-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ବରକାନି ଠାରେ ଦୁଇଟି କ୍ଷୁଦ୍ର ଜଳସେଚନ ପ୍ରକଳ୍ପର ଭିତ୍ତିପ୍ରସ୍ତର ଦେଲେ ନରସିଂହ, ୧୦୦ଏକରରୁ ଉର୍ଦ୍ଧ୍ୱ ଚାଷ ଜମି ହେବ ଜଳସେଚିତ- ନରସିଂହ

06-May-2023



ବଲାଙ୍ଗିର(ଦେବାଶିଷ ବହିଦାର)- ଚିର ମରୁଡି ପ୍ରପିଡିତ ବଲାଙ୍ଗିର ଜିଲ୍ଲାରେ କିଛି ମାତ୍ରାରେ ଜଳ ସେଚନ ର ସ୍ଥିତି ବଢାଇବା ପାଇଁ ଅଞ୍ଚଳରେ ଯେତେ ସବୁ ପ୍ରାକୃତିକ ନାଳା ଅଛି ସେ ଉପରେ ଆମକୁ ଛୋଟ ଛୋଟ ଚେକ ଡ୍ୟାମ ମାଧ୍ୟମରେ ପାଣୀ ଗଚ୍ଛିତ ରଖିବାକୁ ହେବ । ସେହି କ୍ରମରେ ଆଜି ବଲାଙ୍ଗିର ବ୍ଲକ ସ୍ଥିତ ବରକାନୀ ଠାରେ ବହି ଯାଉଥିବା ମଠଖାଇ ନାଳର ଦୁଇଟି ସ୍ଥାନ ଯଥା ବରକାନୀ ଓ ବରପଦର ଠାରେ ଦୁଇ ଗୋଟି ଚ୍ୟାକ ଡ୍ୟାମ ର ଭିତ୍ତିପ୍ରସ୍ତର ଦିଆଯାଇଛି । ଏହି ଦୁଇ ଚ୍ୟାକଡ୍ୟାମରେ ଗଚ୍ଛିତ ହେବାକୁ ଥିବା ପାଣୀ ଯୋଗୁଁ ଅଂଚଳର ଜମିର ଅଦ୍ରତା ବଢିବା ସହ ୧୦୦ଏକରରୁ ଉର୍ଦ୍ଧ୍ୱଚାଷ ଜନିକୁ ଜଳ ସେଚନ ପାଇଁ ପାଣୀ ପହଞ୍ଚିପାରିବ । ତେଣୁ ଏହି ଉଭୟ ଚ୍ୟାକଡ୍ୟାନ ଏହି ଅଂଚଳର କ୍ଷୁଦ୍ର ଚାଷୀମାନଙ୍କ ପାଇଁ ଏକ ଆଶିର୍ବାଦ ସଦୃଶ ପାଲଟିବ ବୋଲି ଆଜି ଉଭୟ ଚ୍ୟାକଡ୍ୟାମର ଭିତ୍ତିପ୍ରସ୍ତର ର ପରବର୍ତ୍ତି ସଭା ରେ ମାନ୍ୟବର ଲାଙ୍ଗିର ବିଧାୟକ ନିଜ ବକ୍ତବ୍ୟରେ କହିଛନ୍ତି । ବରକାନୀ ଓ ବରପଦର ଠାରେ ହେବାକୁ ଥିବା ଏହି ଉଭୟ ଚ୍ୟାକଡ୍ୟମର ବ୍ୟୟ ଅଟକଳ ଯଥା କ୍ରମେ ୩୭ ଲକ୍ଷ ଓ ୩୬ ଲକ୍ଷ ହୋଇଥିବା ବେଳେ ଏହାର ସମୟ ସୀମା ଦୁଇ ମାସ ଧାର୍ଯ୍ୟ କରାଯାଇଛି । ଏହି ପ୍ରକଳ୍ପ

ନିର୍ମାଣରେ ଯୋମିତି କୌଣସି ଅବହେଳା କରାନ ଯିବ, ଏହାର ଜଳ ଧାରଣ କ୍ଷମତା ଯୋଜନ ମୁତାବକ ଠିକ ରହିବ ଏବଂ ଯେପରି ସମୟସୀମା ବ୍ୟତିକ୍ରମ ନହେବ ସେ ଉପରେ ସ୍ୱତନ୍ତ୍ର ଧ୍ୟାନ ଦେବାକୁ ଉପସ୍ଥିତ ଥିବା ବିଭାଗୀୟ ଯନ୍ତ୍ରୀ ଶ୍ରୀ ବେହେରାଙ୍କୁ ଶ୍ରୀ ମିଶ୍ର ନିର୍ଦ୍ଦେଶ ଦେଇଥିଲେ । ଏହି ଉଭୟ ଚ୍ୟାକଡ୍ୟାମର ଭିତ୍ତିପ୍ରସ୍ତର ସଭାରେ ସ୍ଥାନୀୟ ସରପଞ୍ଚ ବଳଦେବ ସାହୁ ବିଧାୟକ ଶ୍ରୀ ମିଶ୍ରଙ୍କ ଅଂଚଳ ତରଫରୁ ଧନ୍ୟବାଦ ଦେବା ସହ କୃତଜ୍ଞତା ଜଣାଇଥିଲେ । ସଭାରେ ମଞ୍ଚସୀନ ଥିବା ଗାଁର ବରିଷ୍ଠ ନାଗରୀକ ମାନେ ପଞ୍ଚାୟତରେ ସାଧାରଣତଃ ଅର୍ଥନୈତିକ ଅନଗ୍ରସର ଲୋକେ ବେସି ପରିମାଣରେ ବାସ କରୁଥିବାରୁ ଏଠାରେ ଏକ କଲ୍ୟାଣ ମଣ୍ଡପ ନିର୍ମାଣ ପାଇଁ ବିଧାୟକ ପଦକ୍ଷେପ ଗ୍ରହଣ କରନ୍ତୁ ବୋଲି ଦାବୀ କରିଥିଲେ । ତାଛଡା ଅଂଚଳରେ ଅନେକ ନାମକରା ଫୁଟବଲ ଖେଳାଳି ଥିବାରୁ ଏକ ମିନି ଷ୍ଟାଡିଅମର ଆବଶ୍ୟକତା ଉପରେ ଗ୍ରାମବାସୀ ବିଧାୟକଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ବିଧାୟକ ପ୍ରତିନିଧି କିଶୋର ସିଂ ନିନା, ଶିବରାଜ ସିଂ ମାଝୀ, ଦୃବ ପ୍ରସାଦ ସାହୁ, ଶରତ ଚନ୍ଦ୍ର ଭୋଇ, ଚନ୍ଦନ ବିଶ୍ୱାଲ, ପଲଟୁ ସିଂ ମାଝୀ, ଗଣ୍ଡାରାମ ପ୍ରଧାନ ପ୍ରମୁଖଙ୍କ ସମେତ ଅନେକ ମହିଳା ଓ ପୁରୁଷ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like