-+91-9937148622 |

prerana_bgr@rediffmail.com |

  Wednesday 11th November 2026 |

| | | |

R.N.I. Regd No. ODIODI/2010/46693

Breaking News

୮୬ ବର୍ଷରେ ଆଖି ବୁଜିଲେ ଭାଗବତପ୍ରେମୀ ମକରଧ୍ୱଜ ନାୟକ, ତାଙ୍କ ବିୟୋଗରେ ବଲାଙ୍ଗିରରୁ ଭାଲୁପାଲି ପର୍ଯ୍ୟନ୍ତ ଶୋକର ଛାୟା।   (11-Nov-2026)       ||      ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   (11-Nov-2026)       ||      ବରିଷ୍ଠ ସାମ୍ବାଦିକ ଆହତ   (11-Nov-2026)       ||      ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   (11-Nov-2026)       ||      ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   (11-Nov-2026)       ||      ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ    (11-Nov-2026)       ||      ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   (11-Nov-2026)       ||      ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ    (10-Nov-2026)       ||      ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   (10-Nov-2026)       ||      ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   (10-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||      ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   (10-Nov-2026)       ||      କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   (10-Nov-2026)       ||     

HOME   ଜିଲ୍ଲା

ଚନ୍ଦିଲି ସଂରକ୍ଷିତ ଜଙ୍ଗଲରେ ଜଳାଭାବ, ସଙ୍କଟରେ ବନ୍ୟପ୍ରାଣୀ - ପୋଖରୀ ଖନନରେ ବର୍ଷକୁ ଲକ୍ଷାଧିକ ଟଙ୍କା ସୁହା

07-May-2023



ବୀରମହାରାଜପୁର, (ବିନୋଦ ପାଣ୍ଡେ) : ସୁବର୍ଣ୍ଣପୁର ଜିଲ୍ଲାର ବୀରମହାରାଜପୁର ବନାଞ୍ଚଳ ଅଧିନସ୍ଥ ସୁବଳୟା ରେଞ୍ଜର ଚନ୍ଦିଲି ସଂରକ୍ଷିତ ଜଙ୍ଗଲରେ ଜଳାଭାବ ପରିସ୍ଥିତି ସୃଷ୍ଟି ହୋଇଛି। ଫଳରେ ଉକ୍ତ ଜଙ୍ଗଲରେ ଥିବା ବନ୍ୟପ୍ରାଣୀ ପାଣି ପାଇଁ ଡହଳ ବିକଳ ହୋଇ ପଡ଼ୁଛନ୍ତି। ଏହି ସଂରକ୍ଷିତ ଜଙ୍ଗଲର ଚତୁଃପାର୍ଶ୍ଵରେ ୭ ଗୋଟି ଛଟ ବଡ ଜଳାଶୟ ନିର୍ମାଣ ହୋଇଛି।‌ ହେଲେ ଉକ୍ତ ଜଳାଶୟ ରେ  ପିମ୍ପୁଡ଼ି ପିଇବା ପାଇଁ ପାଣି ଟୋପାଏ ନାହିଁ। ବର୍ତ୍ତମାନ ଜଙ୍ଗଲରେ ବିଚରଣ କରୁଥିବା ପ୍ରାଣୀଙ୍କ ପରିସ୍ଥିତି ଅସମ୍ଭାଳ ହୋଇ ପଡ଼ିଛି। ଗ୍ରାମ୍ୟ ଜଙ୍ଗଲ ଓ ସଂରକ୍ଷିତ ଜଙ୍ଗଲ ସବୁ ଆଡ଼େ ଜଳ ସଙ୍କଟ ଯୋଗୁଁ ବନ୍ୟପ୍ରାଣୀ ଜନବସତି ମୁହାଁ ହେଉଛନ୍ତି। ଫଳରେ ଅନେକ ସମୟରେ ଶିକାରୀ ହାବୁଡ଼ରେ ପଡୁଥିବା ଦେଖିବାକୁ ମିଳିଛି। ରାଜ୍ୟ ସରକାରଙ୍କ ରାଜସ୍ବ ରୁ ପ୍ରତିବର୍ଷ ଜଙ୍ଗଲରେ ବନ୍ୟପ୍ରାଣୀ ମାନଙ୍କ ପାଇଁ  ପୋଖରୀ ଖନନ ବାବଦରେ ଲକ୍ଷାଧିକ ଟଙ୍କା ଖର୍ଚ୍ଚ କରାଯାଉଛି। ହେଲେ ଜୀବଜନ୍ତୁ ଙ୍କ କାର୍ଯ୍ୟରେ ଲାଗିପାରୁ ନାହିଁ। ଉକ୍ତ ଜଙ୍ଗଲର ବନ୍ୟପ୍ରାଣୀ ମାନେ ନିକଟସ୍ଥ ଗାଁ ପୋଖରୀ କୁ ପିଇବା ପାଣି ପାଇଁ ଆସି ଅସାମାଜିକ ବ୍ୟକ୍ତିଙ୍କ ହାବୁଡ଼ରେ ପଡ଼ି ମୃତ୍ୟୁ ବରଣ କରୁଥିବା ଅଭିଯୋଗ ହେଉଛି। ଏନେଇ ବନ ବିଭାଗ ଅଧିକାରୀ ଅଭିନାଷ ବେରିହା ଙ୍କୁ ଯୋଗାଯୋଗ କରାଯାଇଥିଲେ ମଧ୍ୟ ସମ୍ଭବ ହୋଇପାରି ନଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
୮୬ ବର୍ଷରେ ଆଖି ବୁଜିଲେ ଭାଗବତପ୍ରେମୀ ମକରଧ୍ୱଜ ନାୟକ, ତାଙ୍କ ବିୟୋଗରେ ବଲାଙ୍ଗିରରୁ ଭାଲୁପାଲି ପର୍ଯ୍ୟନ୍ତ ଶୋକର ଛାୟା।   11-Nov-2026
  ଜିଲ୍ଲା  
ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   11-Nov-2026
  ଜିଲ୍ଲା  
ବରିଷ୍ଠ ସାମ୍ବାଦିକ ଆହତ   11-Nov-2026
  ଜିଲ୍ଲା  
ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   11-Nov-2026
  ଜିଲ୍ଲା  
ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   11-Nov-2026
  ଜିଲ୍ଲା  
ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ   11-Nov-2026
  ଜିଲ୍ଲା  
ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   11-Nov-2026
  ଜିଲ୍ଲା  
ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   10-Nov-2026
  ଜିଲ୍ଲା  
ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   10-Nov-2026
  ଜିଲ୍ଲା  
ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   10-Nov-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   10-Nov-2026
  ଜିଲ୍ଲା  
କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   10-Nov-2026

You Might Also Like