-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ବିପିଏଲ ସିଜନ-୩,କମ୍ରେଡକୁ ହରାଇ ପିସିସିର ରୋମାଞ୍ଚକର ବିଜୟ(ଆଜି ଆନ୍ୟା ବନାମ ତ୍ରିରଙ୍ଗା ମଧ୍ୟରେ କଡା ମୁକାବିଲା)   

05-May-2023



 ବିନିକା(ହିମାଂଶୁ ଶେଖର ପୁଟେଲ): ବିନିକା ସ୍ପୋର୍ଟସ କ୍ଲବ ତରଫରୁ ସ୍ଥାନୀୟ ବିଜୁ ପଟ୍ଟନାୟକ ଷ୍ଟାଡିୟମ ଠାରେ ଆଇପିଏଲ ଢାଞ୍ଚାରେ ଚାଲିଥିବା ବିପିଏଲ ସିଜନ-୩ କ୍ରିକେଟ ଟୁର୍ଣ୍ଣାମେଣ୍ଟ ଚତୁର୍ଥ ରାଉଣ୍ଡର ପ୍ରଥମ ମ୍ୟାଚରେ କମ୍ରେଡକୁ ହରାଇ ପିସିସି ରୋମାଞ୍ଚକର ବିଜୟ ହାସଲ କରିଛି । ଟଚ ଜିଣି ପିସିସି ପ୍ରଥମେ ବ୍ୟାଟିଂ କରି ୧୦ଓଭରରେ ୭ୱିକେଟ ହରାଇ ୫୪ରନ କରିଥିଲା ତାର ଜବାବରେ କମ୍ରେଡ ସମସ୍ତ ୱିକେଟ ହରାଇ ମାତ୍ର ୫୦ରନ କରିବାକୁ ସକ୍ଷମ ହୋଇଥିଲା। ମ୍ୟାଚକୁ ବିନୋଦ ପାତ୍ର ଓ ଦାଶରଥି ମିଶ୍ର ପରିଚାଳନା କରିଥିବା ବେଳେ ସ୍କୋରର ଭାବେ ସରୋଜ ମହାନ୍ତି,ଆଲୋକ ସେଠୀ ଏବଂ ମ୍ୟାଚର ଧରାବିବରଣୀ ବୈରାଗୀ ପ୍ରଧାନ,ପ୍ରଦୀପ

ମହାଲିଂ ପ୍ରଦାନ କରିଥିଲେ ।ସ୍ପୋର୍ଟସ କ୍ଲବ ସମ୍ପାଦକ ମନୋଜ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପୁରସ୍କାର ବିତରଣୀ ଉତ୍ସବରେ ମୁଖ୍ୟଅତିଥି ଭାବେ ଅବସରପ୍ରାପ୍ତ ସୈନିକ ଶୁକେଶ ସାମନ୍ତରାୟ,ସ୍ଵତନ୍ତ୍ର ଅତିଥି ଭାବେ ଯୁବ ବ୍ୟବସାୟୀ ତଥା ନିହାର ଏଣ୍ଟରପ୍ରାଇଜେସ ମାଲିକ ପ୍ରକାଶ ପଣ୍ଡା,ସମ୍ମାନିତ ଅତିଥି ଭାବେ ଗ୍ରାମ ରୋଜଗାର ସେବକ ନବଜୀବନ ପଣ୍ଡା ଯୋଗଦେଇ ବିଜୟୀ/ରନରସଅପ ଦଳ ଓ ପିସିସି ଦଳର କୁଶ ମାଝୀଙ୍କୁ ମ୍ୟାନ ଅଫ ଦି ମ୍ୟାଚ ପୁରସ୍କାର ପ୍ରଦାନ କରାଯାଇଥିଲା ।ଆଜି ଶୁକ୍ରବାର ଅପରାହ୍ନରେ ଆନ୍ୟା ସ୍ପୋଟିଙ୍ଗ ବନାମ ତ୍ରିରଙ୍ଗା ଯୁଥ କ୍ଲବ ମଧ୍ୟରେ ମ୍ୟାଚ ଅନୁଷ୍ଟିତ ହେବ ।ଉଭୟ ଦଳର ଖେଳାଳୀ ମାନଙ୍କୁ ଉତ୍ସାହିତ କରିବା ସହିତ ପୁରସ୍କାର ପ୍ରଦାନ ନିମନ୍ତେ ମୁଖ୍ୟ ଅତିଥି ଭାବରେ ସୁବର୍ଣ୍ଣପୁର ଜିଲ୍ଲା ଟେଣ୍ଟ ମାଲିକ ସଂଘ ସଭାପତି ତଥା ବିନିକା ବ୍ଲକ ସଭାପତି ମାହାରୁ ପଣ୍ଡା,ସମ୍ମାନିତ ଅତିଥି ଭାବେ ପୂର୍ବତନ ଖେଳାଳୀ ଶଶିଭୂଷଣ ରାଉତ,ବନବିହାରୀ ଦାସ,ମୋହନ ବଢେଇ ପ୍ରମୁଖ ଯୋଗଦେବେ ବୋଲି ଆୟୋଜକଙ୍କ ସୂତ୍ରରୁ ପ୍ରକାଶ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like