-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   (24-Sep-2026)       ||      ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||     

HOME   ଜିଲ୍ଲା

ସାଲେଭଟା  ଚଣ୍ଡୀମନ୍ଦିର ସତସଙ୍ଗ କାର୍ଯ୍ୟକ୍ରମ 

07-May-2023



ସାଲେଭଟା (ପ୍ରେରଣା ଖବର) ବଲାଙ୍ଗିର ଜିଲ୍ଲା ଆଗଲପୁର (ଡୁଡୁକା) ବ୍ଳକ ସାଲେଭଟା  ଠାରେ ଚଣ୍ଡୀମନ୍ଦିର  ସତସଙ୍ଗ କାର୍ଯ୍ୟକ୍ରମ  ଅନୁଷ୍ଠିତ ହୋଇଛି । ମାଁ ଚଣ୍ଡୀ ସତ୍‌ସଙ୍ଗସୁଧା ର ସଭାପତି ଗିରିଧାରି ମିଶ୍ର ସଭାପତିତ୍ୱ ରେ ଅନୁଷ୍ଠିତ ପ୍ରବଚନ କାର୍ଯ୍ୟକ୍ରମରେ ପ୍ରବଚକ ଆକାରରେ ଦୟାନିଧି ଦାଶ କୁମୁଡେ ସୁରେନ୍ଦ୍ର ନାଥ ଦାଶ ବାରଗୁଡୁ ରୁ ଆସିଥିଲେ । ବିଗତ ୨୩ବର୍ଷ ହେଲା ନିରବିଛିନ୍ନ  ଭାବରେ ପ୍ରତି ମାସର ପ୍ରଥମ ରବିବାର ଦିନ ସତ୍‌ସଙ୍ଗସୁଧା ପ୍ରବଚନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଆସୁଛି । ଏଥିରେ,ବଲାଙ୍ଗିର,ସୋନପୁର,ବରଗଡ ଜିଲ୍ଲାର ବହୁଭକ୍ତ ଓ ସାଧୁ ସନ୍ଥ ଯୋଗଦାନ କରିଥିଲେ । ସଂପାଦକ ରମେଶ ଦାଶ, କୋଷାଧକ୍ଷ ମାଧବ ଡାଙ୍ଗ,ବରୁଣ ସତପଥ୍ରି,ନନ୍ଦଲାଲ ପଟେଲ, କୁନ୍ତୀ ମଟାରୀ,ଦେବରାଜ ଦିଶ୍ରୀ,ଜୟକୃଷ୍ଣ ଦିଶ୍ରୀ,ମଧୁ ପାତ୍ର,ଧୃବ ସାହୁ,ଜଗନ୍ନାଥ ପଧାନ,କୁଳମଣି ସାହୁ ,ଗାନ୍ଧୀ ପୁଟେଲ,ସର୍ବେଶ୍ୱର ମେହେର,ଭିମ ସାହୁ ,ବରୁଣ ଶତପଥି,ସଞ୍ଜୁ ଦାଶ,ରମେଶ ଦାଶ, ଗିରିଧାରି ମିଶ୍ର,ନନ୍ଦଲାଲ ପଟେଲ,ଆନନ୍ଦ ପଟ୍ଟନାୟକ,ହୃଷିକେଶ ନାଏକ,ପ୍ରକାଶ ଦିଶ୍ରୀ,ଟିକେଶ୍ୱର ସାହୁ,ବିକ୍ରମ ପଧାନ,ମନବେଧ କଦମ,ଶଶିଭୁଷଣ ମିଶ୍ର,ଲିଙ୍ଗରାଜ ଦିଶ୍ରୀ,ମକାରୁ ପଧାନ,ସୁଦାମ ବାରିକ,ରାଘବ ମେଲ୍ଲୀ,ନୀଳ ପୁଟେଲ,ଉତ୍‌ତର ମିଶ୍ରୀ,ଗୈାରାଙ୍ଗ ସାହୁ,ବିଶ୍ୱ ପଧାନ,ହରିବୋଲ ସାହୁ,ଟୁନୁ କରନ,ଯୋଗଦାନ କରିସହଯୋଗ କରିଥିଲେ ।
 


News Comment




Photo in News

Advertisment
Lastest News
  ଜିଲ୍ଲା  
* *ସାହାଣୀ କପ୍ ଫୁଟବଲ୍ ଦ୍ୱିତୀୟ ଦିଵସ ପ୍ରଥମ ମ୍ୟାଚ୍ ବରଗଡ଼ ଦଳ ୪-୦ ରେ ଵିଜୟୀ , ଦ୍ୱିତୀୟ ମ୍ୟାଚ ୧-୧ ଗୋଲ ସ୍କୋର ହୋଇ ଉଭୟ ଦଳ ଦଳ କୁ ୧-୧- ପଏଣ୍ଟ ମିଳିଛି* -   24-Sep-2026
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026

You Might Also Like