-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ଜିଲାସ୍ତରୀୟ ରେଡକ୍ରସ ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ 

04-May-2023



ବୌଦ୍ଧ(ଦୁର୍ଯ୍ୟୋଧନ ବିଶି): ବୌଦ୍ଧରେ ଆଗାମୀ ମଇ ୮ ତାରିଖ ଦିନ ଜିଲ୍ଲାସ୍ତରୀୟ ରେଡକ୍ରସ ଦିବସ ପାଳନ ପାଇଁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ଏକ ପ୍ରସ୍ତୁତି ବୈଠକ ଜିଲ୍ଲାପାଳ ସତ୍ୟ ରଂଜନ ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀଯୁକ୍ତ ସାହୁ ଜିଲ୍ଲାରେ ଯୋଗଦେବାପରେ ଜିଲ୍ଳା ରେଡକ୍ରସ ପାଣ୍ଠି ସଂଗ୍ରହକୁ ଅଧିକ ଗୁରୁତ୍ୱ ଦେବାସହିତ ୧ କୋଟିରୁ ଉର୍ଦ୍ଧ୍ୱ ଟଙ୍କା ବିଭିନ୍ନ ସଂସ୍ଥା ଓ ବଦାନ୍ୟ ବ୍ୟକ୍ତିବିଶେଷଙ୍କଠାରୁ ଯୋଗାଡ କରିପାରିଥିବା ନେଇ ବୈଠକରେ ଉପସ୍ଥିତ ସଦସ୍ୟମାନେ ପ୍ରଶଂସା କରିଥିଲେ ।  ପ୍ରତ୍ୟେକ ଜନଶୁଣାଣି ସମାଧାନ ଶିବିରରେ ଅସହାୟ,ଗରିବଲୋକମାନଙ୍କୁ ଚିକିତ୍ସା ଓ ଜୀବନ ଜିବିକା ପାଇଁ ରେଡକ୍ରସ ପାଣ୍ଠି ଜରିଆରେ ରେକର୍ଡ ପରିମାଣର ସହାୟତା ମଧ୍ୟ ପ୍ରଦାନ କରାଯାଇଛି । ଏହାବ୍ୟତୀତ ରାଜ୍ୟ ରେଡକ୍ରସ ପାଣ୍ଠିକୁ ୨୫ଲକ୍ଷ ୯୫ ହଜାର ୪୧ ଟଙ୍କା ସହଯୋଗ ରାଶି ପ୍ରେରଣ କରାଯାଇଛି । ସୂଚନାଯୋଗ୍ୟଯେ, ୨୦୧୬ ମସିହାଠାରୁ ରାଜ୍ୟ ରେଡକ୍ରସକୁ ଜିଲ୍ଲା ପକ୍ଷରୁ କୌଣସି ଅର୍ଥରାଶି ପ୍ରେରଣ କରାଯାଇନଥିଲା । ରେଡକ୍ରସ ଦିବସ ପାଳନ ଅବସରରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ ସହିତ ଆଜୀବନ ସଦସ୍ୟମାନଙ୍କୁ ଏଥିରେ ସାମିଲ କରିବାକୁ ବୈଠକରେ ଜିଲାପାଳ ପରାମର୍ଶ ଦେଇଥିଲେ । ସେହିପରି ଜିଲ୍ଲା ରେକଡ୍ରସର ଆଜୀବନ ସଦସ୍ୟ,ପେଟ୍ରନ ଓ ଭାଇସପେଟ୍ରନ ସଦସ୍ୟ ହୋଇଥିବା ବ୍ୟକ୍ତିବିଶେଷଙ୍କୁ ଏବଂ ଜିଲ୍ଳା ରେକଡ୍ରସ ପାଣ୍ଠିକୁ ଅଧିକ ସହାୟତା ରାଶି ଯୋଗାଇଦେଇଥିବା ବିଭାଗ ଗୁଡିକୁ ରେଡକ୍ରସ ଦିବସ ଅବସରରେ ପ୍ରଶଂସାପତ୍ର ପ୍ରଦାନ କରିବାକୁ ନିଷ୍ପତି ଗ୍ରହଣ କରାଯାଇଥିଲା । ଏହି ଅବସରରେ ଆଦର୍ଶ ଡିଗ୍ରୀ ମହାବିଦ୍ୟାଳୟ,ସଂସ୍କାର ଉଚ୍ଚ ମାଧ୍ୟମିକ ମହାବିଦ୍ୟାଳୟ ବାଉଁଶୁଣୀ,କେ.