-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   (24-Sep-2026)       ||      କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   (24-Sep-2026)       ||      *ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||     

HOME   ଜିଲ୍ଲା

ଜୁନିୟର ରେଡକ୍ରସ ତରଫରୁ ବିଶ୍ୱ ରେଡକ୍ରସ ଦିବସ ପାଳିତ

08-May-2023



ବଲାଙ୍ଗିର(ଦେବାଶିଷ ବହିଦାର ): ବଲାଙ୍ଗିର ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ଜିଲ୍ଲା ଶିକ୍ଷା ଅଧିକାରୀ ଧୃବ ଚରଣ ବେହେରାଙ୍କ ତତ୍ତ୍ୱାବଧାନରେ ଜୁନିୟର ରେଡକ୍ରସ ସୋସାଇଟି ତରଫରୁ ବିଶ୍ୱ ରେଡକ୍ରସ ଦିବସ ପାଳିତ ହୋଇଯାଇଛି । ସମ୍ମାନିତ ଅତିଥି ଭାବରେ ଅତିରିକ୍ତ ଶିକ୍ଷାଧିକାରୀ କେଶବ ମେହେର ଯୋଗ ଦେଇ ଏ ବର୍ଷର ବିଷୟବସ୍ତୁ କୌଣସି

ଭେଦଭାବ ନ ରଖି ଲୋକଙ୍କୁ ସାହାଯ୍ୟ କରିବା ସମ୍ପର୍କରେ କହିବା ସହ ସ୍ୱାସ୍ଥ୍ୟ ସେବା ଓ ବିଶ୍ୱ ବନ୍ଧୁତା ଯୋଗୁଁ ରେଡକ୍ରସ ବିଶ୍ୱବିଦିତ, ଅନ୍ୟ ସମ୍ମାନିତ ଅତିଥି ଭାବରେ ଜିଲ୍ଲା ଜୁନିୟର ରେଡକ୍ରସ ସଂପାଦକ ଅନ୍ତର୍ଯ୍ୟାମି ବିଶ୍ୱାଲ ଯୋଗ ଦେଇ ରେଡକ୍ରସ ଦିବସ ପାଳିବାର ଉଦ୍ଦେଶ୍ୟ ଜ୍ଞାପନ କରିଥିଲେ । ଜିଲ୍ଲା ଜୁନିୟର ରେଡକ୍ରସ ଅଫିସର ସୁବାଷ ଚନ୍ଦ୍ର ପଟେଲ ଆଗାମୀ ଦିନରେ ଜିଲ୍ଲା ଜୁନିୟର ରେଡକ୍ରସ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରିବା ପାଇଁ କାଉନସିଲରମାନଙ୍କୁ ଆହ୍ୱାନ ଦେଇଥିଲେ । ପରେ ବାଳିକା ଉଚ୍ଚ ବିଦ୍ୟାଳୟ ସମ୍ମୁଖରେ ପଥିକମାନଙ୍କୁ ଅଂଶୁଘାତ ପ୍ରତି ସଚେତନତା କରାଯିବା ସହିତ ଦହି ପାଣି ବଣ୍ଟନ କରାଯାଇଥିଲା । କାର୍ଯ୍ୟକ୍ରମକୁ ରାଜ୍ୟ ସାଧନ କର୍ମୀ ବିକାଶ ରଂଜନ ସାହୁ ପରିଚାଳନା କରିଥିବା

ବେଳେ ଟାଉନ ବାଳିକା ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନରେନ୍ଦ୍ର ନାଥ ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମରେ କାଉନସିଲର ଦିଗାମ୍ବର ନାଏକ, ରବିନ୍ଦ୍ର ଠେଟୁଆଲ, ରାମ ନାରାୟଣ ଦାଶ, ରଂଜିତ ମିଶ୍ର, ପ୍ରଭାକର ଛନ୍ଦ, ଡୁଲେଶ୍ୱର ବାରିକ,  ରଂଜିତା ମିଶ୍ର, ଅରୁନ୍ଧତି ବଢେଇ, ଟୁନିତା ସାହୁ, ସୁରେନ୍ଦ୍ର ନାଏକ, ସଦାନନ୍ଦ ବାଘ, କୃଷ୍ଣଚନ୍ଦ୍ର ବାଗ, ସୁନିତା ପାଣିଗ୍ରାହୀ, ଝୁନିତା ଭୋଇ, ଟିକେ ଜାଲ ପ୍ରମୁଖ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜୀବନ ସହ ସଂଘର୍ଷ କରୁଛନ୍ତି କିଡନୀ ରୋଗରେ ପୀଡିତ ସ୍ୱତାମ୍ବର ♦️ଉତ୍ତମ ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ   24-Sep-2026
  ଜିଲ୍ଲା  
କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୬ ସିଜନ-୦୬ ର ଫାଇନାଲ୍ ରାଉଣ୍ଡ ପ୍ରତିଯୋଗୀ ଚୟନ ପ୍ରକ୍ରିୟା ସମାପନ । ବରଗଡ ର ଶ୍ରାବ୍ୟା ସାନଭି ପଧାନ ବେଷ୍ଟଅଫ୍ ପିକ୍ ଘୋଷିତ   24-Sep-2026
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026

You Might Also Like