-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ଚନ୍ଦ୍ରିକା ସେବା ଟ୍ରଷ୍ଟ ପକ୍ଷରୁ ମେଗା ରକ୍ତଦାନ ଶିବିର ୨୦୭ୟୁନିଟ ରକ୍ତ ସଂଗ୍ରହ

05-May-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ)
ଗତ ମାର୍ଚ୍ଚ ମାସ ୨୨ ତାରିଖରେ ସୁବର୍ଣ୍ଣପୁର ଜିଲ୍ଲା ସରଧାପାଲି ବିଦ୍ୟାଳୟ ଆଗରେ ହୋଇଥିବା ମର୍ମନ୍ତୁତ ସଡକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ତିନି ଜଣ ମୃତ ଛାତ୍ରମାନଙ୍କ ସ୍ମୃତିରେ ସୁବର୍ଣ୍ଣପୁର ସହରର ନବ ଗଠିତ ଚନ୍ଦ୍ରିକା ସେବା ଟ୍ରଷ୍ଟ ପକ୍ଷରୁ ଏକ ମେଗା ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ସଦର ବ୍ଲକ କଳାପଥର ନିକଟରେ ଥିବା ପ୍ରତୀକ ରାଇସ ମିଲ ପରିସରରେ ଅନୁଷ୍ଠିତ ଏହି ଶିବିରର କୁ ସୁବର୍ଣ୍ଣପୁର ଜିଲ୍ଲା ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଉଦଘାଟନ କରିଥିଲେ l ଅତିରିକ୍ତ ଜିଲ୍ଲାପାଳ ଜେନେରାଲ ନିଶି ପୁନମ ମିଞ୍ଚ, ଜିଲ୍ଲା ପରିବହନ ଅଧିକାରୀ ଅକ୍ଷୟ ଜେନା, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡା ବିଶ୍ବ ରଞନ ପତି, ବୀରମହାରାଜପୁର ଉପ ଜ଼ିଲ୍ଲାପାଳ ଶ୍ରୀ ଅଶୋକ ଭୋଇ, ସମାଜସେବୀ ଶ୍ରୀବତ୍ସ ମଲ୍ଲିକ, ଅରବିନ୍ଦ ବାରିକ, ବୃନ୍ଦାବନ ର ଆଧ୍ୟାତ୍ମିକ ପ୍ରବଚକ ବାଳ କୃଷ୍ଣ ଜି ମହାରାଜ ପ୍ରମୁଖ ଅତିଥି ଭାବେ ଯୋଗଦେଇ ଏହି ଶିବିର ର ଆୟୋଜକ ଓ ରକ୍ତ ଦାତା ଙ୍କୁ ଉତ୍ସାହିତ କରିଥିଲେ । ପ୍ରଥମେ ମୃତ ତିନି ଛାତ୍ରଙ୍କ ଅମର ଆତ୍ମାର ଶାନ୍ତି ସଦଗଦି ନିମନ୍ତେ ଦୁଇ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା । ଏହି କାର୍ଯ୍ୟକ୍ରମରେ ତିନି ଛାତ୍ରଙ୍କ ପରିବାର ଲୋକ ଓ ଶରଧାପାଲି ଗ୍ରାମ ର କିଛି ବୁଦ୍ଧିଜୀବୀ ଉପସ୍ଥିତ ଥିଲେ । ଚନ୍ଦ୍ରିକା ସେବା ଟ୍ରଷ୍ଟର