-+91-9937148622 |

prerana_bgr@rediffmail.com |

  Friday 25th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ    (24-Sep-2026)       ||      କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||     

HOME   ଜିଲ୍ଲା

ଏପିଏସ୍ ମହାବିଦ୍ୟାଳୟରେ ଭୀମଭୋଇ ଜୟନ୍ତୀ, ଓଡିଆ ଭାଷା ଓ ସାହିତ୍ୟରେ ସନ୍ଥକବିଙ୍କ ଅତୁଳନୀୟ ଅବଦାନ ରହିଛି

05-May-2023



ସାଲେଭଟା(ପ୍ରେରଣା ଖବର) ବଲାଙ୍ଗିର ଜିଲ୍ଲା ଆଗଲପୁର (ଡୁଡୁକା) ବ୍ଳକ ରୋତ  ପଂଚାୟତ ସମିତି ମହାବିଦ୍ୟାଳୟ ବାଣୀନିକେତନରେ  ଓଡିଆ ଓ ଭାଷା ସାହିତ୍ୟ ବିଭାଗ ତରଫରୁ  ସନ୍ଥକବି ଭୀମଭୋଇ  ଜୟନ୍ତୀ ଉତ୍ସବ ଅନୁଷ୍ଠିତ  ହୋଇଛି । ଏହି ଅବସରରେ ଓଡିଆ ଭାଷା ଓ ସାହିତ୍ୟ ଜଗତରେ ମହିମାଧର୍ମର ଆଦ୍ୟକବି ସନ୍ଥ ଭୀମଭୋଇଙ୍କ  ଅତୁଳନୀୟ ଅବଦାନ ଉପରେ ଏକ ଆଚେନାଚକ୍ର ଅନୁଷ୍ଠିତ ହୋଇଥିଲା । ମହାବିଦ୍ୟାଳୟର ସ୍ମାର୍ଟରୁମ୍ ରେ ଅନୁଷ୍ଠିତ ଜୟନ୍ତୀ ସଭାରେ ଅଧ୍ୟକ୍ଷ ଡ. ସନ୍ତୋଷ କୁମାର ରଥ ସଭାପତିତ୍ୱ କରିଥିଲେ ।  ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ ସମ୍ବଲପୁର ର ପ୍ରାକ୍ତନ ଭୀମଭୋଇ ଚେୟାର ପର୍‌ସନ ପ୍ରଫେସର ଡ.ସନ୍ତୋଷ କୁମାର ରଥ ମୁଖ୍ୟବକ୍ତା ଆକାରରେ ଯୋଗଦାନ କରିଥିଲେ । ସେହିପରି ମହାବିଦ୍ୟାଳୟର ପ୍ରାକ୍ତନ ଓଡିଆ ପ୍ରାଧ୍ୟାପକ ଡ. ଅରୁଣ କୁମାର ନ଼ାଏକ ମୁଖ୍ୟଅତିଥି ଓ ଆଗଲପୁର ବ୍ଳକ ସାମ୍ବାଦିକ ବିରାଜନନ୍ଦ ପାଢ଼ୀ ସମ୍ମାନୀତ ଅତିଥି ଭାବରେ ଯୋଗଦାନ କରିଥିଲେ ଓଡିଆ ଭାଷା ଓ ସାହିତ୍ୟରେ  ସନ୍ଥକବି ଭୀମ ଭୋଇଙ୍କ  ସାହିତ୍ୟ ସାଧନା ଓ ମହିମାଧର୍ମ  ଉପରେ ତଥ୍ୟଭତ୍ତିକ  ଆଲୋଚନା ଉପସ୍ଥାପନା କରିଥିଲେ । ଅଧ୍ୟାପକ ଡ, ଲିଙ୍ଗରାଜ ମେହେର ଅତିଥି ପରିଚୟ ପ୍ରଦାନ କରିବା ସହ ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିଲେ । ଅଧ୍ୟାପକ ସୋମନାଥ ପଧାନଙ୍କ ନିର୍ଦ୍ଦେଶନାରେ ପ୍ରାରମ୍ଭିକ ସଙ୍ଗୀତକୁ ଛାତ୍ରୀ ଝରଣା ସାହୁ, ଅମିଶା ପଟେଲ, କବିତା ସାହୁ, ବବଲି ବାରୀକ, ନନ୍ଦିନୀ ମେହେର, ସରସ୍ୱତୀ ମାଝୀ ପ୍ରମୁଖ ସନ୍ଥକବି  ଭୀମଭୋଇଙ୍କ ଦ୍ୱାରା ରଚିତ ବନ୍ଦଇ ପାଦପଦ୍ମକୁ ଗାନ କରିଥିଲେ । ଅଧ୍ୟକ୍ଷ ଡ. ସନ୍ତୋଷ କୁମାର ରଥ, ଆଗଲପୁର ପଂଚାୟତ ମହାବିଦ୍ୟାଳୟ ବାଣୀନିକେତନରେ ପ୍ରତିବର୍ଷ ସନ୍ଥକବି ଭୀମଭୋଇ  ଜୟନ୍ତୀ ଉତ୍ସବ  ପାଳନ କରିବାକୁ  କହିଥିବା ବେଳ  ଏଠାରେ  ଭୀମଭୋଇଙ୍କ ଏକ ପ୍ରତିମୂର୍ତ୍ତି ସ୍ଥାପନ କରିବାସହ  ଆସନ୍ତା ବୈଶାଖ ପୁର୍ଣ୍ଣିମା ଦିନ କବିଙ୍କ ମହିମା ଖଲିଆପାଲିରୁ ସାଧନାପୀଠରୁ  ଏକ ମସାଲ ଶୋଭାଯାତ୍ରା ସହ ଜୟନ୍ତୀକୁ ଆହୁରି ଆକର୍ଷଣୀୟ କରାଯିବ ବୋଲି ଘୋଷଣା କରିଥିଲେ ।
ଏହିଥିରେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ, ଅଧ୍ୟାପିକ, କର୍ମଚାରୀ ସମେତ ସମସ୍ତ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ । ଶେଷରେ ଅଧ୍ୟାପକ ସୋମନାଇ ପଧାନ ଧନ୍ୟବାଦ ଅର୍ପଣ କରିଥିଲେ । ସତ୍ୟବ୍ରତ, ବିରେନ୍ଦ୍ର,ସାଗରିକା, ମୋନାଲିସା, ମୈାସୁମୀନିକିତା, ଆନ୍ଦୋଳନ ଓ ଶିବାନୀ ପ୍ରମୁଖ ସହଯୋଗ କରିôଥିଲେ ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
ଫରେଷ୍ଟରଙ୍କ ଆତ୍ମହତ୍ୟାର ଅନ୍ତରାଳେ♦️ ବଲାଙ୍ଗୀର ବନବିଭାଗରେ କୋଟି କୋଟି ହଡପ   24-Sep-2026
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026

You Might Also Like