-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

‘ଜଳ ହିଁ ଜୀବନ’କୁ ନେଇ ଡୁଙ୍ଗୁରିପାଲି ପୋଲିସ ପକ୍ଷରୁ ଥଣ୍ଡା ପାନୀୟ ବଣ୍ଟନ କାର୍ଯ୍ୟକ୍ରମ

05-May-2023



ଡୁଙ୍ଗୁରିପାଲି(ଅରବିନ୍ଦ ମିଶ୍ର)-ସମୟ ଥିଲା ପୋଲିସ ଚୋର, ଦୁଷ୍କର୍ମକାରୀ, ଡକାୟତି ତଥା ବିଭିନ୍ନ ଅସାମାଜିକ କାର୍ଯ୍ୟରେ ଲିପ୍ତ ଥିବା  ଲୋକଙ୍କୁ ବାନ୍ଧି ଜେଲ ପଠାଉଥିଲା ।  ଥାନା ପୋଲିସ କହିଲେ  ଲୋକଙ୍କ ମଧ୍ୟରେ ଏକ ନକରାତ୍ମକ ଚିନ୍ତା ସୃଷ୍ଟି ହେଉଥିଲା । ବିଭିନ୍ନ ସ୍ଥାନରେ ଯାନୀଯାତ୍ରା ସମାଗମରେ ପୋଲିସ ପହଞ୍ଚି ସେଠାରେ ଶାନ୍ତିଶୃଙ୍ଖଳା ରକ୍ଷା କରିବା, ଆନ୍ଦୋଳନ ସ୍ଥଳକୁ ଯାଇ ଲୋକଙ୍କୁ ବୁଝା ସୁଝା କରିବା,  ଘଟଣା ଦୁର୍ଘଟଣା, ଚୋରୀ, ମାଡପିଟ , ଭିଆଇପି ଭିଭିଆଇପିଙ୍କ ସୁରକ୍ଷା, ସୁବୁ କ୍ଷେତ୍ରରେ ପୋଲିସର ଉପସ୍ଥିତି ରହିଥାଏ । ଏତେ ସବୁ ବ୍ୟସ୍ତତା ମଧ୍ୟରେ ଆଜିର ପୋଲିସ ଲୋକଙ୍କ ନିକଟତର ହେବାରେ ଲାଗିଛି । ସାଧାରଣ ଲୋକ ଏବଂ ପୋଲିସ ମଧ୍ୟରେ ଧିରେ ଧିରେ ଆଜି ବିଶ୍ୱାସର ସଂପର୍କ ବଢିବାରେ ଲାଗିଛି । ପୋଲିସ ଲୋକଙ୍କ ପାଖରେ ଯେତିକି ଉତ୍ତର ଦାୟୀ ହେବାରେ ଲାଗିଲାଣି ଲୋକେ ମଧ୍ୟ ଆଜି ବିଭିନ୍ନ କ୍ଷେତ୍ରରେ ପୋଲିସକୁ ସହ ଯୋଗ କରୁଁଛନ୍ତି । ଏଥି ପାଇଁ ଆମ ପୋଲିସ ସମିତି ମଧ୍ୟ ଏକ ମାଧ୍ୟମ ହୋଇ ରହିଛି ।  ସବୁ କାମ ମଧ୍ୟରେ ଆଜି ପୋଲିସ ସମାଜ ସେବାରେ ମଧ୍ୟ ସମୟ ଦେଇ ଆଗେଇ ଚାଲିଛି ।

ଗତ କାଲି ରାମପୁର ଥାନା ପରିସରରେ ୨୮୫ ୟୁନିଟର ଏକ ରକ୍ତଦାନ ଶିବିର ଆୟୋଜନ କରିବା ପୋଲିସର ସମାଜସେବାର ଗୁତୁତ୍ୱ ବହନ କରୁଛି । ଆଜି ମଧ୍ୟ ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ପୋଲିସ ପକ୍ଷରୁ ‘ଜଳ ହିଁ ଜୀବନ’କୁ ନେଇ ଏକ ଥଣ୍ଡାପାନୀୟ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଡୁଙ୍ଗୁରିପାଲି ସାପ୍ତାହିକ ବଜାର ସମ୍ମୁଖ ୨୬ଜମ୍ବର ଜାତୀୟ ରାଜପଥ ଆରଏମସି ଗେଟ ସମ୍ମୁଖରେ ଡୁଙ୍ଗୁରିପାଲି ଥାନାଧିକାରୀ ସତ୍ୟନାରାୟଣ ପଧାନଙ୍କ ତତ୍ତ୍ୱାବଧାରେ ବଜାର ଆସୁଥିବା ତୃଷାର୍ତ୍ତ ଲୋକଙ୍କୁ ଥଣ୍ଡା ପାଣି ଦେବାର ଏକ ମହନୀୟ କାର୍ଯ୍ୟ ଦେଖିବାକୁ ମିଳିଛି । ଲୋକଙ୍କୁ ଥଣ୍ଡା ଦହିପାଣି, ଜଳଜିରା, ସରବତ ପାଣି ଯୋଗାଇ ଦେଇଅଛି । ନିଜେ ଥାନାଧିକାରୀ ଲୋକଙ୍କୁ ପାଣି ଦେଇ ଆସୁଥିଲେ ।  ଏଥିରେ ସହ ଯୋଗ କରିଥିଲେ ଯୁବ ସବ୍‌ଇନ୍‌ପକ୍ଟେର ଟଙ୍କଧର ଛତ୍ରୀଆ,  ଏଏସଆଇ ମହନ ବରିହା, ଜିତେନ୍ଦ୍ର ମେହେର,କୋସଲ ସାମ୍ବାଦିକ ସଂଘର ସଭାପତି ବିପ୍ରଚରଣ ସାହୁ, କବି ଘନଶ୍ୟାମ ମେହେର, ନିମାଇଁ ଚରଣ ମଲ୍ଲିକ,ଅମ୍ଲାନ ପାଣ୍ଡିଆ, ଅନ୍ନପୂଣ୍ଣ ପଧାନ, ଅବସରପ୍ରାପ୍ତ ଶିକ୍ଷକ ସୁରେଶ ପଧାନ ପ୍ରମୁଖ କାର୍ଯ୍ୟକ୍ରମର ଉପସ୍ଥିତ ରହି ଲୋକଙ୍କୁ ଥଣ୍ଡା ପାନୀୟ ବଣ୍ଟନ କରିଥିଲେ । ପୋଲିସର ଏଭଳି ସମାଜସେବା କାର୍ଯ୍ୟକୁ ବିଭିନ୍ନ ମହଲରେ ପ୍ରଶଂସା କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like