ସଭାପତି ବଣ୍ଟୁ ଅଗ୍ରଓ୍ବାଲଙ୍କ ସଭାପତିତ୍ବରେ ଆୟୋଜିତ ସଭାକୁ ସଙ୍ଗୀତଜ୍ଞ ଶାସ୍ବତ ତ୍ରିପାଠୀ ପରିଚାଳନା କରିଥିବାବେଳେ ଅନୁଷ୍ଠାନର ସମ୍ପାଦକ ନାରାୟଣ ରଥ ଧନ୍ୟବାଦ ଅର୍ପଣ କରିଥିଲେ । ଏହି ଅବସରରେ ଅତିଥିମାନଙ୍କ ଦ୍ବାରା ଚନ୍ଦ୍ରିକା ସେବା ଟ୍ରଷ୍ଟର ବିଦ୍ଧିବଦ୍ଧ ଶୁଭାରମ୍ଭ ହୋଇଥିଲା । ଟ୍ରଷ୍ଟ ପକ୍ଷରୁ ଆସନ୍ତା ୧୪ ତାରିଖ ଠାରୁ ପ୍ରତି ରବିବାର ଦିନ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସର ରେ ରୋଗୀ ସମ୍ପର୍କିୟମାନଙ୍କ ପାଇଁ ମାଗଣା ରନ୍ଧା ଖାଦ୍ୟ ପ୍ରଦାନ କରାଯିବ ବୋଲି ଘଷୋଣା କରାଯାଇଛି । ଏହି ଶିବିରରେ ମୋଟ ୨୦୭ ୟୁନିଟ ରକ୍ତ ସଂଗ୍ରହ ହୋଇଥିଲା । ସ୍ବେଚ୍ଛାସେବୀ, ସାଧାରଣ ଲୋକଙ୍କ ସହିତ ମହିଳାମାନେ ମଧ୍ୟ ସ୍ବେଚ୍ଛାକୃତ ଭାବେ ରକ୍ତଦାନ କରିଥିଲେ । ରକ୍ତଦାନ ପ୍ରବର୍ତ୍ତକ ମନୋଜ ପଣ୍ଡା, ରାମନାରାୟଣ ଦାସ ଓ ଅକ୍ଷୟ କୁମାର ପୁଜାରୀ ଯୋଗଦେଇ ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ । ରକ୍ତ ସଂଗ୍ରହରେ ସୁବର୍ଣ୍ଣପୁର ରକ୍ତ ଭଣ୍ଡାର ସମେତ ବଲାଙ୍ଗିର ଭିମଭୋଇ ମେଡିକାଲ କଲେଜ ଓ ବୁର୍ଲା ବିର ସୁରେନ୍ଦ୍ର ସାଏ ମେଡିକାଲ ରକ୍ତ ଭଣ୍ଡାର ସାମିଲ ହୋଇଥିଲେ । ବୁର୍ଲାରୁ ଆସିଥିବା ରକ୍ତ ସଂଗ୍ରହ ଦଳରେ ଡା ସଂଗ୍ରାମ ପରିଡା, ଦେବାଶିଷ ମିଶ୍ର, ଲାଲୁ ବିସ୍ବାସ, ଜନକ ବେହେରା, ପ୍ରହଲ୍ଲାଦ ବଢେଇ ସାମିଲ ଥିବାବେଳେ ସୁବର୍ଣ୍ଣପୁର ଦଳରେ ଡା. ସରୋଜ ପଟେଲ, ଟିଟୁ ଭୋଇ, ଜଗତ ଦରୁୱାନ, ଯୁଧିଷ୍ଠିର ସାହୁ ପ୍ରମୁଖ ସାମିଲ ଥିଲେ । ଟ୍ରଷ୍ଟର ସଦସ୍ୟ ସନ୍ତୋଷ ମିଶ୍ର, ଦେବାଶିଷ ପଟ୍ଟନାୟକ, ସଞ୍ଜୟ ସାହୁ, ସତ୍ୟବ୍ରତ ପଧାନ, ସନ୍ତୋଷିନି ନନ୍ଦ, ଦୀପା ଅଗ୍ରୱାଲ, ଜୟନ୍ତି ରଥ ପ୍ରମୁଖଙ୍କ ସହ ସ୍ବେଚ୍ଛାସେବୀମାନେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like