-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ    (24-Sep-2026)       ||      ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   (24-Sep-2026)       ||      ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   (24-Sep-2026)       ||      ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||     

HOME   ଜିଲ୍ଲା

କାର ଓ ବାଇକ୍ ସହ ୫୦କେଜି ଗଞ୍ଜେଇ, ଜବତ୍ 

07-May-2023



ବୌଦ୍ଧ/କଣ୍ଟାମାଳ: ଘଣ୍ଟାପଡା ଥାନା ପୁଲିସ ପକ୍ଷରୁ ୫୦ ଗଞ୍ଜେଇ ସମେତ ଗୋଟିଏ ବାଇକ୍ ଏବଂ ଏକ କାର ଜବତ କରାଯାଇଛି  l ସୂଚନାମତେ, ଗଞ୍ଜେଇ ଚୋରା ଚାଲାଣ ହେଉଥିବା ବିଷୟରେ ଏକ ବିଶ୍ୱସ୍ତ ସୂତ୍ର ଆଧାରରେ ଥାନାଧିକାରୀ ଗଣନାଥ ଥନାପତି ଖବର ପାଇ ସଦଳବଳେ  ପେଟ୍ରୋଲିଂ କରୁଥିଲେ l ଖୁଣ୍ଟିଗୋରା ପଞ୍ଚାୟତ ଅନ୍ତର୍ଗତ କଳରାକୋଠା ଛକ ନିକଟରେ ସନ୍ଦେହରେ ଗାଡି ଯାଞ୍ଚ କରିଥିଲେ l ପୋଲିସକୁ ଦେଖି ବାଇକ୍ ଏବଂ କାର ଚାଳକ ଦୁହେଁ ଫେରାର ହୋଇଥିଲେ l ତଦନ୍ତ କରିବାରୁ କାର ଭିତରୁ ଗଞ୍ଜେଇ ବାହାରିଥିଲା l ପୋଲିସ ଗଞ୍ଜେଇ ସମେତ ବାଇକ ଏବଂ କାର ଜବତ କରି ଥାନାକୁ ଆଣିଛି l ସୁଜୁକି ବାଇକ ନଂ. (ଓଡି ୩୧ଡି ୩୭୯୯) ଲେଖାଥିବା ବେଳେ ଏହା ନକଲି ନମ୍ବର ପ୍ଲେଟ ବୋଲି ଜଣାପଡିଛି ସେହିପରି ଏକ ଟୟୋଟା କୋଲାର କାର ନଂ. (ସିଜି ୧୦ଏଫଏ ୮୭୭୨) ଜବତ ହୋଇଥିବା ବେଳେ ଗାଡି ଭିତରୁ ଏକ ନକଲି ନଂବର ପ୍ଲେଟ (ଓଡ଼ି ୦୨ସିଏଫ ୮୭୭୨) ବାହାରିଥିଲା ଏବଂ ଓଡିଶା ସରକାରଙ୍କ ଦ୍ୱାରା ପ୍ରଦତ୍ତ ଏକ ସ୍ମାର୍ଟ ସ୍ୱାସ୍ଥ୍ୟ କାର୍ଡ ମଧ୍ୟ ମିଳିଛି l କାର୍ଡରେ ରବିନାରାୟଣ ଦୀପ ବୋଲି ଉଲ୍ଲେଖ ରହିଛି l ତେବେ କାର ଗାଡିର ମାଲିକ କନ୍ଧମାଳ ଜିଲ୍ଲା ବାଲିଗୁଡା ଥାନା ଅଞ୍ଚଳର ରବିନାରାୟଣ ଦୀପ ବୋଲି ପୋଲିସ ସୂଚନା ଦେଇଛି l ଜବତ ଗଞ୍ଜେଇର ପରିମାଣ ୫୦କେଜି ହୋଇଥିବା ବେଳେ ଆନୁମାନିକ ମୂଲ୍ୟ ୪ଲକ୍ଷ ୨୦ହଜାର ହେବ ବୋଲି ଜଣାପଡିଛି l ଏନେଇ କେସ ନଂ ୩୯/୨୩ ରେ ଏକ ମାମଲା ରୁଜୁ କରାଯାଇ ଅଧିକ ତଦନ୍ତ ଜାରି ରଖିଥିବା ଥାନାଧିକାରୀ ଶ୍ରୀ ଥନାପତି ସୂଚନା ଦେଇଛନ୍ତି l ପେଟ୍ରୋଲିଂ ସମୟରେ ଏଏସଆଇ ପ୍ରଦୀପ କୁମାର ବେହେରା, କନଷ୍ଟେବଳ ଶଶାଙ୍କ ଶେଖର ସାହୁ, ହୋମଗାର୍ଡ ଗିରିଶ ଚନ୍ଦ୍ର କହଁର, ଜଳେଶ୍ୱର କୁମ୍ଭାର, ବସନ୍ତ କୁମ୍ଭାର, ସୁଶାନ୍ତ ମଲିକ ଓ ବିଶ୍ୱଜିତ ପୁଟା ସାମିଲ ଥିଲେ l

(କଣ୍ଟମାଳରୁ ସତ୍ୟ ବିଭାରଙ୍କ ରିପୋର୍ଟ)


News Comment




Photo in News

Advertisment
Lastest News
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ରେ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ   24-Sep-2026
  ଜିଲ୍ଲା  
ଗଭୀର ଅବପାତ ଉପକୂଳ ଅତିକ୍ରମ କରିଛି ; ସମନ୍ୱିତ ପ୍ରୟାସ ଓ ପ୍ରସ୍ତୁତିମୂଳକ ପଦକ୍ଷେପ ସହ ରାଜ୍ୟରେ ପରିସ୍ଥିତି ଉପରେ ନିରନ୍ତର ନଜର   24-Sep-2026
  ଜିଲ୍ଲା  
ପୁଣି ପିସି ପ୍ରସଙ୍ଗ : ଥାନାରେ ମାମଲା ଯୋଗାଣବିଭାଗରେ ପିସି କୁ ନେଇ ପାଟିତୁଣ୍ଡ !   24-Sep-2026
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026

You Might Also Like