-+91-9937148622 |

prerana_bgr@rediffmail.com |

  Thursday 12th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀର ର ଶିକ୍ଷା ବିଭାଗ ତରଫରୁ "ଜାତୀୟ ଶିକ୍ଷା ଦିବସ" ୨୦୨୬ ପାଳିତ   (11-Nov-2026)       ||      ଏସ୍ ଯୁଜେ ବୌଦ୍ଧ ଶାଖାର ବାର୍ଷିକୋତ୍ସବ ୨୯ରେ    (11-Nov-2026)       ||      ୮୬ ବର୍ଷରେ ଆଖି ବୁଜିଲେ ଭାଗବତପ୍ରେମୀ ମକରଧ୍ୱଜ ନାୟକ, ତାଙ୍କ ବିୟୋଗରେ ବଲାଙ୍ଗିରରୁ ଭାଲୁପାଲି ପର୍ଯ୍ୟନ୍ତ ଶୋକର ଛାୟା।   (11-Nov-2026)       ||      ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   (11-Nov-2026)       ||      ବରିଷ୍ଠ ସାମ୍ବାଦିକ ଆହତ   (11-Nov-2026)       ||      ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   (11-Nov-2026)       ||      ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   (11-Nov-2026)       ||      ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ    (11-Nov-2026)       ||      ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   (11-Nov-2026)       ||      ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ    (10-Nov-2026)       ||      ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   (10-Nov-2026)       ||      ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   (10-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||     

HOME   ଜିଲ୍ଲା

ଆସନ୍ତାକାଲି ଦକ୍ଷିଣ ପୂର୍ବ ବଙ୍ଗୋପସାଗର ପାଖାପାଖି ସ୍ରୁଷ୍ଟି ହୋଇ ପାରେ ଘୂର୍ଣିବଳୟ

05-May-2023



ଭୁବନେଶ୍ବର / ଆସନ୍ତାକାଲି ବା ୬ ତାରିଖ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ପାଖାପାଖି ଏକ ଘୂର୍ଣିବଳୟ ସୃଷ୍ଟି ହୋଇପାରେ । ଯାହାର ପ୍ରଭାବରେ ୭ ତାରିଖ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।

ପରବର୍ତ୍ତୀ ସମୟରେ ଏହା ଅଵପାତ ଓ ସାମୁଦ୍ରିକ ଝଡ଼ ର ରୂପ ନେବାର ସମ୍ଭାବନା ରହିଛି । ସାମୁଦ୍ରିକ ଝଡ଼ ରୂପ ନେବା ପରେ ବଙ୍ଗୋପସାଗର ରୁ ଧୀରେ ଧୀରେ ଉତ୍ତର ଆଡ଼କୁ ଗତି କରିପାରେ ।ଏବେ ଠାରୁ ଏହାର ତୀବ୍ରତା ଓ ଗତିପଥ ଆକଳନ କରାଯାଇପାରିବ ନାହିଁ। ଓଡିଶା ଉପରେ ଏହାର ପ୍ରଭାବ ରହିବ କି ନାହିଁ ପରବର୍ତ୍ତୀ ସମୟରେ ସ୍ପଷ୍ଟ ହେବ। ସାଧାରଣତ ଖରାଦିନେ ଓ ଅକ୍ଟୋବର,ନଭେମ୍ବର, ଡିସେମ୍ବରରେ ବାତ୍ୟା ସୃଷ୍ଟି ହୋଇଥାଏ। ଖରାଦିନେ ଖାସ କରି ମେ ମାସରେ ଅଧିକ ବାତ୍ୟା ସୃଷ୍ଟି ହୋଇଥାଏ । ଏହା କିଛି ନୂଆ କଥା ନୁହେଁ। ଦେଖିବାକୁ ଗଲେ ଏହି ବାତ୍ୟଗୁଡ଼ିକର ପ୍ରଭାବ ଓଡ଼ିଶା ଉପରେ ଆଗରୁ ପଡ଼ିଛି। କିନ୍ତୁ ସବୁ ଥର ପଡ଼ିବ ବୋଲି ମଧ୍ୟ କହିପାରିବା ନାହିଁ। 
ତେଣୁ ପ୍ରଥମେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେଉ ତା ପରେ ଯାଇ ଅକାଳନ କରିହେବ କେଉଁଠି ଏହାର ପ୍ରଭାବ ରହିବ। ତେଣୁ ଓଡ଼ିଶା ଉପରେ ଏହାର ପ୍ରଭାବକୁ ନେଇ ଆକଳନ କରାଯାଇପାରିନାହିଁ।


ମୃତ୍ୟୁଞ୍ଜୟ ମହାପାତ୍ର, ଆଇଏମଡି ଡିଜି


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀର ର ଶିକ୍ଷା ବିଭାଗ ତରଫରୁ "ଜାତୀୟ ଶିକ୍ଷା ଦିବସ" ୨୦୨୬ ପାଳିତ   11-Nov-2026
  ଜିଲ୍ଲା  
ଏସ୍ ଯୁଜେ ବୌଦ୍ଧ ଶାଖାର ବାର୍ଷିକୋତ୍ସବ ୨୯ରେ   11-Nov-2026
  ଜିଲ୍ଲା  
୮୬ ବର୍ଷରେ ଆଖି ବୁଜିଲେ ଭାଗବତପ୍ରେମୀ ମକରଧ୍ୱଜ ନାୟକ, ତାଙ୍କ ବିୟୋଗରେ ବଲାଙ୍ଗିରରୁ ଭାଲୁପାଲି ପର୍ଯ୍ୟନ୍ତ ଶୋକର ଛାୟା।   11-Nov-2026
  ଜିଲ୍ଲା  
ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   11-Nov-2026
  ଜିଲ୍ଲା  
ବରିଷ୍ଠ ସାମ୍ବାଦିକ ଆହତ   11-Nov-2026
  ଜିଲ୍ଲା  
ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   11-Nov-2026
  ଜିଲ୍ଲା  
ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   11-Nov-2026
  ଜିଲ୍ଲା  
ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ   11-Nov-2026
  ଜିଲ୍ଲା  
ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   11-Nov-2026
  ଜିଲ୍ଲା  
ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   10-Nov-2026
  ଜିଲ୍ଲା  
ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   10-Nov-2026
  ଜିଲ୍ଲା  
ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   10-Nov-2026

You Might Also Like