-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

କୋଭିଡ୍ ଟୀକାକରଣରେ ବରଗଡ ଜିଲ୍ଲା କୁ ପ୍ରଶଂସାପତ୍ର ସହ ସମ୍ମାନୀତ

04-May-2023



ବରଗଡ (ପ୍ରେରଣା ଖବର/)
ଏମିତି ଏକ ସମୟ ଥିଲା ଲୋକେ ଯେତେବେଳେ ପଦାକୁ ବାହାରିବାକୁ ଭୟ କରୁଥିଲେ ।ଠିକ ସେତିକିବେଳେ ମହାମାରୀ କରୋନା ଠାରୁ କିଭଳି ଭାବେ ମୁକାବିଲା କରି ବରଗଡ ଜିଲ୍ଲାର ସର୍ବସାଧାରଣଙ୍କୁ ଏହି ମହାମାରୀ ବଞ୍ଚାଯାଇପାରିବ ସେଥିପାଇଁ ବରଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ କାର୍ଯ୍ୟରତ କର୍ମଚାରୀ ମାନେ ବେଶ ସଜାଗ ରହିଥିଲେ।କୋଭିଡ ଟୀକାକରଣରେ ଦିବାରାତ୍ର କୁ ଏକାକାର କରି ଏପରିକି ଛୁଟିଦିନ ମାନଙ୍କୁ ଭୁଲି ସ୍ୱାସ୍ଥ୍ୟବିଭାଗ ବରଗଡ ଲୋକଙ୍କ ପାଖରେ କିଭଳି ସୁଚାରୁରୂପେ କୋଭିଡ ଟୀକା ପହଞ୍ଚି ଲୋକଙ୍କୁ ଟିକାକରଣ କରାଯିବ ସେଥିନେଇ ବେଶ ତତ୍ପର ଥିଲା।ରାଜ୍ୟସ୍ତରରୁ ରାତାରାତି ବରଗଡ ଜିଲ୍ଲାକୁ କୋଭିଡ ଟୀକା ଆସିବାପରେ ରାତି ଅଧିଆ ଜିଲ୍ଲାର ସମସ୍ତ ୧୨ ଗୋଟି ବ୍ଲକ ମାନଙ୍କୁ ଟୀକା ପହଞ୍ଚାଇବାରେ ବେଶ ପାରିଦର୍ଶିତା ଲାଭ କରିଥିଲା।ଅକ୍ଲାନ୍ତ ପରିଶ୍ରମ ପରିଶ୍ରମ ଫଳରେ ଜିଲ୍ଲା ତମାମ ଲୋକେ ସୁଚାରୁରୂପେ ଟୀକା ନେଇ ପାରିଥିଲେ।କେଉଁଭଳି ଭାବେ କେଉଁସ୍ଥାନ ମାନଙ୍କରେ କେତେଜଣଙ୍କୁ ନେଇ ଟୀକାକରଣ କରାଯିବ ସେଥିପାଇଁ ରାତିଅଧିଆ ଯୋଜନା ପ୍ରସ୍ତୁତ କରାଯାଉଥିଲା।ଏଥିରେ ପ୍ଲାନ ଇଣ୍ଡିଆ ସଂସ୍ଥା ସମ୍ପୂର୍ଣ୍ଣ ରୂପେ ସାହାର୍ଯ୍ୟ କରିଥିଲା।ଯାହାକି ଏମ୍-ରାଇଟ୍ ପ୍ରୋଜେକ୍ଟରେ ଅନ୍ତର୍ଭୁକ୍ତ।ପ୍ଲାନ ଇଣ୍ଡିଆର ସାହାର୍ଯ୍ୟ ଓ ଜିଲ୍ଲା ସ୍ୱାସ୍ଥ୍ୟବିଭାଗ ବରଗଡର ସୁପରିଚାଳନା ହେତୁ ଏହା ସମ୍ଭବ ହୋଇପାରିଥିଲା।ଏପରିପ୍ରେକ୍ଷୀରେ ଭୁବନେଶ୍ୱର ସ୍ଥିତ ମେଫେୟାର ଠାରେ ଆୟୋଜିତ କୋଭିଡ ଟୀକାକରଣ ଅନୁଭୂତି ଆବଣ୍ଟନ କର୍ମଶାଳାରେ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ ଓଡ଼ିଶା ସରକାରଙ୍କ ପକ୍ଷରୁ ବରଗଡ ଜିଲ୍ଲା କୁ ସମ୍ମାନୀତ କରାଯାଇଥିଲା।ଏ ପ୍ରଶଂସା ପତ୍ରକୁ ଜିଲ୍ଲା ଟୀକା ପରିଚାଳକ ଶ୍ରୀମାନ ବିଧୁ ଭୂଷଣ ମିଶ୍ର ଏବଂ ଡିଏମ ଆର.ସି.ଏଚ ଶ୍ରୀମାନ ଅଶୋକ ସାହୁ ଗ୍ରହଣ କରିଥିଲେ।ଆମ ପ୍ରତିନିଧି ଙ୍କ ପ୍ରଶ୍ନରେ ଏହାର ଶ୍ରେୟ ଟୀକାକରଣ ଅଭିଯାନରେ ସାମିଲ ଥିବା ସମସ୍ତ କର୍ମଚାରୀ ଙ୍କୁ ଦେବାକୁ ମୁଁ ଚାହେଁ ବୋଲି ଜିଲ୍ଲା ଟୀକା ପରିଚାଳକ ଶ୍ରୀ ମିଶ୍ର ତାଙ୍କ ପ୍ରତିକ୍ରିୟାରେ ପ୍ରକାଶ କରିଛନ୍ତି।ଏ ଅବସରରେ  ବରଗଡ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀଣୀ ଡ. ଚାରୁବାଳା ରଥ ଏବଂ ଅତିରିକ୍ତ ଜିଲ୍ଲା ଜନସ୍ୱାସ୍ଥ୍ୟ ଅଧିକାରୀ(ପରିବାର କଲ୍ୟାଣ ଡ. ସୁଶାନ୍ତ କର  ଖୁସିବ୍ୟକ୍ତ କରିବା ସଙ୍ଗେସଙ୍ଗେ ଆଗକୁ ଉତ୍ତମ ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଆଗକୁ ଉତ୍ତମ କାର୍ଯ୍ୟ କରିବାକୁ ଦିଗଦର୍ଶନ ପ୍ରଦାନ କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like