-+91-9937148622 |
prerana_bgr@rediffmail.com |
Monday 29th June 2026 |
R.N.I. Regd No. ODIODI/2010/46693
Breaking News
07-May-2023
ଭୁବନେଶ୍ବର : ମେ ତୃତୀୟ ସପ୍ତାହରେ ବାହାରିପାରେ ମାଟ୍ରିକ ରେଜଲ୍ଟ ଏବଂ ମେ ଶେଷ ସପ୍ତାହ ସୁଦ୍ଧା ବାହାରିପାରେ + ୨ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ . ଏ ନେଇ ସୂଚନା ଦେଲେ ବିଦ୍ୟାଳୟ ଓ ଗଣ ଶିକ୍ଷା ବିଭାଗ ମନ୍ତ୍ରୀ ସମୀର ରଞ୍ଜନ ଦାଶ . ଯଦିଓ ବର୍ତ୍ତମାନ ସୁଦ୍ଧା ଫଳ ବାହାରିବା ନେଇ ତାରିଖ ନିର୍ଧାରିତ ହୋଇନାହିଁ, କିନ୍ତୁ ଖୁବ ଶୀଘ୍ର ତାରିଖ ଘୋଷଣା କରାଯିବ