-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   (25-Sep-2026)       ||      ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ    (25-Sep-2026)       ||      ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   (25-Sep-2026)       ||      *ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   (25-Sep-2026)       ||      ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||     

HOME   ଜିଲ୍ଲା

କୃଷି ଆଇନକୁ କୃଷକଙ୍କ ଦେଶବ୍ୟାପି ବିରୋଧ, ରେଢାଖୋଲରେ ରାସ୍ତାରୋକ - ବନ୍ଦ ସଫଳ

08-Dec-2020



ରେଢାଖୋଲ (ଅନିଲ କୁମାର ପୃଷ୍ଟି )-  କେନ୍ଦ୍ର ସରକାରଙ୍କ ନୂଆ କୃଷି ଆଇନ ବିରୋଧ କରି ସାରା ଦେଶରେ ଭାରତ ବନ୍ଦ ପରିପ୍ରେକ୍ଷୀରେ  ସମ୍ବଲପୁର ଜିଲ୍ଲା ରେଢାଖୋଲରେ ରାସ୍ତା ରୋକ ସହିତ ବନ୍ଦ ପ୍ରଭାବ ସଫଳ ହୋଇଛି। ଏଥିରେ ସନ୍ଥ ଭୀମ ଭୋଇ କୃଷକ ସଂଘର୍ଷ ସମିତି, ଦଧି ବାମାନ  କୃଷକ ସଙ୍ଗଠନ, କୃଷିଜୀବୀ ବିକାଶ ସଂଗଠନ ଓ ନବ ନିର୍ମାଣ କୃଷକ ସଙ୍ଗଠନ ଆଦି ବିଭିନ୍ନ ସଂଗଠନ ମଙ୍ଗଳବାର ଭାରତ ବନ୍ଦ ଆନ୍ଦୋଳନରେ ସାମିଲ ହୋଇ କଟକ -ସମ୍ବଲପୁର ୫୫ନମ୍ବର ଜାତୀୟ ରାଜପଥ ରେଢାଖୋଲ ସହର  ବାସଷ୍ଟାଣ୍ଡ ସ୍ଥିତ ଭୀମ ଭୋଇ ଛକ, ମେଡିକାଲ ଛକ ଠାରେ ରାସ୍ତା ଅବରୋଧ କରି ସରକାରଙ୍କ ନୂତନ କୃଷି ନୀତିକୁ ସମାଲୋଚନା , ବିକ୍ଷୋଭ ପ୍ରଦର୍ଶନ କରା ଯାଇ ଥିଲା ଏଥିରେ କଂଗ୍ରେସ, ଆମ ଆଦମୀ ପାର୍ଟି ଆଦି ରାଜ ନୈତିକ ଦଳର  କାର୍ଯ୍ୟକର୍ତ୍ତା ମଧ୍ୟ ସାମିଲ ହୋଇ  ଥିବା ପରି ଲଖିତ ହୋଇ ଥିଲା। ଏଥିରେ ମୁଖ୍ୟତଃ ୬ ଦଫା ଦାବି କରାଯାଇଛି। ଏଥିରେ  କଂଗ୍ରେସ ନେତା ଗୌରୀ ଶଙ୍କର ପାତ୍ର, ସନ୍ଥ ଭୀମ ଭୋଇ କୃଷକ ସଂଘର୍ଷ ସମିତିର ଆବାହକ ଆନନ୍ଦ କୁମାର ସାମଲ , ସଭାପତି ମହେଶ ପ୍ରଧାନ, ମମତା ପାତ୍ର, ଦାଧିବାମନ କୃଷକ ସଙ୍ଗଠନର ସଭାପତି ବୃଷକେତୁ ପ୍ରଧାନ, ଆମ ଆଦମୀ ପାର୍ଟି ରେଢାଖୋଲ ବିଧାନସଭା ଆବାହକ ଅଜୟ କୁମାର ସାହୁ, ସମ୍ପାଦକ ଅନ୍ତର୍ଯ୍ୟାମୀ ପ୍ରଧାନ ,ସତ୍ୟ ବାଘ, ବିଜୟ ସଂଗ୍ରାମ ସ୍ୱାଇଁ, ରାମ କୁମାର ପ୍ରଧାନ, ସଞ୍ଜୟ ବିଶ୍ୱାଳ , ହିମାଂଶୁ ଧଳ, ଦଧିବାମନ କୃଷକ ସଂଗଠନର ଦୋଳ ଗୋବିନ୍ଦ ପ୍ରଧାନ, ପ୍ରଦୀପ ପୃଷେଟ, ଦିବା କର ପୃଷ୍ଟି, ଭଗବାନ ପ୍ରଧାନ, ଉମେଶ ଦେହୁରୀ, ପ୍ରଶାନ୍ତ ରାଉଳ, ନନ୍ଦୁ ମିରି ପ୍ରମୁଖ ଉପସ୍ଥିତ ଆନ୍ଦୋଳନରେ ସାମିଲ ହୋଇଥିଲେ। ଦୀର୍ଘ ସମୟ ଧରି ଜାତୀୟ ରାଜପଥ ଅବରୋଧ ହେବାରୁ ରାସ୍ତାର ଉଭୟ ପାର୍ଶ୍ୱରେ ଶତାଧିକ ଯାନବାହନ ଅଟକି ରହିବାରୁ ଯାତାୟତ ଥୋପ ହୋଇ ଯାଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବଶକ୍ତି ଜାଗ୍ରତ ହେଲେ, ଏଡ୍‌ସ ମୁକ୍ତ ସମାଜ ଗଢ଼ି ହେବ   25-Sep-2026
  ରାଜ୍ୟ  
ଲଗାଣ ବର୍ଷାରେ ଧସିଲା ଜାତୀୟ ରାଜପଥ କଡରେ ଥିବା କା ଏମ ଭି ୭୬ ର ପେଟ୍ରୋଲ ପମ୍ପର ସାଇଡ କାନ୍ଥ   25-Sep-2026
  ଜିଲ୍ଲା  
ଭାରତ କୋ ଜାନୋ ଏବଂ ରାଷ୍ଟ୍ରୀୟ ସମୂହଗାନ ପ୍ରତିଯୋଗିତା   25-Sep-2026
  ଜିଲ୍ଲା  
*ନୂଆଁଖାଇ ଭେଟଘାଟ ପାଇଁ କ୍ଷତ୍ରିୟ ଧାକଡ ସମାଜ କୋର କମିଟି ର ପ୍ରସ୍ତୁତି ବୈଠକ*   25-Sep-2026
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026

You Might Also Like