-+91-9937148622 |

prerana_bgr@rediffmail.com |

  Monday 10th August 2026 |

| | | |

R.N.I. Regd No. ODIODI/2010/46693

Breaking News

ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   (10-Aug-2026)       ||      ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   (10-Aug-2026)       ||      *ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   (10-Aug-2026)       ||      ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   (10-Aug-2026)       ||      ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   (10-Aug-2026)       ||      ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ    (10-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   (09-Aug-2026)       ||      ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ    (09-Aug-2026)       ||      ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ    (09-Aug-2026)       ||      ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   (09-Aug-2026)       ||      ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   (09-Aug-2026)       ||      ବରପାଲି ସାମ୍ବାଦିକ ସଂଘ ପକ୍ଷରୁ କର୍କଟ ରୋଗର ନିରୁପଣ ପରୀକ୍ଷା ଓ ମାଗଣା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ   (09-Aug-2026)       ||      କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା କାର୍ଯ୍ୟକାରିଣୀ ପାପଡାହାଣ୍ଡି ରେ ଅନୁଷ୍ଠିତ   (09-Aug-2026)       ||      ବିଶ୍ୱ ଆଦିବାସୀ ଦିବସ ରେ ସୁବର୍ଣ୍ଣପୁରକୁ ସ୍ୱତନ୍ତ୍ର ଉନ୍ନୟନ ପରିଷଦରେ ସାମିଲ ପାଇଁ ଦାବି   (09-Aug-2026)       ||      ଲୀଳାନାଟକ କଳାକାର ଅବିନ୍ଦ୍ର ସେଠଙ୍କ ପରଲୋକ     (09-Aug-2026)       ||      ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି ର ସାଧାରଣ ବୈଠକ    (09-Aug-2026)       ||      କ୍ଲଷ୍ଟରସ୍ତରୀୟ ସେବା ନିବୃତ୍ତ ସମ୍ମାନ ଅନୁଷ୍ଠିତ    (09-Aug-2026)       ||      ବ୍ୟକ୍ତିଗତ ସ୍ୱାର୍ଥକୁ ପାଶୋରି ଯୁବବର୍ଗ ଦେଶର ପ୍ରଗତି ରଥର ବାହକ ହେଲେ ଆମେ ବିକଶିତ ଭାରତ ଗଠନ କରିପାରିବା    (09-Aug-2026)       ||      ଅତାବିରା ବ୍ଲକ୍ ଓଷ୍ଟାର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ    (09-Aug-2026)       ||     

HOME   ଜିଲ୍ଲା

ବୌଦ୍ଧ ଜିଲ୍ଲା ସଂଗ୍ରହାଳୟର ଶୁଭାରମ୍ଭ ଜନାୁୟାରୀ ୨ରେ

08-Dec-2020



ବୌଦ୍ଧ(ମନୋରଞ୍ଜନ ମିଶ୍ର)-ଆସନ୍ତା ଜାନୁୟାରୀ ୨ ତାରିଖ ଅର୍ଥାତ ବୌଦ୍ଧ ଜିଲ୍ଲା ପ୍ରତିଷ୍ଠା ଦିବସ ଅବସରରେ ଜିଲ୍ଲା ସଂଗ୍ରହାଳୟର ଶୁଭାରମ୍ଭ କରାଯିବ ବୋଲି ଜିଲ୍ଲାପାଳ ତଥା ଜିଲ୍ଲା ସଂସ୍କୃତି ବିଭାଗ ଅଧ୍ୟକ୍ଷ ଲଲାଟେନ୍ଦୁ ମିଶ୍ର ଘୋଷଣା କରିଛନ୍ତି । ବୌଦ୍ଧର ପୂର୍ବରୁ ଥିବା କଚେରୀ କୌଠରୀରେ ଏହି ସଂଗ୍ରହାଳୟ ଆରମ୍ଭ କରାଯାଇଛି । ଏହି ସଂଗ୍ରହାଳୟର ରୂପରେଖ ଓ ଜିନିଷ ସଂଗ୍ରହ ସଂକ୍ରାନ୍ତରେ ମତ ରଖିବା ପାଇଁ ବୌଦ୍ଧ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ସ୍ଥାନୀୟ ସାର୍କିଟ ହାଉସ ଠାରେ ଅନୁଷ୍ଠିତ ହୋଇଥିଲା । ଏଥିରେ ବିଧାୟକ ପ୍ରଦୀପ କୁମାର ଅମାତ ଯୋଗ ଦେଇ ସଂଗ୍ରହାଳୟକୁ ପ୍ରାଚୀନ କୀର୍ତ୍ତିରାଜିର ଏକ ସଂଗ୍ରହାଳୟ କରିବା ପାଇଁ ସମସ୍ତଙ୍କ ସହଯୋଗ କାମନା କରିଥିଲେ । ସଂଗ୍ରହାଳୟରେ ପ୍ରଚୀନ କଳା, ଲୋକବାଦ୍ୟ, ବ୍ୟବହୃତ ଜନିଷ, କୀର୍ତ୍ତିରାଜି ଫଟୋଚିତ, ରାଜଦରବାରରେ ବ୍ୟବହୃତ ଜିନିଷ, ପ୍ରାଚୀନ ମୂର୍ତ୍ତି, ପୁସ୍ତକ, ମୂଦ୍ରା ଭଳି ଅନେକ ଲୁକ୍କାୟିତ ଜିନିଷ ଓ ବିଲୀନ ହେବାକୁ ଯାଉଥିବା ଜିନିଷ ଗୁଡିକ ସ୍ଥାନୀତ କରାଯିବ ବୋଲି ଜିଲ୍ଲାପାଳ ବୈଠକରେ ସୂଚନା ଦେଇଥିଲେ । ଚଳିତ ବର୍ଷ କୋଭିଡ କଟକଣା ଯୋଗୁଁ ସରକାର ଜିଲ୍ଲା ମହୋତ୍ସବ ପାଇଁ ଅନୁମତି ଦେଉନଥିବା ଯୋଗୁଁ ଅନ୍ୟାନ୍ୟ କାର୍ଯ୍ୟକ୍ରମ ସହ ଜିଲ୍ଲା ସଂଗ୍ରହାଳୟର ଶୁଭାରମ୍ଭ ମୁଖ୍ୟମନ୍ତ୍ରୀଙ୍କ କରକମଳରେ କରାଯିବାର ପ୍ରଚେଷ୍ଟା କରାଯାଉଛି ବୋଲି ଜିଲ୍ଲାପାଳ ସୂଚନା ଦେଇଥିଲେ ।  


