-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ନବନିର୍ମାଣ କୃଷକ ସଂଗଠନ ପକ୍ଷରୁ ରାଜ୍ୟ ବ୍ୟାପି ଲୋକସଂପର୍କ ଅଭିଯାନ

06-May-2023



ସୁବର୍ଣ୍ଣପୁର ( ମନୋରଞ୍ଜନ ତ୍ରିପାଠୀ)
ନବନିର୍ମାଣ କୃଷକ ସଂଗଠନ ପକ୍ଷରୁ ଗତ ୨୩ ଅପ୍ରେଲ ଅକ୍ଷୟ ତୃତୀୟା ରେ ପୁରୀ ଶ୍ରୀକ୍ଷେତ୍ର ଠାରୁ ବାହାରି ଥିବା ରାଜ୍ୟବ୍ୟାପୀ ଲୋକସଂପର୍କ ଅଭିଯାନ ଆଜି ସୋନପୁର ଠାରେ ପହଞ୍ଚିବା ପରେ ଆଜି ସୁବର୍ଣ୍ଣପୁର ଜିଲ୍ଲା ନବନିର୍ମାଣ କୃଷକ ସଂଗଠନ ପକ୍ଷରୁ ସହରର ପ୍ରବେଶ ପଥରେ  ଉଚ୍ଛ୍ୱସିତ ସମ୍ବର୍ଦ୍ଧନା ଦେଇ ତାଙ୍କୁ ନଗର ପରିକ୍ରମା କରାଇ ସହରର ଏନଜିଓସିସି ହଲକୁ ପାଛୋଟି ଆଣି ଥିଲେ। ପଥରେ ସହରର ପଟାଭାଡି ନିକଟସ୍ଥ ସୁରେନ୍ଦ୍ର ସାଏ ଛକରେ ସୁରେନ୍ଦ୍ର ସାଏଙ୍କ ପ୍ରତିମୂର୍ତ୍ତି ରେ ମାଲ୍ୟାର୍ପଣ କରି ପରେ ଏନଜିଓସିସି ହଲରେ ପହଞ୍ଚି ଜିଲ୍ଲାର ଚାଷୀ ପ୍ରତିନିଧି ମାନଙ୍କୁ ନେଇ ଏକ ସଭା କରିଥିଲେ। ରାଜ୍ୟରେ ଶତକଡା ୮୦ ପ୍ରତିଶତ ଚାଷୀ ରହିଥିବା ବେଳେ ମିଳିତ ଭାବରେ ଏକଜୁଟ୍ ନହେବା କାରଣରୁ ବାରମ୍ବାର ଚାଷୀ ଅବହେଳା ର ଶୀକାର ହୋଇଛନ୍ତି। ରାଜ୍ୟର ନିର୍ବାଚିତ କୌଣସି ବି ସରକାର ଚାଷୀ ମାନଙ୍କର ପ୍ରକୃତ ସ୍ୱାର୍ଥ ପ୍ରତିଆଖି ବୁଜି ଦେଇଥିବା କାରଣରୁ ଓଡ଼ିଶାର ଚାଷୀ ଆଜି ସବୁଠି ଅବହେଳିତ । ନିଜ ଭିତରେ ଏକତା ସୃଷ୍ଟି କରି ନିଜ ଚେତନାକୁ ଜାଗ୍ରତ କରି ଏକ ମିଳିତ ଭାବରେଏକଜୁଟ୍ ହୋଇ ସମସ୍ତ ଙ୍କର ସ୍ୱର ଏକହୋଇ 'ଆମର ଦରକାର ଚାଷୀ ସରକାର' ଭଳି ଏକ ବୃହତ୍ତର ନାରା ହିଁ ଚାଷୀ ମାନଙ୍କର ଭାଗ୍ୟ ର ପରିବର୍ତ୍ତନ କରିପାରିବ।  
  ଆସନ୍ତା ୮ ମଇରେ ସମଗ୍ର ରାଜ୍ୟ ପରିକ୍ରମା କରି ଭୂବନେଶ୍ୱର ଠାରେ ଏହିଯାତ୍ରାର ଉଦଯାପନି ସମାରୋହ ଅନୁଷ୍ଠିତ ହେବାକୁଥିବାବେଳେ ରାଜ୍ୟର ବିଭିନ୍ନ ଅଞ୍ଚଳ ରେ ଏହି ଯାତ୍ରାରେ ଅଧିକ ରୁ ଅଧିକ ଚାଷୀ ସମ୍ମିଳିତ ହୋଇଥିବା ଏହା ନିଶ୍ଚିତ ଭାବରେ ଯାତ୍ରାର ସଫଳତା କୁ ସୂଚାଉଛି ବୋଲି ଚାଷୀ ପ୍ରତିନିଧି  ସନ୍ତୋଷ ପ୍ରକାଶ କରିଛନ୍ତି।ଆଜିର ଏହି ସଭାରେ ନବନିର୍ମାଣ କୃଷକ ସଂଗଠନ ର ରାଷ୍ଟ୍ରୀୟ ସଂଯୋଜକ ଅକ୍ଷୟ କୁମାର,ରାଜ୍ୟ ସଂଯୋଜକ ଶେଷଦେବ ନନ୍ଦ,ସହ ସଂଯୋଜକ ନିମାଇଁ ରାୟ,ଉମାକାନ୍ତ ଭାରତ,ରଶ୍ମି ରଞ୍ଜନ ସ୍ୱାଇଁ,ମନୱର ଅଲ୍ଲୀ ଙ୍କ ସମେତ ଜିଲ୍ଲା ଉପଦେଷ୍ଟା ରାଜେନ୍ଦ୍ର ପ୍ରସାଦ ମିଶ୍ର,ସୁବର୍ଣ୍ଣପୁର ଜିଲ୍ଲା କୃଷକ ସଂଗଠନର ବୈକୁଣ୍ଠ ଶତପଥୀ, ଶ୍ରୀ ଗଣେଶ ଆଞ୍ଚଳିକ କୃଷକ ସଂଗଠନର ଦେବାଶିଷ ଦାଶ ,ବୀରମହାରାଜପୁର କୃଷକ ବିକାଶ ପରିଷଦ ର ପ୍ରଦୀପ ସ୍ୱାଇଁ,ସୁଧିର ବଘାର,ପୂର୍ଣ୍ଣ ଚନ୍ଦ୍ର ଧଳ,ମୌସମ ମିଶ୍ର ଙ୍କ ସମେତ ଅନ୍ୟାନ୍ୟ ଚାଷୀ ସଂଗଠନ ର ନେତୃସ୍ଥାନୀୟ ବ୍ୟକ୍ତି ଓ ଅନେକ ଚାଷୀ ପ୍ରତିନିଧି ମାନେ ଯୋଗଦେଇ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like