-+91-9937148622 |

prerana_bgr@rediffmail.com |

  Saturday 27th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   (27-Jun-2026)       ||      ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   (27-Jun-2026)       ||      ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   (27-Jun-2026)       ||      ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ    (27-Jun-2026)       ||      ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   (26-Jun-2026)       ||      ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା    (26-Jun-2026)       ||      ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ    (26-Jun-2026)       ||      *ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ଜିଲ୍ଲାସ୍ତରୀୟ ନିଶା ଅପବ୍ୟବହାର ଓ ଅବୈଧ କାରାବାର ନିରୋଧ ଦିବସ -୨୦୨୬ ଅନୁଷ୍ଠିତ   (26-Jun-2026)       ||      *ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   (26-Jun-2026)       ||      ପିଏମ୍ ଶ୍ରୀ ହାଇସ୍କୁଲ ପରିଦର୍ଶନ କଲେ ବିଡିଓ   (26-Jun-2026)       ||      ଡୁଙ୍ଗୁରିପାଲି ଥାନା ପୋଲିସ ପକ୍ଷରୁ ବରିଷ୍ଠ ନାଗରିକଙ୍କ ପରିଚୟ ପତ୍ର ପ୍ରଦାନ ଉତ୍ସବ କାର୍ଯ୍ୟକ୍ରମ ଅନୁଷ୍ଠିତ   (26-Jun-2026)       ||      ଭାରସାମ୍ୟ ହରାଇ ଘର ଭିତରେ ପଶିଲା ଟ୍ରକ, ଅଳ୍ପକେ ବର୍ତ୍ତିଲେ ପରିବାର; ଘର ନଷ୍ଟ, ଯାତାୟାତ ବାଧାପ୍ରାପ୍ତ   (26-Jun-2026)       ||      ବରପାଲି ଗୋଷ୍ଟି ସ୍ଵାସ୍ଥ୍ୟ କେନ୍ଦ୍ରରେ ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ ତମ ଜନ୍ମଦିବସ ଅବସରରେ ଫଳ ବଣ୍ଟନ   (26-Jun-2026)       ||      ଲୋଇସିଂହାରେ ମିଶନ ଶକ୍ତି ସୁଭଦ୍ରା ମେଳା ଅନୁଷ୍ଠିତ    (26-Jun-2026)       ||      ୨୮୦ ବ୍ୟାଗ୍ ଡିଏପି ସାର ଜବତ   (26-Jun-2026)       ||     

HOME   ଜିଲ୍ଲା

ପଛୁଆ ବର୍ଗ ସର୍ଭେକୁ କୁଳତା ସମାଜର ସ୍ୱାଗତ, ସମେସ୍ତ ସାମିଲ ପାଇଁ କଲେ ଅପିଲ , ସମୟସୀମା ବୃଦ୍ଧି ଦାବି I

08-May-2023



ସମ୍ବଲପୁର, (ସଂଜୀବ ପାଣିଗ୍ରାହୀ )
ରାଜ୍ୟରେ ଆରମ୍ଭ ହୋଇଛି ପଛୁଆ ବର୍ଗଙ୍କ ସର୍ଭେ I ମେ ୧ ତାରିଖ ଠାରୁ ଆରମ୍ଭ ହୋଇଥିବା ଏହି ସର୍ଭେ ଆଗାମୀ ୨୭ ତାରିଖ ପର୍ଯ୍ୟନ୍ତ ଚାଲିବ I ୨୭ ଦିନ ଧରି ଚାଲିବାକୁ ଥିବା ଏହି ସର୍ଭେରେ ମେ ୧ ରୁ ୨୦ ତାରିଖ ପର୍ଯ୍ୟନ୍ତ ସବୁ ଅଞ୍ଚଳରେ ସର୍ଭେ କରାଯିବ ।ଏହାପରେ ମେ ୨୧ ତାରିଖରୁ ୨୭ ତାରିଖ ପର୍ଯ୍ୟନ୍ତ ସ୍ବତନ୍ତ୍ର ଡ୍ରାଇଭ୍ କରାଯିବ I ତେବେ ଉଭୟ ଅନଲାଇନ୍ ଏବଂ ଅଫଲାଇନ୍ ଜରିଆରେ ହେଉଥିବାଏହି ପଛୁଆ ବର୍ଗ ସର୍ଭେକୁ ସମ୍ବଲପୁର କୁଲତା ସମାଜ ପକ୍ଷରୁ ସ୍ୱାଗତ କରାଯାଇଛି I ଆଜି ଏନେଇ ଏକ ବୈଠକ ସ୍ଥାନୀୟ ରାମଚଣ୍ଡୀ ସେବା ସଦନ ଠାରେ ସମାଜର ସଭାନେତ୍ରୀ ଯଶୋବନ୍ତି ନାୟକଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା I ବରିଷ୍ଠ ସଦସ୍ୟ ଜଟା ଭୂଷଣ ସାହୁଙ୍କ ପରିଚାଳନା ରେ ଅନୁଷ୍ଠିତ ଏହି ବୈଠକରେ ପଛୁଆ ବର୍ଗ ଙ୍କ ଏହି ସର୍ଭେକୁ ସ୍ୱାଗତ କରାଯାଇ ସମାଜର ସମସ୍ତେ ଏହି ସର୍ଭେରେ ସାମିଲ ହେବାକୁ ଅପିଲ କରାଯାଇଥିଲା I ଏହା ସହିତ ଚଳିତ ଗ୍ରୀଷ୍ମ ପ୍ରବାହ, କେତେକ ଅଞ୍ଚଳରେ ଚାଷୀ ରବି ଫସଲ ଅମଳରେ ବ୍ୟସ୍ତକୁ ଦୃଷ୍ଟିରେ ରଖି ସରକାର ଏହି ସର୍ଭେ ସମୟ ସୀମାକୁ ଅନୁନ୍ୟ ୧୫ ଦିନ ବୃଦ୍ଧି କରିବାକୁ ଦାବି ହୋଇଥିଲା I ଆଜିକାର ଏହି ବୈଠକରେ ସାଧାରଣ ସମ୍ପାଦକ ଦେବତ୍ତମ ପ୍ରଧାନ, କାର୍ଯ୍ୟକାରୀ ସଭାପତି କୃପାସିନ୍ଧୁ ଖମାରୀ, ଅଭିରାମ ଖମାରୀ, ଚୂଳଧର ପ୍ରଧାନ,ଦେବୀ ପ୍ରସାଦ ଭୋଇ, ଦୟାନିଧି ବିଶ୍ୱାଳ, ଦେବଦତ୍ତ ସାହୁ, କ୍ଷୀରୋଦ ପ୍ରଧାନ,ଅକ୍ଷୟ ପ୍ରଧାନ, ସୂର୍ଯ୍ୟ ପ୍ରଧାନ, ରଂଜିତ ପ୍ରଧାନ, ଭବାନୀ ଶଙ୍କର ପ୍ରଧାନ, ଦେବ ବାରିକ, ସରୋଜ ସାହୁ ଆଲୋଚନାରେ ଅଂଶଗ୍ରହଣ କରି ମତାମତ ଉପସ୍ଥାପନ କରିଥିଲେ I ପରିଶେଷରେ ଲଷ୍ମଣ ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲେ I


