-+91-9937148622 |

prerana_bgr@rediffmail.com |

  Sunday 28th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ    (28-Jun-2026)       ||      ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   (28-Jun-2026)       ||      ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ    (28-Jun-2026)       ||      *ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   (28-Jun-2026)       ||      ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   (28-Jun-2026)       ||      ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   (28-Jun-2026)       ||      ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   (28-Jun-2026)       ||      ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା    (27-Jun-2026)       ||      ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   (27-Jun-2026)       ||      ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   (27-Jun-2026)       ||      ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ♦️ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   (27-Jun-2026)       ||      ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ    (27-Jun-2026)       ||      ମୋଟୁରେ ଅବ୍ୟବହୃତ ହୋଇ ପଡ଼ିଛି ସରକାରୀ ଆମ୍ବୁଲାନ୍ସ ♦️ସୀମାନ୍ତ ଅଞ୍ଚଳ ମୋଟୁରେ ସରକାରୀ ଆମ୍ବୁଲାନ୍ସ ଥିଲେ ମଧ୍ୟ ଏହାର ବ୍ୟବହାର ବହୁତ କମ୍   (27-Jun-2026)       ||      ସ୍କୁଲ ପାଠ୍ୟପୁସ୍ତକରେ ବିଭ୍ରାଟ ସଂପର୍କରେ ଆଲୋଚନା ଚକ୍ର   (27-Jun-2026)       ||      ବରପାଲି ମହାବିଦ୍ୟାଳୟ ଯୁବ ରେଡକ୍ରସ ଶାଖା ପକ୍ଷରୁ ଏଡ଼ସ୍ ସଚେତନତା ଶିବିର   (27-Jun-2026)       ||      ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   (27-Jun-2026)       ||      ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   (27-Jun-2026)       ||      ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   (27-Jun-2026)       ||      ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ    (27-Jun-2026)       ||      ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||     

