-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ    (24-Sep-2026)       ||      ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||     

HOME   ରାଜ୍ୟ

ବନ୍ୟପ୍ରାଣୀ ଆକ୍ରମଣରେ ମୃତାହତଙ୍କ ପାଇଁ ଅନୁକମ୍ପା ରାଶି ବୃଦ୍ଧି କରିଥିବାରୁ ମୁଖ୍ୟମନ୍ତ୍ରୀ ଙ୍କୁ କୃତଜ୍ଞତା ଜଣାଇଲେ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି

06-May-2023



ବଲାଙ୍ଗିର(ଦେବାଶିଷ ବହିଦାର): ବନ୍ୟପ୍ରାଣୀ ଆକ୍ରମଣରେ ମୃତ୍ୟୁ ଘଟିଲେ ୬ ଲକ୍ଷ ଟଙ୍କା ଦେବେ ରାଜ୍ୟ ସରକାର । ପୂର୍ବରୁ ଏହି ରାଶି ୪ ଲକ୍ଷ ଥିଲା । ଏବେ ଏହି ସହାୟତା ରାଶିକୁ ଆଉ ୨ ଲକ୍ଷ ବଢାଇ ଦେଇଛନ୍ତି ।  ଏହି ଅନୁକମ୍ପା ରାଶି  ବୃଦ୍ଧି ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି ।ସେହିପରି ବନ୍ୟପ୍ରାଣୀ ଆକ୍ରମଣରେ ଆହତ ବ୍ୟକ୍ତିଙ୍କ ସହାୟତା ରାଶିରେ ମଧ୍ୟ ସରକାର ବୃଦ୍ଧି କରିଛନ୍ତି । ୬୦%ରୁ ଅଧିକ ଅକ୍ଷମତା କ୍ଷେତ୍ରରେ ଅଢ଼େଇ ଲକ୍ଷ ଟଙ୍କା ମିଳିବ । ସେହିପରି ୬୦%ରୁ କମ୍ ଅକ୍ଷମତା କ୍ଷେତ୍ରରେ ସହାୟତା ଏକଲକ୍ଷରୁ ଦେଢ଼ଲକ୍ଷ ଟଙ୍କା ମିଳିବ ବୋଲି ଘୋଷଣା କରିଛନ୍ତି ସରକାର । ସେହିପରି ସାମାନ୍ୟ ଆହତଙ୍କ କ୍ଷେତ୍ରରେ ପୂର୍ବରୁ ସହାୟତା ପରିମାଣ ୫ ହଜାର ଟଙ୍କା ଥିଲା । ନୂଆ ଘୋଷଣା ଅନୁଯାୟୀ, ଏକ ସପ୍ତାହରୁ ଅଧିକ ସମୟ ଧରି ଚିକିତ୍ସାର ଆବଶ୍ୟକତା ଥିଲେ, ସରକାରୀ ଡାକ୍ତରଖାନାରେ ମାଗଣା ଚିକିତ୍ସା ସହିତ ୧୦ ହଜାର ଟଙ୍କା ସହାୟତା ଦିଆଯିବ । ସେହିପରି ଚିକିତ୍ସାର ସମୟ ଏକ ସପ୍ତାହରୁ କମ୍ ହେଲେ ମାଗଣା ଚିକିତ୍ସା ସହିତ ୫ ହଜାର ଟଙ୍କା ସହାୟତା ଦିଆଯିବ.
ପୂର୍ବରୁ ଗାଈ, ମଇଁଷି, ବଳଦ ଆଦି ମୃତ୍ୟୁ ଘଟିଲେ ସରକାରଙ୍କ ପକ୍ଷରୁ ୫ ହଜାର ଟଙ୍କାର ସହାୟତା ରାଶି ମିଳୁଥିଲା । ହେଲେ ଏହି ରାଶିକୁ ବୃଦ୍ଧି କରିଛନ୍ତି ସରକାର । ଗାଈ, ମଇଁଷିର ମୃତ୍ୟୁ ପାଇଁ ୩୭ ହଜାର ୫୦୦ ଟଙ୍କା ଏବଂ ବଳଦ ମୃତ୍ୟୁ ପାଇଁ ୩୨ ହଜାର, ବାଛୁରୀ ପାଇଁ ୫ ହଜାର, ଛେଳି ଓ ମେଣ୍ଢାଙ୍କ ପାଇଁ ୪ ହଜାର, ଛେଳି ଓ ମେଣ୍ଢା ଛୁଆଙ୍କ ମୃତ୍ୟୁ ପାଇଁ ୧୫୦୦ ଟଙ୍କା

ଲେଖାଏ ସହାୟତା ଦେବେ ସରକାର । ଏଥିସହିତ ଫସଲ କ୍ଷୟକ୍ଷତି କ୍ଷେତ୍ରରେ ମଧ୍ୟ ସହାୟତା ପରିମାଣ ବଢିଛି । ଧାନ ଓ ଅନ୍ୟାନ୍ୟ ଖାଦ୍ୟଶସ୍ୟ ଫସଲ କ୍ଷତିରେ ସହାୟତା ପରିମାଣ ଏକର ପିଚ୍ଛା ୨୦ ହଜାର ଟଙ୍କା ମିଳିବ । ପୂର୍ବରୁ ଏହି ରାଶି ୧୦ ହଜାର ଟଙ୍କା ଥିଲା । ଅନ୍ୟପକ୍ଷେ ଅର୍ଥକରୀ ଫସଲ କ୍ଷତି କ୍ଷେତ୍ରରେ ସହାୟତା ପରିମାଣ ୧୨ ହଜାର ଟଙ୍କାରୁ ୨୫ ହଜାର ଟଙ୍କାକୁ ବଢିଛି lସେହିପରି ବାସଗୃହ କ୍ଷତି କ୍ଷେତ୍ରରେ ସହାୟତା ରାଶି ୧୦,୦୦୦ ଟଙ୍କାକୁ ବୃଦ୍ଧି ପାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ଏଭଳିଆ ଜନହିତକର ଯୋଜନା ପାଇଁ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ଓଡିଶା ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କୁ  ଓଡିଶା ଆଦିବାସୀ କଲ୍ୟାଣ ମହାସଂଘ ତରଫରୁ କୃତଜ୍ଞତା ଜଣାଇଛନ୍ତି l


News Comment




Photo in News

Advertisment
Lastest News
  ରାଜ୍ୟ  
କୁଟ୍ରୁମାଳି–ସିଜିମାଳି ଅଞ୍ଚଳର ଆଦିବାସୀ ଙ୍କୁ ସୁରକ୍ଷା ଦିଅ ନଚେତ ଦୁର୍ବାର ଆନ୍ଦୋଳନ ହେବ   24-Sep-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026

You Might Also Like