ବି.ହିଷ୍ଟ ମହାବିଦ୍ୟାଳୟ ବୁଟୁପାଲି,କେ.ଏମ . ମେମୋରିଆଲ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପୁରୁଣାକଟକ,ନବୀନ ପ୍ରସାଦ ଦେବ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ନାରାୟଣ ପ୍ରସାଦ ଓ ଜୟକୃଷ୍ଣ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଦମାମୁଣ୍ଡାରେ ନୂତନ ଭାବରେ ଯୁବ ରେଡକ୍ରସ ଶାଖା ଶୁଭାରମ୍ଭ କରାଯିବାକୁ ନିଷ୍ପତି ଗ୍ରହଣ କରାଯାଇଥିଲା । ଏହି ଅବସରରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ଅନ୍ୟାନ୍ୟ ବିଭାଗୀୟ କର୍ମଚାରୀମାନଙ୍କୁ ନେଇ ଏକ  ରକ୍ତଦାନ ଶିବିର ଆୟୋଜନ କରାଯିବାକୁ ନିଷ୍ପତି ଗ୍ରହଣ କରାଯିବା ସହିତ ବହୁ ସଂଖ୍ୟାରେ କର୍ମଚାରୀ ଯେପରି ସ୍ୱେଛାକୃତ ରକ୍ତଦାନ କରିବେ ସେଥିପାଇଁ ସଚେତନତା ସୃଷ୍ଟି କରିବାକୁ ଜିଲ୍ଲାପାଳ ପରାମର୍ଶ ଦେଇଥିଲେ । ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଦାରିଦ୍ର‌୍ୟଭଞ୍ଜନ ମଦନ ମୋହନ ପାତ୍ର ,ଉପଜିଲ୍ଲାପାଳ ରବିନ୍ଦ୍ର ନାଥ କହଁର,ସାଂସଦ ପ୍ରତିନିଧି ତାରେଣି ମହାପାତ୍ର, ଜିଲ୍ଲା ସାମ୍ବାଦିକ ସଂଘର ସଭାପତି ଶଶାଙ୍କ ଶେଖର ମିଶ୍ର,ଯୁବରେଡକ୍ରସର ସଂପାଦକ ଅଧ୍ୟାପକ ପ୍ରବୀର କୁମାର ଦାସ,ଆଞ୍ଚଳିକ ପରିବହନ ଅଧିକାରୀ ବସନ୍ତ କୁମାର ମହାପାତ୍ର,ଏଡିଏମଓ ମେଡିକାଲ ଡା.ସଂଘମିତ୍ରା ପଣ୍ଡା, ଜନସ୍ୱାସ୍ଥ୍ୟ ଅଧିକାରୀ ଡା. ମଦନ ମୋହନ ପ୍ରଧାନ, ସହକାରୀ ଜିଲ୍ଲାପାଳ ଚନ୍ଦ୍ରକାନ୍ତ ବେହେରା,ଓରମାସ ଅଧିକାରୀ ଶିବାଶିଷ ଦାଶ ଓ ଜିଲ୍ଲା ସୂଚନା ଓ ଲୋକସଂପର୍କ  ଅଧିକାରୀ ରିତାକନ୍ତି ବଳିୟାରସିଂହ ପ୍ରମୁଖ ଉପସ୍ଥିତ ରହି ସକ୍ରିୟ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like