-+91-9937148622 |

prerana_bgr@rediffmail.com |

  Monday 29th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   (29-Jun-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    (29-Jun-2026)       ||      ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   (29-Jun-2026)       ||      *ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   (29-Jun-2026)       ||      ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   (29-Jun-2026)       ||      ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   (29-Jun-2026)       ||      ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   (29-Jun-2026)       ||      ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   (29-Jun-2026)       ||      ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   (28-Jun-2026)       ||      ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ    (28-Jun-2026)       ||      ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ    (28-Jun-2026)       ||      ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   (28-Jun-2026)       ||      ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ    (28-Jun-2026)       ||      *ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   (28-Jun-2026)       ||      ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   (28-Jun-2026)       ||      ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (28-Jun-2026)       ||      ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   (28-Jun-2026)       ||      ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (27-Jun-2026)       ||      ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   (27-Jun-2026)       ||      ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   (27-Jun-2026)       ||     

HOME   ଜିଲ୍ଲା

କଲେଜ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ଘଟଣା , ଛାତ୍ରୀ ମୃତ୍ୟୁ ଘଟଣାର ୭ଦିନପରେ ମଧ୍ୟ ଟେର୍‌ ପାଉନି ପୁଲିସ୍‌, ଉପଜିଲ୍ଲାପାଳ ଙ୍କୁ କଲେଜ ଛାତ୍ରୀଙ୍କ ୪ ଦଫା ସମ୍ପଲିତ ଦାବିପତ୍ର ପଦାନ 

