-+91-9937148622 |
prerana_bgr@rediffmail.com |
Saturday 4th July 2026 |
R.N.I. Regd No. ODIODI/2010/46693
Breaking News
04-May-2023
ବୌଦ୍ଧ(ଦୁର୍ଯ୍ଯୋଧନ ବିଶି): କଟକ ସେଟେଲମେଣ୍ଟ ଅଧିକାରୀ ଭାବରେ ବଦଳି ହୋଇଥିବା ବୌଦ୍ଧ ଅତିରିକ୍ତ ଜିଲ୍ଲାପାଳ ବବିତାରାଣୀ ଦଳବେହେରାଙ୍କୁ ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର କର୍ମଚାରୀମାନଙ୍କ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ଜିଲ୍ଲାପାଳଙ୍କ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ବିଦାୟ ସମ୍ବର୍ଦ୍ଧନା ସଭାବରେ ନୂତନ ଅତିରିକ୍ତ ଜିଲ୍ଲାପାଳ ଦାରିଦ୍ର୍ୟଭଞ୍ଜନ ମଦନମୋହନ ପାତ୍ରଙ୍କ ସମେତ ସମସ୍ତ ଅଧିକାରୀ,ସେକ୍ସନ ଅଧିକାରୀ ଓ କର୍ମଚାରୀମାନେ ଉପସ୍ଥିତ ଥିଲେ । ଭାବବିହ୍ୱଳ ପରିବେଶ ମଧ୍ୟ ଶ୍ରୀମତୀ ଦଳବେହେରାଙ୍କୁ ପୁଷ୍ପଗୁଛ ଓ ଉପଢୌକନ ଦେଇ ଅଧିକାରୀମାନେ ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ ।