-+91-9937148622 |

prerana_bgr@rediffmail.com |

  Monday 29th June 2026 |

| | | |

R.N.I. Regd No. ODIODI/2010/46693

Breaking News

ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା    (29-Jun-2026)       ||      ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   (29-Jun-2026)       ||      ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   (29-Jun-2026)       ||      ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   (29-Jun-2026)       ||      ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   (29-Jun-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   (29-Jun-2026)       ||      ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   (29-Jun-2026)       ||      କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   (29-Jun-2026)       ||      ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   (29-Jun-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    (29-Jun-2026)       ||      ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   (29-Jun-2026)       ||      *ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   (29-Jun-2026)       ||      ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   (29-Jun-2026)       ||      ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   (29-Jun-2026)       ||      ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||      ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   (29-Jun-2026)       ||      ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||      ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ    (28-Jun-2026)       ||     

HOME   ଜିଲ୍ଲା

ପୌରାଧ୍ୟକ୍ଷାଙ୍କ ସହ ସାମ୍ବାଦିକ ସଂଘର ଆଲୋଚନା ‘ସବୁ ପ୍ରକାର ସହାୟତା ପାଇଁ ପ୍ରସ୍ତୁତ’

06-May-2023



ବଲାଙ୍ଗୀର(ଦେବାଶିଷ ବହିଦାର ): ବଲାଙ୍ଗୀର ଜିଲ୍ଲା ସାମ୍ବାଦିକ ସଂଘ ସବୁ ସମୟରେ ସମାଜସେବା କ୍ଷେତ୍ରରେ ଆଗୁଆ । ବଲାଙ୍ଗୀରରେ ସାମ୍ବାଦିକ ସଂଘ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରି ଆସିଛି । ସମାଜକୁ ନିଆରା ବାର୍ତ୍ତା ଦେବାରେ ସଂଘ ସବୁବେଳେ ପ୍ରଚେଷ୍ଟା କରୁଛି । ଏଣୁ ଏଭଲି ଏକ ସଂଘ ପାଇଁ ପୌରାଧ୍ୟକ୍ଷା ହିସାବରେ ମୁଁ ସବୁପ୍ରକାର ସହାୟତା କରିବାକୁ ପ୍ରସ୍ତୁତ ବୋଲି ବଲାଙ୍ଗୀର ପୌରାଧ୍ୟକ୍ଷା ଲିକା ସାହୁ କହିଛନ୍ତି । ଆଜି ସଂଘର ସଭାପତି ଶିବପ୍ରସାଦ ପରିଡାଙ୍କ ନେତୃତ୍ୱରେ ଏକ ପ୍ରତିନିଧି ମଣ୍ଡଳି ସାମ୍ବାଦିକ ସଂଘର ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବାକୁ ପୌରାଧ୍ୟକ୍ଷାଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଥିଲେ । ପୌରାଧ୍ୟକ୍ଷା ଲିକା ସାହୁ ସାମ୍ବାଦିକ ସଂଘ ଏକ ନିଆରା ଅନୁଷ୍ଠାନ ବୋଲି କହିବା ସହ ପୌରପାଳିକାର ଯାହା ସହାୟତା ଦରକାର ନିଶ୍ଚିତ କରିବ ବୋଲି ନିର୍ଭର ପ୍ରତିଶୃତି ଦେଇଥିଲେ । ପ୍ରତିନିଧି ମଣ୍ଡଳରେ ସାମ୍ବାଦିକ ସଂଘ ପୂର୍ବତନ ସଭାପତି ଦିଲିପ କୁମାର ପୁରୋହିତ ନିଜ ପଟୁ ପ୍ରସ୍ତାବ ରଖି ସାମ୍ବାଦିକ ଭବନର ଉନ୍ନତିକରଣ ପାଇଁ ପଦକ୍ଷେପ ନେବାକୁ ଅନୁରୋଧ କରିଥିଲେ । ସେହିପରି ସଂଘ ପକ୍ଷରୁ ଶରତ ମହାକୁର, ପ୍ରଦୀପ୍ତ ମିଶ୍ର, ବିଶ୍ୱଜିତ ଦାଶ ପୌରାଧ୍ୟକ୍ଷାଙ୍କୁ ସଂଘର ସମସ୍ୟା ଅବଗତ କରିବା ସହ ଯଥା ସମ୍ଭବ ପୌରପାଳିକା ଯାହା ସହାୟତା କରିପାରିବ ସେ ଦିଗରେ ପଦକ୍ଷେପ ନେବାକୁ ଅନୁରୋଧ କରିଥିଲେ । ପ୍ରକାଶ ଯେ, ସାମ୍ବାଦିକ ସଂଘର ଉନ୍ନତି ପାଇଁ ବିଗତ ଦିନରେ ସ୍ଥାନୀୟ ବିଧାୟକ, ସାଂସଦ, କେନ୍ଦ୍ରମନ୍ତ୍ରୀ ସାମ୍ବାଦିକ ସଂଘର ଉନ୍ନତି ପାଇଁ ବିଭିନ୍ନ ସମୟରେ ସହାୟତାର ହାତ ବଢାଇଛନ୍ତି । ତେବେ ଆଜି ପୌରାଧ୍ୟକ୍ଷାଙ୍କୁ ସାକ୍ଷାତ ପୂର୍ବରୁ ସଂଘର ସମସ୍ୟା ନେଇ ସଭାପତି ଶ୍ରୀ ପରିଡା ଓ ସଂପାଦକ ଶିଶିରକାନ୍ତ ଶତପଥିଙ୍କ ଉପସ୍ଥିତିରେ ଆଲୋଚନା ହୋଇଥିଲା । ଏହାସହ ସଂଘର ଆଗାମି ବୈଠକ ପାଇଁ ତାରିଖ ଧାର୍ଯ୍ୟ କରାଯାଇଥିଲା ।


News Comment




Photo in News

Advertisment
Lastest News
  ରାଜ୍ୟ  
ପୁରୀ ଦେବ ସ୍ନାନା ପୂର୍ଣ୍ଣିମା ରେ ସେବା   29-Jun-2026
  ଜିଲ୍ଲା  
ବିଜ୍ଞାନସମ୍ମତ ଓ ଯୁକ୍ତି ଭିତ୍ତିକ ବିଷୟବସ୍ତୁ ଥାଇ ନିର୍ଭୁଲ ପାଠ୍ୟପୁସ୍ତକ ପ୍ରସ୍ତୁତ ନହେବା ପର୍ଯ୍ୟନ୍ତ ଗତବର୍ଷର ବହିରେ ଶିକ୍ଷାଦାନ କରିବା ଦାବିରେ ଦସ୍ତଖତ ଅଭିଯାନ।   29-Jun-2026
  ଜିଲ୍ଲା  
ବିବାହ ର ପ୍ରତିଶୃତି ଦେଇ ଯୁବତୀଙ୍କୁ ପ୍ରତାରଣା କଲା ଲମ୍ପଟ ପ୍ରେମିକ।   29-Jun-2026
  ଜିଲ୍ଲା  
ଶିଶୁ କଲ୍ୟାଣ ସମିତିର ନୂତନ ଭବନ ଉଦଘାଟନ କଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସ୍ୱପ୍ନେଶ୍ୱରଙ୍କ ଘରେ ପହଞ୍ଚି ସ୍ଵାସ୍ଥ୍ୟ ଅବସ୍ଥା ବୁଝିଲେ ଜିଲ୍ଲାପାଳ   29-Jun-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ POCSO Act ଉପରେ ଆଇନ ସଚେତନତା କାର୍ଯ୍ୟକ୍ରମ।   29-Jun-2026
  ଜିଲ୍ଲା  
ମୁକ୍ତିତୀର୍ଥ ପାପକ୍ଷୟ ଘାଟରେ ଦେବସ୍ନାନ ପୂର୍ଣ୍ଣିମା   29-Jun-2026
  ଜିଲ୍ଲା  
କଟକ ଗ୍ରାମ୍ୟ ଉନ୍ନୟନ ନିର୍ମାଣ ବିଭାଗର ମୁଖ୍ୟଯନ୍ତ୍ରୀ କାର୍ଯ୍ୟାଳୟରେ ଟେଣ୍ଡରେ ସାଙ୍ଘାତିକ ଦୁର୍ନୀତି। ଠିକାଦାର ମେଳି ହୋଇ କଲେ ଅଭିଯୋଗ। ଚାଉଳିଆଗଞ୍ଜ ଥାନାରେ ଏତଲା   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗ ର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ଜିଲ୍ଲା ଶିକ୍ଷା ବିଭାଗର ଅଜବ ନୀତି ଯୋଗୁଁ ଅବସର କାଳୀନ ପେନସନ ପାଇବାରୁ ବଞ୍ଚିତ ହେଉଛନ୍ତି ପ୍ରଧାନ ଶିକ୍ଷୟିତ୍ରୀ   29-Jun-2026
  ଜିଲ୍ଲା  
ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   29-Jun-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    29-Jun-2026

You Might Also Like