-+91-9937148622 |

prerana_bgr@rediffmail.com |

  Tuesday 30th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ସ୍ଥିତ ଗଙ୍ଗାଧର ମେହର କ୍ଲବରେ ସ୍ୱର୍ଗତ ଭଗବାନସାହୁଙ୍କ ୯୬ ତମ ଜୟନ୍ତୀ ଉତ୍ସବ ପାଳିତ   (30-Jun-2026)       ||      ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   (30-Jun-2026)       ||      ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା    (29-Jun-2026)       ||      ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   (29-Jun-2026)       ||      ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   (29-Jun-2026)       ||      ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   (29-Jun-2026)       ||      ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   (29-Jun-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   (29-Jun-2026)       ||      ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   (29-Jun-2026)       ||      କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   (29-Jun-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    (29-Jun-2026)       ||      ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   (29-Jun-2026)       ||      *ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   (29-Jun-2026)       ||      ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   (29-Jun-2026)       ||      ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   (29-Jun-2026)       ||      ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||      ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   (29-Jun-2026)       ||     

HOME   ଜିଲ୍ଲା

ସନ୍ଥ ଭୀମଭୋଇଙ୍କ ଜୟନ୍ତୀ ପାଳିତ

05-May-2023



ନବରଙ୍ଗପୁର : ଜାମପଦର ର ବ୍ରହ୍ମ ଅବଧୂତ ଡମ୍ବରୁ ବାବା ଙ୍କ ଆଶ୍ରମ ରେ ସନ୍ଥ ଭୀମଭୋଇଙ୍କ ଜୟନ୍ତୀ ପାଳନ କରାଯାଇଛି। ବ୍ରହ୍ମ ଅବଧୂତ ସୌଭାଗ୍ୟ ବାବା, ଭକ୍ତ ରାମ ବାବା, ଋଷି ଦାସ, ଗୋବିନ୍ଦ ଦାସ ଓ ଜଦୁମଣୀ ଦାସ  କାର୍ଯକ୍ରମ ର ତଦାରଖ କରିଥିଲେ। ଏହି ଅବସରରେ ଝରିଗାଁ ବିଧାୟକ ପ୍ରକାଶ ମାଝୀ, ପୂର୍ବତନ ସାଂସଦ ବଳଭଦ୍ର ମାଝୀ,  ହିନ୍ଦୁ ମହାସଂଘ ପ୍ରମୁଖ ଜୟନ୍ତ କୁମାର ପାତ୍ର, ପ୍ରମୋଦ ପାଢ଼ୀ , କାର୍ତ୍ତିକ ପୂଜାରୀ,

ଉଲଧର ମାଝୀ, କମଳୁ ମାଝୀ, ବାସନ୍ତୀ ମାଝୀ, ଜଗନ୍ନାଥ ଗୌଡ, ଦଶମତ ନାୟକ, ସୁନ୍ଦର ଭତ୍ରା, ଗୋବର୍ଦ୍ଧନ ଦାସ ଏବଂ ଅନ୍ୟମାନେ ଉପସ୍ଥିତ ଥିଲେ। ଆଶ୍ରମରେ ବ୍ରହ୍ମ ଅବଧୂତ ଡମ୍ବରୁ ବାବା, ବ୍ରହ୍ମ ଅବଧୂତ ସୌଭାଗ୍ୟ ବାବା ବିଧାୟକ ପ୍ରକାଶ ମାଝୀ, ହିନ୍ଦୁ ମହାସଂଘ ପ୍ରମୁଖ ଜୟନ୍ତ କୁମାର ପାତ୍ର ଏବଂ ପ୍ରମୋଦ ପାଢ଼ୀ ଙ୍କ ଦ୍ଵାରା ସନ୍ଥ ଭୀମଭୋଇଙ୍କ ଏକ ପ୍ରତିମା ଉନ୍ମୋଚିତ ହୋଇଥିଲା। ନବରଙ୍ଗପୁର ଜିଲ୍ଲା ର ଅନେକ ଭକ୍ତ ଏହି ଅବସରରେ ଯୋଗଦେଇଥିଲେ।

(ରିପୋର୍ଟ : ମିହିର ଶଙ୍କର ପାତ୍ର,ନବରଙ୍ଗପୁର)


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ସ୍ଥିତ ଗଙ୍ଗାଧର ମେହର କ୍ଲବରେ ସ୍ୱର୍ଗତ ଭଗବାନସାହୁଙ୍କ ୯୬ ତମ ଜୟନ୍ତୀ ଉତ୍ସବ ପାଳିତ   30-Jun-2026
  ଜିଲ୍ଲା  
ଅଜଣା ଗାଡ଼ି ଧକ୍କା ରେ ମୋଟରସାଇକଲ ଚାଳକ ମୃତ*   30-Jun-2026
  ରାଜ୍ୟ  
ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା   29-Jun-2026
  ଜିଲ୍ଲା  
ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   29-Jun-2026
  ଜିଲ୍ଲା  
ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   29-Jun-2026
  ଜିଲ୍ଲା  
ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   29-Jun-2026
  ଜିଲ୍ଲା  
ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   29-Jun-2026
  ଜିଲ୍ଲା  
କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026

You Might Also Like