-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   (24-Sep-2026)       ||      ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   (24-Sep-2026)       ||      * *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||     

HOME   ଜିଲ୍ଲା

ରବିବାର ଅନ୍ନପୂର୍ଣ୍ଣା ଆହାରର ବିକଳ୍ପ ହେଉ

07-May-2023



ବଲାଙ୍ଗିର(ଦେବାଶିଷ ବହିଦାର ): ପ୍ରତି ରବିବାର ଦିବା ଘ.୧୨.୩୦ମି. ସମୟରେ ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ଓ ହସ୍‌ପିଟାଲ ପରିସରରେ ରୋଗୀ ଓ ସେମାନଙ୍କର ସହାୟକ ଭାବରେ ଆସିଥିବା ବ୍ୟକ୍ତି ବିଶେଷମାନଙ୍କୁ ସହଯୋଗ ଫାଉଣ୍ଡେସନ ତରଫରୁ ଅନ୍ନପୂର୍ଣ୍ଣା ମାଧ୍ୟମରେ ୭ ମାସ ହେଲା ଭାତ ଓ ଡାଲମା ତାହା ସହିତ ବେଳେ ବେଳେ ଅନ୍ୟାନ୍ୟ ମିଷ୍ଟାନ୍ନ ବଣ୍ଟନ କରିଆସୁଛି । ଓଡିଶା ସରକାର ରବିବାର ଦିନ ଆହାର କେନ୍ଦ୍ର ବନ୍ଦ ଥିବା ବେଳେ ସହଯୋଗ ଫାଉଣ୍ଡେସନ ତରଫରୁ ନିଆଯାଇଥିବା ରବିବାର ଦିନ ଅନ୍ନପୂର୍ଣ୍ଣା ଯୋଜନା ମାଗଣାରେ ଖାଇବାକୁ ଯୋଗାଉଛି । ସେଥି ପାଇଁ ସହଯୋଗ ଫାଉଣ୍ଡେସନର କାର୍ଯ୍ୟକ୍ରମକୁ ପ୍ରଶଂସା କରିବା ସହିତ ଭବିଷ୍ୟତରେ ରବିବାର ଅନ୍ନପୂର୍ଣ୍ଣା କାର୍ଯ୍ୟକ୍ରମ ଆହାରର ବିକଳ୍ପ ହେଉ ବୋଲି ସମ୍ମାନିତ ଅତିଥି ଭାବରେ ଯୋଗଦେଇଥିବା ନନ୍ଦିଘୋଷ ଟିଭିର ବ୍ୟୁରୋ ମୁଖ୍ୟ ଦିପକ ପୁରୋହିତ ଓ ଶିବା ଆର୍ଟର ମାଲିକ ଶିବ ଶଙ୍କର ମେହେର ମତପ୍ରକାଶ କରିଥିଲେ ।  କାର୍ଯ୍ୟକ୍ରମରେ ଆପ କା ସ୍ୱାସ୍ଥ୍ୟ ଆପକା ସାଥ ଅତିଥିଗଣ ଦ୍ୱାରା ଉନ୍ମୋଚନ ହୋଇଥିଲା । ଯାହା ସହଯୋଗ ଫାଉଣ୍ଡେସନ ତରଫରୁ ଆସନ୍ତା ଶନିବାର ଦିନ ଠାରୁ ବଲାଙ୍ଗିର ବିଭୁତିପଡା ସ୍ଥିତ ପାର୍କରେ ସକାଳ ୬ଟାରୁ ୭ଟା ପର୍ଯ୍ୟନ୍ତ ସ୍ୱାସ୍ଥ୍ୟ ସମ୍ପର୍କିତ ସଚେତନତା ଜାରି ରହିବ । କାର୍ଯ୍ୟକ୍ରମରେ ସହଯୋଗ ଫାଉଣ୍ଡେସନର ସଭ୍ୟ

ତଥା ମୋଟିଭେଟର ଆର୍ତ୍ତତ୍ରାଣ ପାଢୀ, ଆପ କା ସ୍ୱାସ୍ଥ୍ୟ ଆପକା ସାଥ ବିଷୟରେ ବିଷଦ ଭାବରେ ଅବଗତ କରାଇଥିଲେ । ଅନ୍ନପୂର୍ଣ୍ଣା କାର୍ଯ୍ୟକ୍ରମକୁ ଆଜି ପାଇଁ ସହଯୋଗର ହାତ ବଢାଇଥିଲେ ଟିଟିଲାଗଡର ସମାଜସେବୀ ଅମର ଜୈନ । କାର୍ଯ୍ୟକ୍ରମରେ ପିଙ୍କି ମୋଦୀ, ପ୍ରତ୍ୟୁଷ ପୁରୋହିତ, ପ୍ରଭାତ ଶ୍ରୀବାସ୍ତବ, ରାମ ଅବତାର ଅଗ୍ରୱାଲା,  ସନ୍ତୋଷ ଲାଲା, ପୂଜା ଲାଲ, ତୁଫାନ ପାତ୍ର, ସୁଦିପ୍ତ ତ୍ରିପାଠି, ଦିପକ ଜୈନ, ଅନିଲ ମୋଦୀ,  ଶଙ୍କର ଦିପ, ଅଚ୍ୟୁତ ସାହୁ, ରାମ ନାରାୟଣ ଦାଶ, ପବନ ଅଗ୍ରୱାଲା ପ୍ରମୁଖ ସହଯୋଗ କରିଥିଲେ । କାର୍ଯ୍ୟକ୍ରମକୁ ଡ. ପଂଚାନନ ପ୍ରଧାନ ପରିଚାଳନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସିଦ୍ଧାର୍ଥ କନିଷ୍ଠ ମହାବିଦ୍ୟାଳୟରେ ଏନ.ଏସ.ଏସ ଦିବସ ପାଳିତ   24-Sep-2026
  ଜିଲ୍ଲା  
ବର୍ଷା ଯୋଗୁଁ ଘର ଉପରେ ପଡିଲା ବିରାଟ ତେନ୍ତୁଳି ଗଛ, ଅଳ୍ପକେ ବର୍ତ୍ତିଲେ ଚୈତନ ମାଝୀଙ୍କ ପରିବାର   24-Sep-2026
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026

You Might Also Like