-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   (24-Sep-2026)       ||      ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||     

HOME   ଜିଲ୍ଲା

ଡେଙ୍ଗ ଗ୍ରାମରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର

07-May-2023



ବଲାଙ୍ଗିର(ଦେବାଶିଷ ବହିଦାର ): ବଲାଙ୍ଗିର ଜିଲ୍ଲା ସଇଁନ୍ତଲା ବ୍ଲକ ଅନ୍ତର୍ଗତ ଡେଙ୍ଗ ଗ୍ରାମ ସ୍ଥିତ ସରକାରୀ ଉନ୍ନିତ ଉଚ୍ଚ ବିଦ୍ୟାଳୟ ପରିସରରେ ସମ୍ବଲପୁର ଧର୍ମାଞ୍ଚଳିୟ ଯୁବ ସହଭାଗିତା ଓ ପାଶ୍ଚାତ୍ୟ ଉତ୍କଳ ଖ୍ରୀଷ୍ଟିୟ ଉଦ୍ ଯୋଗ ସମିତି ପକ୍ଷରୁ ଡେଙ୍ଗ ଉଦ୍ ଯୋଗ ସମିତି ଅନୁକୁଲ୍ୟରେ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଧର୍ମାଞ୍ଚଳିୟ ଯୁବ ସହଭାଗିତା କୋଷାଧ୍ୟକ୍ଷ ତଥା ଡବ୍ଲୁୟୁସିଇୟୁ ଟିଟିଲାଗଡ ଭ୍ରାମ୍ୟମାଣ ସଂପାଦକ ଏସ .ବି. ଇନ୍‌ଟରସନ ଅଧ୍ୟକ୍ଷତା କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ସ୍ଥାନୀୟ ଉତ୍ତର ଭାରତୀୟ ମଣ୍ଡଳିୟ ପାଳକ ଆଚାର୍ଯ୍ୟ ଜ୍ୟୋତିର୍ମୟ ତାଣ୍ଡି ଓ ସମ୍ମାନିତ ଅତିଥି ଭାବରେ ଡେଙ୍ଗ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଚାଣ୍ଡାଳ ମିଶ୍ର, ଡ. ଦେବୀ ପ୍ରସାଦ ମହାପାତ୍ର, ଡ. ବିଶ୍ୱଜିତ ମିଶ୍ର, ସମାଜସେବୀ ଟିକେଶ୍ୱର ସାହୁ, ପାଷ୍ଟୋରୋଟ ଯୁବ ସହଭାଗିତା ସଂପାଦକ ଏସ୍‌.ବି. ଇମରସନ, ପାଷ୍ଟୋରେଟ ସଂପାଦକ ଦିପ୍ତି ନନ୍ଦ, ଯୁବନେତା ସାମୁଏଲ ନନ୍ଦ, ବୈଜ୍ୟେଷ୍ଠ ବିନୋଦ ବିହାରି ସାଗର, ବିରଞ୍ôଚଲାଲ ସାଗର ପ୍ରମୁଖ ଯୋଗଦାନ କରିଥିଲେ । ଗ୍ରୀଷ୍ମ ସମୟରେ ରକ୍ତଦାନ କରୁଥିବା ସମସ୍ତ ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା ସହିତ ତାଙ୍କର ମହତ କାମ ପାଇଁ ପ୍ରଶଂସା କରିଥିଲେ ।  ପ୍ରଥମରେ ଉତ୍ତର ଭାରତ ମଣ୍ଡଳିର ପାଳକ ଆଚାର୍ଯ୍ୟ ଜ୍ୟୋତିର୍ମୟ ପ୍ରାର୍ଥନା କଲା ପରେ ରକ୍ତଦାନ କାର୍ଯ୍ୟକ୍ରମ ଆରମ୍ଭ ହୋଇଥିଲା । ଶିବିରରେ ୩୭ ଜଣ ସ୍ୱେଚ୍ଛାକୃତ ଭାବରେ ରକ୍ତଦାନ କରିଥିଲେ । କାର୍ଯ୍ୟକ୍ରମରେ ସ୍ଥାନୀୟ ଉଦ୍ ଯୋଗ ସମିତିର କୁମୁଦ ନାଗ, ଅଜୟ ସାଗର, ସୁଜତ ସାଗର, ପ୍ରମୋଦ ନାଗ,ଦାନ ସାଗର, ସିଲି ସାଗର, ପ୍ରିୟଙ୍କା ନାଗ, ଝରଣା ସାଗର, ଶିତଲ ସୁନା, ଏଞ୍ଜେଲ ସାଗର, ଏନ୍‌.ବି. ବେବାର, ସୌରଭ ଦଲାଇ, ମିନତି ନନ୍ଦ, ଭକ୍ତବନ୍ଧୁ ନାଗ, ଅମିତା ସୁନା, ତ୍ରିଲୋଚନ ନାଗ, ସ୍ୱେଚ୍ଛାସେବୀ ପ୍ରଶାନ୍ତ ରଣା, ଉଦ୍ଧବ ଛତ୍ରିଆ, ପ୍ରକାଶ ରଣା, ଶିକ୍ଷକ ହିମାଂଶୁ ଶେଖର ବିଶ୍ୱାଲ ପ୍ରମୁଖ ଉପସ୍ଥିତ ରହି ସହଯୋଗ କରିଥିଲେ । ବଲାଙ୍ଗିର ବ୍ଲଡ ବ୍ୟାଙ୍କ କର୍ମଚାରୀ ଶେକ୍ ଅବଦୁଲ ଅସରଫ, ଜ୍ୟୋତିର୍ମୟ ନାୟକ, ଅଜିତ କୁମାର ସାହୁ, ରଂଜିତ ବେହେରା, କେଶବ ଷାଣ୍ଢ, ଶୁଶିଲ ସୁନା, ଶ୍ରୀକାନ୍ତ ନାଏକ ରକ୍ତ ସଂଗ୍ରହ କରିଥିଲେ । କାର୍ଯ୍ୟକ୍ରମକୁ ଡବ୍ଲୁୟୁସିଇୟୁ ଯୁଗ୍ମ ସଂପାଦକ ତଥା ମଣ୍ଡଳି କୋଷାଧ୍ୟକ୍ଷ ହୋସେନ ସାଗର ପରିଚାଳନା କରିଥିବା ବେଳେ ରେଡକ୍ରସ କର୍ମୀ ତଥା ସମାଜସେବୀ ଶିକ୍ଷକ ରାମନାରାୟଣ ଦାଶ ପରିଚାଳନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଳୟରେ ଏନ୍. ଏସ୍. ଏସ୍ ଦିବସ ପାଳିତ   24-Sep-2026
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026

You Might Also Like