-+91-9937148622 |

prerana_bgr@rediffmail.com |

  Wednesday 11th November 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀର ର ଶିକ୍ଷା ବିଭାଗ ତରଫରୁ "ଜାତୀୟ ଶିକ୍ଷା ଦିବସ" ୨୦୨୬ ପାଳିତ   (11-Nov-2026)       ||      ଏସ୍ ଯୁଜେ ବୌଦ୍ଧ ଶାଖାର ବାର୍ଷିକୋତ୍ସବ ୨୯ରେ    (11-Nov-2026)       ||      ୮୬ ବର୍ଷରେ ଆଖି ବୁଜିଲେ ଭାଗବତପ୍ରେମୀ ମକରଧ୍ୱଜ ନାୟକ, ତାଙ୍କ ବିୟୋଗରେ ବଲାଙ୍ଗିରରୁ ଭାଲୁପାଲି ପର୍ଯ୍ୟନ୍ତ ଶୋକର ଛାୟା।   (11-Nov-2026)       ||      ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   (11-Nov-2026)       ||      ବରିଷ୍ଠ ସାମ୍ବାଦିକ ଆହତ   (11-Nov-2026)       ||      ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   (11-Nov-2026)       ||      ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   (11-Nov-2026)       ||      ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ    (11-Nov-2026)       ||      ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   (11-Nov-2026)       ||      ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ    (10-Nov-2026)       ||      ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   (10-Nov-2026)       ||      ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   (10-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||     

HOME   ଜିଲ୍ଲା

ବିପିଏଲ ସିଜନ-୩,ଅତୁଳକୁ ହରାଇ ସାଗର-୧୧ର ଏକତରଫା ବିଜୟ(ଆଜି ବାଦୀ ବ୍ରଦରସ ବନାମ କମ୍ରେଡ୍ ମଧ୍ୟରେ ଲଢେ଼ଇ)

