-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଜିଲ୍ଲାସ୍ତରୀୟ ସମିତି ସଭ୍ୟ/ସଭ୍ୟା ମାନଙ୍କ ବୈଠକ

08-May-2023



ବାଲାଙ୍ଗୀର(ଦେବାଶିଷ ବହିଦାର): ଗତକାଲି ସ୍ଥାନୀୟ ନଟରାଜ ପେଲେସ ଠାରେ ବଲାଙ୍ଗୀର ଜିଲ୍ଲା ର ୧୪ ଗୋଟି ବ୍ଲକର ଅଧ୍ୟକ୍ଷ, ଅଧ୍ୟକ୍ଷା, ଉପଉଧ୍ୟକ୍ଷ, ଉପାଧ୍ୟକ୍ଷା ତଥା ସମିତି ସଭ୍ୟ ସଭ୍ୟା ମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଥିଲା । ଏଥିରେ ସମସ୍ତଙ୍କ ନେଇ ଏକ ଜିଲ୍ଲାସ୍ତରୀୟ ସଂଘ ଗଠନ କରାଯାଇଛି ।  ବଲାଙ୍ଗୀର ସଦର ବ୍ଲକ ସଦେଇପାଲିର ସମିତି ସଭ୍ୟ ଗୋଲାପ ବାଗ ଏଥିରେ ସଭାପତି ଭାବରେ ମନୋନୀତ ହୋଇଛନ୍ତି । ଏଥିରେ ସଂପାଦକ ଭାବରେ ବଙ୍ଗୋମୁଣ୍ଡା ବ୍ଲକ ର ମୁରଲୀଧର କୁମ୍ଭାର , ଲୋଇସିଂହା ବ୍ଲକର ଜ୍ୟୋସ୍ନାମୟୀ ନାଗ ଉପସଭାପତି, ଟିଟିଲାଗଡ଼ ବ୍ଲକର କମଳ ରଣା ଉପସଭାପତି ଭାବରେ ମନୋନୀତ ହୋଇଛନ୍ତି । ଜିଲ୍ଲାର ସମସ୍ତ ବ୍ଲକର ଅଧ୍ୟକ୍ଷ ଓ ଅଧ୍ୟକ୍ଷା ମାନେ ଏକ୍ସ ଅଫିସିଓ ମେମ୍ବର ଭାବରେ କମିଟିର ସଦସ୍ୟ ରହିବେ । ଏହାଛଡା ପ୍ରତ୍ୟେକ ବ୍ଲକର ଜଣେ ଜଣେ ବ୍ଲକ ପ୍ରତିନିଧି ଭାବରେ ମନୋନୀତ ହୋଇଛନ୍ତି । ଅନ୍ୟ ମାନଙ୍କ ମଧ୍ୟରେ ବଲାଙ୍ଗିର ବ୍ଲକ ଅଧ୍ୟକ୍ଷା ସରିତା ବାଗ, ପୁଇଁତଳା ବ୍ଳକ ଅଧକ୍ଷ ସରୋଜ ପ୍ରଧାନ, ଦେଓଗାଁ ବ୍ଲକ ଅଧ୍ୟକ୍ଷ ଦୟାନିଧି ଖମାରୀ, ମୁରିବାହଲ ବ୍ଲକ ଅଧ୍ୟକ୍ଷ ହରି ବନ୍ଧୁ ମେହେର, ଲୋଇସିଂହା ଅଧକ୍ଷ ଯତୀନ୍ଦ୍ର ପୁଟେଲ, ବେଲପଡ଼ା ବ୍ଲକ ଉପାଧକ୍ଷ ଦୁର୍ଯ୍ଯୋଧନ କୁମ୍ଭାର ପ୍ରମୁଖ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ l ଆଗାମୀ ଦିନରେ ସଂଘ ର ଦାବି ଓ ଅନ୍ୟାନ୍ୟ ସମସ୍ୟା ସମ୍ପର୍କରେ ଜିଲ୍ଲା ପ୍ରଶାସନ କୁ ଅବଗତ କରାଯିବା ପାଇଁ ନିଷ୍ପତ୍ତି ଗ୍ରହୀତ ହୋଇଥିଲା l


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026

You Might Also Like