-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||     

HOME   ଜିଲ୍ଲା

ଓଡିଶା ସାଂସ୍କୃତିକ ସମାଜ ପକ୍ଷରୁ ସନ୍ଥକବି ଭୀମ ଭୋଇ ଜୟନ୍ତୀ ପାଳିତ

05-May-2023



ସମ୍ବଲପୁର (ସଂଜୀବ ପାଣିଗ୍ରାହୀ)
ଓଡ଼ିଶା ସାଂସ୍କୃତିକ ସମାଜ ପକ୍ଷରୁ ଆଜି ବୈଶାଖ ପୂର୍ଣ୍ଣିମା ଅବସରରେ ସନ୍ଥକବି ଭୀମ ଭୋଇ ଜୟନ୍ତୀ ପାଳିତ ହୋଇଯାଇଛି। ସାଂସ୍କୃତିକ ସମାଜର ସଭାପତି ଅଶୋକ କୁମାର ମିଶ୍ରଙ୍କର ଅଧ୍ଯକ୍ଷତାରେ ଆୟୋଜିତ ଏହି ସଭାରେ ମୁଖ୍ୟ ଅତିଥି ଭାବରେ ଯୋଗଦେଇ ସାହିତ୍ୟିକ ହରିହର ପ୍ରଧାନ ବକ୍ତବ୍ୟରଖି କହିଲେ ଯେ ଯେଉଁ ବିନ୍ଦୁରୁ ଭୀମ ଭୋଇଙ୍କ ସାହିତ୍ୟ ଆରମ୍ଭ ହୋଇଛି ସେହି ବିନ୍ଦୁର ଅନ୍ୱେଷଣ ଆଜି ସମଗ୍ର ବିଶ୍ୱ କରୁଛି। ସେ ଥିଲେ  ବିଶ୍ୱ ମାନବୀୟ ଚେତନାର ପ୍ରଚାରକ।ସେହି ଚେତନାକୁ ଆଜି ସାହିତ୍ଯର ମାନ ନିର୍ଦ୍ଧାରଣରେ ସର୍ବାଗ୍ରେ ରଖା ଯାଉଛି  ମୁଖ୍ଯବକ୍ତା ଡ. ସୌରଭ ରଞ୍ଜନ ଖମାରୀ ତାଙ୍କ ବକ୍ତବ୍ୟରେ କହିଥିଲେ ସମାଜକୁ କୌଣସି ନୂଆଁ ଦିଶା ଦେବାପାଇଁ ଭୀମ। ସବୁ ସାହିତ୍ୟିକ ଅତୀତକୁ ଦେଖି ବର୍ତ୍ତମାନକୁ ଆକଳନ କରିବା ପରେ ଭବିଷ୍ଯତର କଥା କହେ ଭୀମ ଭୋଇ ମଧ୍ୟ ତାହା କରିଛନ୍ତି।ଭୋଇଙ୍କ ଭଳି ବିଭୂତିଙ୍କ ଆବିର୍ଭାବ ହୋଇଥାଏ। ଯେଉଁ କାଳରେ ଭୀମ ଭୋଇଙ୍କ ଜନ୍ମ ସେଇ ସମୟରେ ଭାରତ ବର୍ଷରେ ଆହୁରି ବହୁତ ମହତ ବ୍ୟକ୍ତିଙ୍କ ଜନ୍ମ ହୋଇଛି। ମାତ୍ର ଭୀମ ଭୋଇଙ୍କୁ ଦୀର୍ଘ ବର୍ଷ ପରେ ମାନ୍ୟତା ମିଳିଥିଲା। କାରଣ ସେଇ ସମୟରେ ତାଙ୍କୁ ଦୃଢ ସାମାଜିକ ବାସନ୍ଦର ନିର୍ଯ୍ୟାତନା ସହ୍ୟ କରିବାକୁ ପଡିଥିଲା। ତାଙ୍କ ସାହିତ୍ୟକୁ ଉଚିତ ଭାବରେ ବୁଝିବାକୁ ହେଲେ ଆମକୁ ମଧ୍ୟ ସେପରି ସିଦ୍ଧି ଓ ସାଧନା ଆବଶ୍ୟକ। ସେଥିଲେ ବାସ୍ତବରେ ଜଣେ ମିହିମାମୟ ବ୍ୟକ୍ତିତ୍ବ।ଭୀମ ଭୋଇଙ୍କୁ ଉଚିତ ଭାବରେ ଅଧ୍ୟୟନ କରିବାର ସମୟ ଆସିଛି। ସଭା ପୂର୍ବରୁ ସାଂସ୍କୃତିକ ସମାଜର ବରିଷ୍ଠ ସଦସ୍ୟ ସମାଜସେବୀ ଓ କ୍ରୀଡା ସଙ୍ଗଠକ ବିଶ୍ୱମ୍ବର ବହିଦାରଙ୍କ ଆତ୍ମାର ସଦ୍‌ଗତି କାମନା କରି ନିରବ ପ୍ରାର୍ଥନା କରାଯାଇଥିଲା। ସମ୍ପାଦକ ଡ. ସିଦ୍ଧାର୍ଥ ପଣ୍ଡା ପ୍ରାରମ୍ଭିକ ସୂଚନା ପ୍ରଦାନ କରିଥିବା ବେଳେ ତ୍ରିଲୋଚନ ତ୍ରିପାଠୀ ପ୍ରାରମ୍ଭିକ ସଙ୍ଗୀତ ଗାନ କରିଥିଲେ। ଉପସଭାପତି ସୂର୍ଯ୍ୟ ପାଣିଗ୍ରାହୀ ଧନ୍ୟବାଦ ଅର୍ପଣ କରିଥିଲେ। ଦୀନବନ୍ଧୁ ପଣ୍ଡା,ଲୋକନାଥପାଣ୍ଡେ, ଗୋପାଲ ଗୁପ୍ତା,କମଳଲୋଚନ ପଣ୍ଡା ପ୍ରମୁଖ ସଦସ୍ୟମାନେ କାର୍ଯ୍ୟକ୍ରମରେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026

You Might Also Like