News Comment




Photo in News

Advertisment
Lastest News
  ରାଜ୍ୟ  
ବିଧାୟକଙ୍କ ତାଗିଦକୁ କର୍ମାଚାରୀଙ୍କ ବେଖାତିର   27-Jun-2026
  ଜିଲ୍ଲା  
ବରଗଡ଼ ଜିଲ୍ଲା ବିଜେପି କୃଷକ ମୋର୍ଚ୍ଚା ନୂତନ ଜିଲ୍ଲା କମିଟି ଘୋଷିତ । ଦଳୀୟ କର୍ମୀଙ୍କ ମହଲ ରେ ଖୁସିର ଲହରୀ।   27-Jun-2026
  ଜିଲ୍ଲା  
ସୂଚନା ଅଧିକାର ତଥ୍ୟ କହୁଛି...... ଡୁଙ୍ଗୁରିପାଲି ବ୍ଲକ ସରକାରୀ କାର୍ଯ୍ୟାଳୟ ଓ କର୍ମଚାରୀ ବାସଗୃହରେ ଚାରି ବର୍ଷରେ ରକ୍ଷଣାବେକ୍ଷଣ ଓ ମରାମତିରେ ୯୦ଲକ୍ଷ ସ୍ବାହା   27-Jun-2026
  ଜିଲ୍ଲା  
ହନୁମାନ ବାଟିକାରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ଜନ୍ମଦିନ ପାଳନ   27-Jun-2026
  ଜିଲ୍ଲା  
ଚୁଡାପାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ନୂତନ କୋଠା ନିର୍ମାଣ କାର୍ଯ୍ୟ ଶୀଘ୍ର ଆରମ୍ଭ ନିମନ୍ତେ ସ୍ୱାସ୍ଥ୍ୟ ମନ୍ତ୍ରୀ ଙ୍କ ସହ ଆଲୋଚନା   26-Jun-2026
  ଜିଲ୍ଲା  
ନିଶା ନିବାରଣ ଓ ଯୁବତୀ ଚାଲାଣ ବନ୍ଦ ପାଇଁ ସଚେତନତା ସଭା   26-Jun-2026
  ଜିଲ୍ଲା  
ନାବାର୍ଡ ସହାୟତାରେ କୁତିଣ୍ଡା ୱାଡି ପ୍ରକଳ୍ପର ୫୨୨ ଚାଷୀଙ୍କୁ ୩ ଲକ୍ଷ ଟଙ୍କାର ଲାଭାଂଶ ବଣ୍ଟନ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ କୁ ଗସ୍ତ କଲେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ, ଶୁଭ ଉଦଘାଟନ କଲେ ଗୋଷ୍ଠୀ କେନ୍ଦ୍ର ସହ ଅନ୍ୟାନ୍ୟ ପ୍ରକଳ୍ପ   26-Jun-2026
  ଜିଲ୍ଲା  
*ସୋନପୁର ରେ ଶତ ପ୍ରତିଶତ ସଫଳ ହେଲା ସ୍ୱତନ୍ତ୍ର ସଘନ ସଂଶୋଧନ (SIR ) କାର୍ଯ୍ଯ କ୍ରମ*–   26-Jun-2026
  ଜିଲ୍ଲା  
*ହାର୍ଟ ଅପରେସନ୍ ସଫଳ ହେଲା - ସ୍ୱପ୍ନେଶ୍ୱର ଙ୍କ ସ୍ବପ୍ନ ସାକାର ହେଲା* *ଜିଲ୍ଲାପାଳ ଙ୍କୁ କୃତଜ୍ଞତା ଜଣାଇଲା ପରିବାର*-   26-Jun-2026

You Might Also Like