-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||      ପଲ୍ଲୀ ଆଲୋକ ପାଠାଗାର ଦ୍ୱାରା ବିଶ୍ୱ ସ୍ତନ୍ୟପାନ ସପ୍ତାହ–୨୦୨୬ ପାଳିତ   (09-Aug-2026)       ||     

HOME   ଜିଲ୍ଲା

ନାଗରିକ ବିକାଶ ସଂଗଠନ ତରଫରୁ ଲିଙ୍ଗ ଭିତ୍ତିକ ଅସମାନତା ରୋକିବା ନିମନ୍ତେ ମହିଳା ସଭା

08-Dec-2020



କଳାହାଣ୍ଡି - କୋକସରା (ତ୍ରିନାଥ ବେଶ୍ରା)
ନାଗରିକ ବିକାଶ ସଂଗଠନ ତଥା ମହିଳା ଶ୍ରମଜୀବୀ ମଞ୍ଚ ଓଡିଶା ଓ ଓଡିଶା ଶ୍ରମଜୀବୀ ମଞ୍ଚର ମିଳିତ  ଆନୁକୂଲ୍ୟରେ କଳାହାଣ୍ଡି ଜିଲ୍ଲାର କୋକସରା ବ୍ଲକ ଗମ୍ଭାରିଗୁଡା ପଞ୍ଚାୟତର ଅଁଳାଗୁଡ଼ା ଗ୍ରାମରେ ମହିଳା ମାନଙ୍କୁ ନେଇ ଏକ ମହିଳା ସଭା ଅନୁଷ୍ଠିତ ହୋଇଯାଇଛି । ଉକ୍ତ ସଭାକୁ ସଂଗଠନର କର୍ମୀ ବିନୋଦ ଦିଗାଳ ପରିଚାଳନା କରିଥିଲେ । ଉକ୍ତ ସଭାରେ ମହିଳା ମାନଙ୍କ ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରାଯାଇଥିଲା ଯେପରି ଯୌତୁକଜନିତ ସମସ୍ୟା, ଲିଙ୍ଗଗତ ପ୍ରଭେଦ, ପରିବାରରେ ଅବହେଳା,ସମ୍ପତ୍ତିରୁ ବେଦଖଲ କରିବା, ପରମ୍ପରା ନାଁରେ ଶୋଷଣ । ଉପସ୍ଥିତ ମୁଖ୍ୟ ଅତିଥି ଗ୍ରାମ ପଞ୍ଚାୟତର ନାଏବ ସରପଞ୍ଚ  ଶ୍ରୀଯୁକ୍ତ ସମରଥ ବାଗ ବିଭିନ୍ନ ସମସ୍ୟା ଉପରେ ନିଜର ଅଭିମତ ରଖିଥିଲେ । ଉକ୍ତ ସଭାରେ ନାଗରିକ ବିକାଶ ସଂଗଠନର କର୍ମକର୍ତ୍ତା ମାନେ ଯଥା- ଉପେନ୍ଦ୍ର ସୁନାନୀ,  ବିନୋଦ ଦିଗାଳ, ତ୍ରିନାଥ ବେଶ୍ରା, ହେମମାଳିନୀ ନାଏକ,ମୁକ୍ତା ଠାକୁର ସହଯୋଗ କରିଥିଲେ । ପରିଶେଷରେ ସଂଗଠନର କର୍ମୀ ବିନୋଦ ଦିଗାଳ ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026
  ଜିଲ୍ଲା  
ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   09-Aug-2026

You Might Also Like