-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ    (24-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||     

HOME   ଜିଲ୍ଲା

ବିନିକା ଶୀତଳଷଷ୍ଠୀ ମହୋତ୍ସବ ପାଇଁ ବର ଓ କନ୍ୟା ପିତାମାତା ଚୂଡାନ୍ତ

07-May-2023



ବିନିକା(ହିମାଂଶୁ ଶେଖର ପୁଟେଲ)ଚଳିତ ମାସ ୨୨ରୁ ୨୫ତାରିଖ ପର୍ଯ୍ୟନ୍ତ  ବିନିକା ରଥପଡା ବିଶେଶ୍ୱର ମନ୍ଦିର ଠାରେ ଅନୁଷ୍ଟିତ ହେବାକୁ ଥିବା ଶୀତଳଷଷ୍ଠୀ ମହୋତ୍ସବ ପାଇଁ ଦେବଦେବ ମହାଦେବ ଓ ପାର୍ବତୀ ଦେବୀଙ୍କ ପିତାମାତା ଚୂଡାନ୍ତ ହୋଇଥିବା ବେଳେ ମହୋତ୍ସବ ପରିଚାଳନା ନେଇ ନୂତନ କମିଟି ଗଠିତ ହୋଇଯାଇଛି ।ଏଥିରେ ସଭାପତି ଭାବେ ପୂର୍ଣ୍ଣଚନ୍ଦ୍ର ମେହେର,କାର୍ଯ୍ୟକାରୀ ସଭାପତି ଅଜିତ ସାମନ୍ତରାୟ,ଉପସଭାପତି ସନ୍ତୋଷ ମହାକୁର,ସମ୍ପାଦକ ଚରଣ ମେହେର,ସହ ସମ୍ପାଦକ ସମ୍ବିତ ନେପାକ ମନୋନୀତ ହୋଇଥିବା ବେଳେ ଉପଦେଷ୍ଟା ମଣ୍ଡଳୀରେ ସୁଧାଂଶୁ ଶେଖର ଦାଶ,ମାନଗୋବିନ୍ଦ ମେହେର,ଶୀତଳ ମହାକୁର,ଅଶୋକ ପଟ୍ଟନାୟକ,ପଞ୍ଚାନନ ମେହେର, ହରିଭକ୍ତ ମେହେର,ଡମ୍ବରୁଧର ମେହେର,ଜୟଦେବ ରାଉତ,କୃଷ୍ଣଚନ୍ଦ୍ର ସାହୁ,ଉମାବଲ୍ଲଭ ଷଡ଼ଙ୍ଗୀ,ନାରାୟଣ ପାଢ଼ୀ,ଦୀନବନ୍ଧୁ ବାଘ, ଗୋପାଳଜି ବାରିକ,ସକ୍ରିୟ ସଦସ୍ୟ ଭାବେ ସନ୍ତୋଷ ସାହୁ,ବିଜୟ ସାମଲ,ଭୁବନେଶ୍ୱର ପାତ୍ର,ସଚିତାନନ୍ଦ ନେଗୀ,ବିକାଶ ମହାନ୍ତି,କୃଷ୍ଣଚନ୍ଦ୍ର କୁମ୍ଭାର ପ୍ରମୁଖ ରହିଛନ୍ତି ।ସେହିପରି ଶିକ୍ଷକ ଅନନ୍ତ କୁମାର ପଣ୍ଡା ଓ ତାଙ୍କ ଧର୍ମପତ୍ନୀ ପ୍ରଭାସିନୀ ପଣ୍ଡା ବିଶେଶ୍ୱର ବାବାଙ୍କ ପିତାମାତା ଦାୟିତ୍ଵ ତୁଲାଉଥିବା ବେଳେ ମାଁ ପାର୍ବତୀ ଦେବୀଙ୍କ ପିତାମାତା ଭାବେ ପ୍ରକାଶ କୁମାର ଅଗ୍ରୱାଲ(ବିଟୁ)ଓ ତାଙ୍କ ଧର୍ମପତ୍ନୀ ନୀତୁ ଅଗ୍ରୱାଲ ଦାୟିତ୍ଵ ନିର୍ବାହ କରିବେ। ଏହି ଅବସରରେ ପ୍ରଭୁ ଶିବଙ୍କୁ ପୁଅ ରୂପେ ପାଇବା ନେଇ ଅନନ୍ତ ଓ ପ୍ରଭାସିନୀ ବେଶ ଖୁସିରେ ଆତ୍ମହରା ହୋଇ କେଉଁ ଜନ୍ମର ସିକୃତି ଯୋଗୁଁ ଆମ୍ବେ ସ୍ବାମୀ ସ୍ତ୍ରୀ ଦୁହେଁ ଦେବ ଦେବ ମହାଦେବଙ୍କ ପିତାମାତା ହେବାର ସୁଯୋଗ ପାଇଁଛୁ ।ତେଣୁ ତାଙ୍କର ଅପାର କରୁଣା ଆମ ପ୍ରତି ରହିବ ବୋଲି ପ୍ରକାଶ କରିଥିଲେ ।ସେହିପରି ଭାଗ୍ୟରେ ଥିଲେ ପାର୍ବତୀ ମାଁ ଙ୍କୁ ଝିଅ ରୂପେ ପାଇବା ଆମ ପାଇଁ ସୌଭାଗ୍ୟ ବୋଲି ପାର୍ବତୀଙ୍କ ପିତାମାତା ପ୍ରକାଶ ଓ ନୀତୁ କହିଛନ୍ତି । ଝିଅ ବାହାଘର ପାଇଁ ଯାହା ଦରକାର ତାହା ଦେବାର ବ୍ୟବସ୍ଥା ଏବଂ ବିବାହ ଉତ୍ସବକୁ ଯେପରି ବନ୍ଧୁବାନ୍ଧବ ଓ ଶ୍ରଦ୍ଧାଳୁ ଭକ୍ତ ଉପସ୍ଥିତି ରହି ଦେବାଦେବୀଙ୍କ ଆଶୀର୍ବାଦ ନେବେ ସେନେଇ ପ୍ରୟାସ କରାଯାଇଛି । ବିଗତ ବର୍ଷ ଭଳି ଏଥର ମଧ୍ୟ ଶିବ ପାର୍ବତୀଙ୍କ ବିବାହ ଉତ୍ସବ ଜାକଜମକରେ ପାଳନ ନେଇ ସବୁ ପ୍ରକାର ଉଦ୍ୟମ କରାଯାଇଛି ବୋଲି କମିଟି ସୂତ୍ରରୁ ପ୍ରକାଶ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଚାର ଜାର୍‌ରେ ଗଞ୍ଜେଇ ଚାଲାଣ ଯୋଜନା ପଣ୍ଡ ବଲାଙ୍ଗୀର ସହର ପୋଲିସର ଚଢ଼ାଉ, ୩୭ କେଜି ୬୫୦ ଗ୍ରାମ ଗଞ୍ଜେଇ ଜବତ; ୨ ଗିରଫ   24-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026

You Might Also Like