁ ଶିକ୍ଷୟିତ୍ରୀ ଜଣକ ନକଲି ସାର୍ଟିଫିକେଟ ଦେଇ ଚାକିରୀ ହାତେଇ ଥିବା ଅଭିଯୋଗ ହେଉଛି । ଏସମ୍ପର୍କରେ ଜିଲ୍ଲା ଶିକ୍ଷା ଅଧିକାରୀ ଧୁବଚରଣ ବେହେରାଙ୍କୁ ପଚାରିବାରୁ କିଛି ସମୟ ସେ ନିରବ ରହିବାପରେ ମୋ ପାଖକୁ ସେମିତି କିଛି ଅଭିଯୋଗ ଆସିନାହିଁ । ଯଦି ଆପଣଙ୍କ ପାଖରେ ଅଭିଯୋଗ ପତ୍ର ଅଛି ତାହେଲେ ମୋ ହ୍ୱାଟସ୍  ଆପ ନମ୍ଵର୍ପ କୁ ପଠାନ୍ତୁ ବୋଲି କହିଥିଲେ । ଘଟଣା ସମ୍ପର୍କରେ ପାଟଣାଗଡ଼ ବ୍ଲକ ଶିକ୍ଷା ଅଧିକାରୀ ଶଙ୍କରପ୍ରଶାଦ ମାଝି ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ଚିଠିକ୍ରମେ ଏବିଇଓ ଙ୍କ ସହ ଡିଲିଙ୍ଗ ଆସିଷ୍ଟାଣ୍ଟ କୁ ନେଇ ମୁଁ ନିଜେ ତଦନ୍ତ ପାଇଁ  ଯାଇଥିଲି । ତଦନ୍ତ ପରେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କୁ ତଦନ୍ତ ସମ୍ପର୍କିତ ସମସ୍ତ ରିପୋର୍ଟ ଦେଇଥିବା ସେ ପ୍ରକାଶ କରିଛନ୍ତି । ଏଠାରେ ପ୍ରଶ୍ନ ଉଠୁଛିଯେ ବ୍ଲକ ଶିକ୍ଷା ଅଧିକାରୀ ତଦନ୍ତ ରିପୋର୍ଟ ଦେବାପରେ ମଧ୍ୟ ଜିଲ୍ଲା ଶିକ୍ଷା ଅଧିକାରୀ କାହିଁକି ମୋ ପାଖକୁ ଏମିତି କିଛି ଅଭିଯୋଗ ଆସିନାହିଁ , ଅଭିଯୋଗ ପତ୍ର ଥିଲେ ମୋ ପାଖକୁ ପଠାନ୍ତୁ ବୋଲି କହିବା ପଛରେ କି ରହସ୍ୟ ଲୁଚିରହିଛି  । ବାସ୍ତବରେ କଣ ଜିଲ୍ଲା ଶିକ୍ଷା ଅଧିକାରୀ ନକଲି ଶିକ୍ଷୟିତ୍ରୀ ଙ୍କୁ ଘଣ୍ଟଘୋଡାଉଛନ୍ତି କି , ଏଥିପ୍ରତି ଜିଲ୍ଲାପାଳ ଦୃଷ୍ଟି ଦେଇ ଦୋଷୀଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି ହେଉଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like