News Comment




Photo in News

Advertisment
Lastest News
  ଜିଲ୍ଲା  
ନଦୀ କୂଳରୁ ମହିଳାଙ୍କ ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ   10-Aug-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ସଂରକ୍ଷଣ ବିରୋଧି ଆନ୍ଦୋଳନ ର ଜରୁରୀ ବୈଠକ   10-Aug-2026
  ଜିଲ୍ଲା  
*ପଞ୍ଜୀକରଣ ପ୍ରକ୍ରିୟା ରେ ଜଟିଳତା ର ପ୍ରତିବାଦ କରି ସୁବର୍ଣ୍ଣପୁର ରେ ଚାଷୀ ଙ୍କ ଆନ୍ଦୋଳନ ଧମକ*-   10-Aug-2026
  ଜିଲ୍ଲା  
ହଳ ଚାଷ ପାଇଁ ବଳଦ ନେଇ ଯାଉଥୁଲେ, ବାଟରେ ଚାଲିଗଲା ଜୀବନ ବିଜୁ ଏକ୍ସପ୍ରେସ୍ ୱେରେ ୧୦୮ ଆମ୍ବୁଲାନ୍ସ ଧକା ରେ ଚାଷୀ ମୃତ   10-Aug-2026
  ଜିଲ୍ଲା  
ସଙ୍କୁଳ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା   10-Aug-2026
  ଜିଲ୍ଲା  
ନାରୀ ସଶକ୍ତିକରଣର ପ୍ରତୀକ ହେଉଛନ୍ତି ସରଳା ଦେବୀ : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ   10-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
​ଜାତି ଭୁଲିଲା ନାହିଁ ନିଷ୍ଠୁର ପରିବାର; ମୁକ ନାୟକର ଅନ୍ତିମ ଯାତ୍ରାରେ ବଲାଙ୍ଗିର ସ୍ୱେଚ୍ଛାସେବୀ ସଂଗଠନ ସାଜିଲା ସାହାରା   09-Aug-2026
  ଜିଲ୍ଲା  
ପୁଇଁତଲା ବ୍ଲକ ରେ ବିଜେପି ପକ୍ଷରୁ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ   09-Aug-2026
  ଜିଲ୍ଲା  
ଗଙ୍ଗାଧରଙ୍କ କାଳଜୟୀ ସୃଷ୍ଟିରାଜି ଆମ ଓଡ଼ିଆ ଅସ୍ମିତା ଓ ଜାତୀୟ ଚେତନାର ପ୍ରତୀକ : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ   09-Aug-2026
  ଜିଲ୍ଲା  
ଏନ୍.ଇ.ଇ. ଟି ଏବଂ ଜେ.ଇ.ଇ ରେ ସଫଳତାପ୍ରାପ୍ତ ଛାତ୍ରଛାତ୍ରୀ ଙ୍କୁ ସମ୍ବର୍ଦ୍ଧନା♦️ଲକ୍ଷ୍ୟପ୍ରାପ୍ତି ପାଇଁ  ମାନସିକ ପରିଶ୍ରମ ଓ ଲଗାତାର ଉଦ୍ୟମ ଜରୁରୀ   09-Aug-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ବିଜେପି ପକ୍ଷରୁ ହରଘର ଘରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ   09-Aug-2026

You Might Also Like