-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ବିଶ୍ବ ଗଣମାଧ୍ୟମ ସ୍ବତନ୍ତ୍ରତା ଦିବସ

07-May-2023



ଭୁବନେଶ୍ବର,:  ‘ବିଶ୍ବ ଗଣମାଧ୍ୟମ ସ୍ବତନ୍ତ୍ରତା ଦିବସ’ ଭୁବନେଶ୍ବର ୟୁନିଟ୍-୩ ସ୍ଥିତ ଉତ୍କଳ ସାମ୍ବାଦିକ ଭବନ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମର ଆଭିମୁଖ୍ୟ
ଥିଲା ଆଗାମୀ ପିଢ଼ିର ସାମ୍ବାଦିକମାନଙ୍କୁ ପ୍ରୋତ୍ସାହିତ କରିବା ଏବଂ ସର୍ବସାଧାରଣଙ୍କୁ ଗଣମାଧ୍ୟମର ଭୂମିକା ବିଷୟରେ ସଚେତନ କରିବା। କାର୍ଯ୍ୟକ୍ରମରେ ଅତିଥି ଭାବେ ଯୋଗ ଦେଇଥିଲେ ସାହିତ୍ୟିକ ଓ ସଂଗଠକ ନିଳାଦ୍ରୀଭୂଷଣ ମହାପାତ୍ର, ସଂଳାପକାର ଡଃ. ରଜନୀ ରଂଜନ, ମିଡ଼ିଆ ପ୍ଲାନର ମୁଖ୍ୟ ପ୍ରଣୟ ଜେଠୀ ଏଠାରେ ଉପସ୍ଥିତ ସାମ୍ବାଦିକ, ସାହିତ୍ୟିକ ଓ କଳାକାରଙ୍କ ମଧ୍ୟରେ ଭାବ ବିନିମୟ ହୋଇଥିଲା। ବରିଷ୍ଠ ସାମ୍ବାଦିକ ଓ କବି କେଦାର ମିଶ୍ର, ସମ୍ବାଦର ସହ ସମ୍ପାଦକ ଚୌଧୁରୀ ଅମିତାଭ ଦାଶ ଓ ଅକ୍ଷୟ ସ୍ବାଇଁ, ଏମ୍‌ସି ଚ୍ୟାନେଲ୍‌ର ପ୍ରୋଗ୍ରାମିଙ୍ଗ୍ ହେଡ୍ କଳ୍ପନା କରଣ, ସମାଜର ସହ ସମ୍ପାଦକ ପ୍ରତାପ ପ୍ରଧାନ, ଧରିତ୍ରୀର ସହ ସମ୍ପାଦିକା ରୋଜାଲିନ୍ ମହାନ୍ତି, ପ୍ରମେୟର ସହ ସମ୍ପାଦିକା ସସ୍ମିତା ମଲ୍ଲ, ଉତ୍କଳ ବୁଲେଟିନର ସମ୍ପାଦକ ଅରବିନ୍ଦ ତ୍ରିପାଠୀ, ସକାଳର ମୁଖ୍ୟ
ବିତରକ ପ୍ରବୋଧ କୁମାର ନାୟକ, ମିଡିଆ କୋଡିନେଟର ବାଳକୃଷ୍ଣ ରାଉତ ଓ ସୁବୋଧ ସାମଲ, ବିଶ୍ବବାଣୀର ରାଜ୍ୟ ପ୍ରତିନିଧି ସନ୍ତୋଷ ସେନାପତି, ଫଟୋ

ଜର୍ଣ୍ଣାଲିଷ୍ଟ ବସନ୍ତ ପରିଡ଼ା, ସାହିତ୍ୟିକା ମନୀଷା ରାୟ, ଜନ ଅଧିକାରର ସାମ୍ବାଦିକ ଯଯାତି ଦାସ, ଓମ୍ ସାର୍ଥକର ସାମ୍ବାଦିକ କୃଷ୍ଣଚନ୍ଦ୍ର ବାରିକ (ବାପି), ନୃତ୍ୟଶିଳ୍ପୀ ନିତୁ ପ୍ରିୟଦର୍ଶିନୀ, ସୁଚିସ୍ମିତା ନନ୍ଦ, ସମାଜସେବୀ ମାନୀ ପଣ୍ଡା ପ୍ରମୁଖଙ୍କୁ ସମ୍ମାନିତ କରାଯାଇଥିଲା ।

ଏହାବ୍ୟତୀତ ଜାତୀୟସ୍ତରରେ ପୁରସ୍କୃତ ହେଇଥିବା ଓଡ଼ିଆ ଚଳଚ୍ଚିତ୍ର ‘ଟି’କୁ ସ୍ବତନ୍ତ୍ର ଭାବେ ସମ୍ମାନିତ କରାଯାଇଥିଲା। କାର୍ଯ୍ୟକ୍ରମର ଉପସ୍ଥାପନା କରିଥିଲେ ସାମ୍ବାଦିକ-
ଗୀତିକାର ସତ୍ୟ ପାଣିଗ୍ରାହୀ ଏବଂ ଆୟୋଜକ ଥିଲେ ଡେନିମ୍ ଆଣ୍ଡ ବ୍ଲଜ ଡ୍ୟାନ୍ସ ଗ୍ରୁପ୍‌ର ନିର୍ଦ୍ଦେଶକ ପ୍ରିୟାଂଶୁ ପ୍ରିୟଦେବ ।

(ଅମୃତ ନନ୍ଦଙ୍କ ରିପୋର୍ଟ )


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like