07-May-2023



ପାଟଣାଗଡ଼(ଦିଲୀପ ପଣ୍ଡା ): ପାଟଣାଗଡ଼ ସ୍ଥିତ ଜବାହାରଲ୍ଲାଲ କଲେଜ ଛାତ୍ରୀ ରଞ୍ଜୁ ଦଣ୍ଡସେନାଙ୍କ ମୃତ୍ୟୁ ଘଟଣାକୁ ଆଜିକୁ ୭ ଦିନ ବିତି ଗଲାଣି । ହେଲେ ଆଜି ସୁଦ୍ଧା ପୁଲିସ ମୃତ୍ୟୁ ପଛର କାରଣ ସଂପର୍କରେ କୌଣସି ଟେର ପାଇପାରୁନି । ଯାହାକୁ ନେଇ ପରିବାର ଲୋକ ଅସନ୍ତୋଷବ୍ୟକ୍ତ କରିଛନ୍ତି । ଏହିଘଟଣାକୁନେଇ ଆଜି ଛାତ୍ରୀଙ୍କ ସହପାଠୀମାନେ ଉପଜିଲ୍ଲାପାଳଙ୍କ ଅଫିସ୍‌ ଘେରାଉ କରିଥିଲେ । ପରେ ସେମାନେ ଏକ ୪ ଦଫା ସମ୍ୱଳିତ ଦାବିପତ୍ର ଉପଜିଲ୍ଲାପାଳଙ୍କୁ ପ୍ରଦାନ କରିଥିଲେ । ଦାବିଗୁଡିକୁ ମଧ୍ୟରେ ଛାତ୍ରୀ ଙ୍କ ମୃତ୍ୟୁ ଘଟଣାର ଏକ ଉଚ୍ଚସ୍ତରୀୟ ତଦନ୍ତ, ଦୋଷିଙ୍କୁ ଗିରଫକରି ସେମାନଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ କରାଯାଉ, ପାଟଣାଗଡ଼ ଅଞ୍ଚଳରେ ନିସାକାରବାକୁ ବନ୍ଦ କରିବା ସହ ଛାତ୍ର ଛାତ୍ରୀ ଓ ମହିଳାମାନଙ୍କ ପ୍ରତି ସୁରକ୍ଷାର ବ୍ୟବସ୍ଥା କରାଯାଉ।ଦେଓଗାଁ ଥାନା ବନ୍ଦପଡା ଫାଣ୍ଡି ଡୁମେରପିଟା ଗାଁର ରଞ୍ଜୁ ଦଣ୍ଡସେନା ପାଟଣାଗଡ଼ରେ ରହି ଜବାହାରଲ୍ଲାଲ କଲେଜର ଯୁକ୍ତ ତିନିର ଶେଷ ବର୍ଷରେ ପଢ଼ୁଥିଲେ । ହେଲେ ଗତ ୩୦ ତାରିଖରେ ଗଙ୍ଗାସାଗର ଗାଁର ଜୟସ ପଞ୍ଚାନଙ୍କ ଚାଷଜମି ହିଡରେଥିବା  ଏକ ପଲାସ ଗଛରେ ତାଙ୍କର ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଥିଲା । ଗାଁ ଲୋକଙ୍କଠାରୁ ଖବର ପାଇ ପୁଲିସ୍‌ ମୃତଦେହ ଉଦ୍ଧାର କରି  ଶଵବ୍ୟବଚ୍ଛେଦ ପରେ ପରିବାର ବର୍ଗଙ୍କୁ ହସ୍ତାନ୍ତର କରିଥିଲା  । ଝିଅକୁ ହତ୍ୟା କରାଯାଇଥିବା ପରିବାର ଲୋକେ ଅଭିଯୋଗ ଆଣି ଥାନାରେ ଲିଖିତ ଅଭିଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍କର୍ପିଓ ଗାଡିରେ ୨୨କେଜି ଗଞ୍ଜେଇ ଚାଲାଣ, ଜଣେ ଗିରଫ   29-Jun-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟିର ବୈଠକ    29-Jun-2026
  ଜିଲ୍ଲା  
ଡାବୁଗାଁ ଜଗନ୍ନାଥ ମନ୍ଦିରରେ ଦେବସ୍ନାନ ପୂର୍ଣ୍ଣିମା ପାଳିତ   29-Jun-2026
  ଜିଲ୍ଲା  
*ମଦ ବିକ୍ରୀ ବନ୍ଦ ସହ ଗ୍ରାମ ର ବିଭିନ୍ନ ସମସ୍ୟା ନେଇ ମହିଳାଙ୍କ ବଜ୍ର ଶପଥ*   29-Jun-2026
  ଜିଲ୍ଲା  
ବାଟରେ ଅଟକିଗଲା ଆମ୍ବୁଲାନ୍ସ, ଏକ କିଲୋମିଟର ଦୂରକୁ ଷ୍ଟ୍ରେଚରରେ ବୁହାହେଲେ ରୋଗୀ   29-Jun-2026
  ଜିଲ୍ଲା  
ଅତାବିରାରେ କାର୍ଯ୍ୟକର୍ତ୍ତାଙ୍କ ସହ ମନ୍ କି ବାତ୍‌ର ୧୩୫ତମ ସଂସ୍କରଣ ଶୁଣିଲେ ସାଂସଦ ପ୍ରଦୀପ ପୁରୋହିତ   29-Jun-2026
  ଜିଲ୍ଲା  
ବରପାଲି ପୋଲିସର ସଫଳତା: ଚୋରି ମାମଲାରେ ଦୁଇ ଅଭିଯୁକ୍ତ ଗିରଫ, ମୋଟରସାଇକେଲ ଉଦ୍ଧାର   29-Jun-2026
  ଜିଲ୍ଲା  
ପରିବର୍ତ୍ତନର ସ୍ୱର ଡ଼ଃ ସୋନିଆ ଗୋଲ୍ଡି ଅଗ୍ରୱାଲ   29-Jun-2026
  ଜିଲ୍ଲା  
ବଲାଙ୍ଗୀର ସ୍ଥିତ ସାଲେପାଲି ଠାରେ "ଆମ୍ବେଦକର ଭବନ ନିର୍ମାଣ" ଉଦ୍ଦେଶ୍ୟରେ ଏକ ଉଦ୍ଘାଟନୀ ଉତ୍ସବ ପାଳିତ   28-Jun-2026
  ଜିଲ୍ଲା  
ମାଓବାଦୀଙ୍କ ଦ୍ବାରା ମାଟି ତଳେ ପୋତା ଯାଇଥିବା ବହୁ ମାରାଶାସ୍ତ୍ର ଜବତ   28-Jun-2026
  ଜିଲ୍ଲା  
ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ   28-Jun-2026
  ଜିଲ୍ଲା  
ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   28-Jun-2026

You Might Also Like