07-May-2023



ବିନିକା(ହିମାଂଶୁ ଶେଖର ପୁଟୈଲ)ବିନିକା ସ୍ପୋର୍ଟସ କ୍ଲବ ତରଫରୁ ସ୍ଥାନୀୟ ବିଜୁ ପଟ୍ଟନାୟକ ଷ୍ଟାଡିୟମ ଠାରେ ଆଇପିଏଲ ଢାଞ୍ଚାରେ ଚାଲିଥିବା ବିପିଏଲ ସିଜନ-୩ କ୍ରିକେଟ ଟୁର୍ଣ୍ଣାମେଣ୍ଟର ଶନିବାର ଅନୁଷ୍ଟିତ ଚତୁର୍ଥ ରାଉଣ୍ଡର ତୃତୀୟ ମ୍ୟାଚରେ ଅତୁଳ-୧୧କୁ ହରାଇ ସାଗର-୧୧ ଏକତରଫା ବିଜୟ ହୋଇଛି । ଟଚ ଜିଣି ଅତୁଳ ପ୍ରଥମେ ବ୍ୟାଟିଂ କରି ୧୦ଓଭରରେ ୭ୱିକେଟ ହରାଇ ୫୭ରନ କରିଥିଲା ତାର ଜବାବରେ ସାଗର ଦଳର ଅପନର ବ୍ୟାଟ୍ସମ୍ୟାନ ରବୀନ୍ଦ୍ର ଓ ପ୍ରଶାନ୍ତ ବିନା ୱିକେଟରେ ୪.୨ ଓଭରରେ ୬୧ରନ କରି ଦଳକୁ  ବିଜୟୀ କରିବାରେ ପ୍ରମୁଖ ଭୂମିକା ନିଭାଇଥିଲେ । ମ୍ୟାଚକୁ  ବାବୁଲାଲ ସାହୁ  ଓ ସବ୍ୟସାଚୀ ମିଶ୍ର ପରିଚାଳନା କରିଥିବା ବେଳେ ସ୍କୋରର ଭାବେ ଆଲୋକ ସେଠୀ ଏବଂ ମ୍ୟାଚର ଧରାବିବରଣୀ ବୈରାଗୀ ପ୍ରଧାନ ପ୍ରଦାନ କରିଥିଲେ ।ସ୍ପୋର୍ଟସ କ୍ଲବ ସମ୍ପାଦକ ମନୋଜ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପୁରସ୍କାର ବିତରଣୀ ଉତ୍ସବରେ ମୁଖ୍ୟଅତିଥି ଭାବେ ଏଲଆଇସିସି ଏଜେଣ୍ଟ ହରିବନ୍ଧୁ ମେହେର,ସମ୍ମାନିତ ଅତିଥି ଭାବେ ପାଢ଼ୀ କଷ୍ଟ୍ରକସନ ମାଲିକ ଗୌରବ ପାଢ଼ୀ,ଯୁବ ବ୍ୟବସାୟୀ ରାକେଶ ସାହୁ ଯୋଗଦେଇ ବିଜୟୀ/ରନରସଅପ ଦଳ ଓ ସାଗର ଦଳ ତରଫରୁ ଉଚ୍ଚ କୋଟିର ବୋଲିଂ ପ୍ରଦର୍ଶନ କରିଥିବା ସୁନିଲ ଭୋଇଙ୍କୁ ମ୍ୟାନ ଅଫ ଦି ମ୍ୟାଚ ପୁରସ୍କାର ପ୍ରଦାନ କରାଯାଇଥିଲା । ରବିବାର ଅପରାହ୍ନରେ ବାଦୀ ବ୍ରଦରସ ବନାମ କମ୍ରେଡ ମଧ୍ୟରେ ସଂଘର୍ଷପୂର୍ଣ୍ଣ ମ୍ୟାଚ ଅନୁଷ୍ଟିତ ହେବ ।ଉଭୟ ଦଳର ଖେଳାଳୀ ମାନଙ୍କୁ ଉତ୍ସାହିତ କରିବା ସହିତ ପୁରସ୍କାର ପ୍ରଦାନ ନିମନ୍ତେ ମୁଖ୍ୟ ଅତିଥି ଭାବେ ଭାରତୀୟ ଷ୍ଟେଟ ବ୍ୟାଙ୍କ ଗଡପଳାସୁନୀ ଶାଖା ପରିଚାଳକ ଘନଶ୍ୟାମ ମେହେର,ସ୍ଵତନ୍ତ୍ର ଅତିଥି ଭାବେ ବିନିକା ସରକାରୀ ବାଳକ ଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ନୀଳାଚଳ ମେହେର,ସମ୍ମାନିତ ଅତିଥି ଭାବେ ବିଜେଡ଼ି ବିନିକା ବ୍ଲକ ସଂଗଠକ ତଥା ଚାଷୀ ନେତା ଭୀମସେନ ସାହୁ,ଯୁବ ଉଦ୍ୟୋଗୀ ସୁଧୀର କର ପ୍ରମୁଖ ଯୋଗଦେବେ ବୋଲି ଆୟୋଜକଙ୍କ ସୂତ୍ରରୁ ପ୍ରକାଶ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟ, ବଲାଙ୍ଗୀର ର ଶିକ୍ଷା ବିଭାଗ ତରଫରୁ "ଜାତୀୟ ଶିକ୍ଷା ଦିବସ" ୨୦୨୬ ପାଳିତ   11-Nov-2026
  ଜିଲ୍ଲା  
ଏସ୍ ଯୁଜେ ବୌଦ୍ଧ ଶାଖାର ବାର୍ଷିକୋତ୍ସବ ୨୯ରେ   11-Nov-2026
  ଜିଲ୍ଲା  
୮୬ ବର୍ଷରେ ଆଖି ବୁଜିଲେ ଭାଗବତପ୍ରେମୀ ମକରଧ୍ୱଜ ନାୟକ, ତାଙ୍କ ବିୟୋଗରେ ବଲାଙ୍ଗିରରୁ ଭାଲୁପାଲି ପର୍ଯ୍ୟନ୍ତ ଶୋକର ଛାୟା।   11-Nov-2026
  ଜିଲ୍ଲା  
ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   11-Nov-2026
  ଜିଲ୍ଲା  
ବରିଷ୍ଠ ସାମ୍ବାଦିକ ଆହତ   11-Nov-2026
  ଜିଲ୍ଲା  
ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   11-Nov-2026
  ଜିଲ୍ଲା  
ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   11-Nov-2026
  ଜିଲ୍ଲା  
ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ   11-Nov-2026
  ଜିଲ୍ଲା  
ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   11-Nov-2026
  ଜିଲ୍ଲା  
ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   10-Nov-2026
  ଜିଲ୍ଲା  
ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   10-Nov-2026
  ଜିଲ୍ଲା  
ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   10-Nov-2026

You Might Also Like