HOME   ଜିଲ୍ଲା

ବେଆଇନ ମହୁଲ ଜବତ, ଜଣେ ଗିରଫ

07-May-2023



ବୀରମହାରାଜପୁର, (ବିନୋଦ ପାଣ୍ଡେ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନ ଅନ୍ତର୍ଗତ ବଡ଼ମାଳ ଗ୍ରାମରେ ଅବକାରୀ ବିଭାଗ ଚଢ଼ାଉ କରି ବେଆଇନ ଭାବେ ଗଚ୍ଛିତ ଥିବା ମହୁଲ ଜବତ କରିବା ସହ ଜଣକୁ ଗିରଫ କରିଥିବା ଜଣାଯାଇଛି। ସୂଚନା ମୁତାବକ, ଆଜି ବୀରମହାରାଜପୁର ଅବକାରୀ ବିଭାଗ କୈାଣସି ସୁତ୍ରରୁ ଖବର ପାଇ ବଡ଼ମାଳ ଗ୍ରାମର ବେଆଇନ ଭାବେ ମହୁଲ ଗଚ୍ଛିତ ରଖିଥିବା ଖବର ପାଇ ଏକ ଟିମ ମନୁ ମହାକୁର ଘରେ ଚଢାଉ କରିଥିଲେ। ଉକ୍ତ ଘରୁ ବେଆଇନ ଭାବେ ୧୨ କୋଇଣ୍ଟାଳ  ମହୁଲ ଜବତ କରିଥିବା ବେଳେ ମନୁ ମହାକୁର କୁ ଗିରଫ କରି ଥିଲେ। ଅବକାରୀ କେସ ୨୧ ରେ ଏକ ମାମଲା ରୁଜୁ କରି ଉକ୍ତ ବ୍ୟକ୍ତି ଙ୍କୁ କୋର୍ଟ ଚାଲାଣ କରାଯାଇଛି। ଏଥିରେ ଏସ ଆଇ ସୁମିତ୍ରା ହେମ୍ବ୍ରମ, ଏ ଏସ ଆଇ ଚିତ୍ତରଞ୍ଜନ ଦାଶ, କନେଷ୍ଟବଳ ଗୋପାଳ ଝାଙ୍କର, ସୀତାରାମ ପଧାନ,ଉରଭୀ ମାଝୀ ପ୍ରମୁଖ ଚଢ଼ାଉ ରେ ସାମିଲ ହୋଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାରେ ପୋଲିଓ ଟୀକାକରଣ ଅଭିଯାନ ଆରମ୍ଭ   28-Jun-2026
  ଜିଲ୍ଲା  
ବିନିକା:ସ୍ମାର୍ଟ ଲାଇବ୍ରେରୀକୁ ପୂରିଲା ୪ବର୍ଷ ୧୫ଦିନ,ପ୍ରଶାସନର ଅଣଦେଖା   28-Jun-2026
ଗୁରୁ ଭଗବାନ ସାହୁ ରାଜ୍ୟସ୍ତରୀୟ ଜୟନ୍ତୀ ମହୋତ୍ସବ ଅନୁଷ୍ଠିତ   28-Jun-2026
  ଜିଲ୍ଲା  
*ଦେଶ ରେ ୪୦ କୋଟି ଲୋକ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ କ୍ଷେତ୍ରରେ ନିଯୁକ୍ତି ପାଉଛନ୍ତି*- *କୌଳିକ ବୃତ୍ତି ର ବିକାଶ ଓ ଲୋକ ଙ୍କ ଆୟ ବୃଦ୍ଧି ହେବ - *ବିଧାୟକ*   28-Jun-2026
  ଜିଲ୍ଲା  
ଶାହୁଜୀ ମହାରାଜାଙ୍କ ଜୟନ୍ତୀ ଏବଂ ନବସେତୁ ଓ୍ଵେବ ପୋର୍ଟାଲ ଉଦଘାଟିତ   28-Jun-2026
  ଜିଲ୍ଲା  
ଶାନ୍ତି ପଡ଼ା (ଟାଇଗର୍ କ୍ଲବ) ଠାରେ ବରିଷ୍ଠ ନାଗରିକ ମାନଙ୍କ ପାଇଁ ମାଗଣା ସ୍ଵାସ୍ଥ୍ୟ ସେବା ଶିବିର   28-Jun-2026
  ଜିଲ୍ଲା  
ଜାମଗୁଡା ରେ କ୍ଷତ୍ରିୟ ଧାକଡ ସମାଜ ଜିଲ୍ଲା ସମ୍ମିଳନୀ   28-Jun-2026
  ଜିଲ୍ଲା  
ହାଇସ୍କୁଲ ସାର୍ଟିଫିକେଟ୍ ଏବଂ ସିବିଏସଇ ବୋର୍ଡ ପରୀକ୍ଷାରେ ୨୧୧ ଜଣ A1 ଗ୍ରେଡ଼ ପାଇଥିବା ମେଧାବୀ ଛାତ୍ରଛାତ୍ରୀ ଙ୍କୁ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ବର୍ଦ୍ଧନା   27-Jun-2026
  ଜିଲ୍ଲା  
ସୁଜାତା ଙ୍କୁ ସାକ୍ଷାତ କରି ସ୍ୱାଗତ ଜଣାଇଲେ ଗିରିରାଜ   27-Jun-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ମଣ୍ଡି ରେ ପଡ଼ିଛି ଧାନ ବିଜେଡ଼ି ର ବିକ୍ଷୋଭ ପ୍ରଦର୍ଶନ   27-Jun-2026
  ଜିଲ୍ଲା  
ଶିକ୍ଷା ରୋଜଗାର ଭିତ୍ତି ନ ହେଲେ ଦେଶର ଭବିଷ୍ୟତ ଅନ୍ଧକାର ହେବ♦️ ସମଗ୍ର ସ୍କୁଲ କଲେଜ ସରକାର ଚଳାନ୍ତୁ ନଚେତ ଆନ୍ଦୋଲନ ହେବ- ନରସିଂହ   27-Jun-2026
  ଜିଲ୍ଲା  
ଜ଼ିଲ୍ଲା ବରିଷ୍ଠ ନାଗରିକ ସଂଘ ଦ୍ୱାରା ମହିଳା ସଭ୍ୟ ସ୍ୱାଗତ ସମାରୋହ   27-Jun-2026

You Might Also Like