-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   (24-Sep-2026)       ||      *ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||     

HOME   ରାଜନୀତି

କେନ୍ଦୁପତ୍ର ତୋଳାଳୀ, ବନ୍ଧାଳୀ,ଅସ୍ଥାୟୀ କର୍ମଚାରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ  ଙ୍କ ଦ୍ୱାରା ୧୧୧ କୋଟି ସହାୟତା ଘୋଷଣା,ମୁଖ୍ୟମନ୍ତ୍ରୀଙ୍କୁ କୃତଜ୍ଞତା ଜ୍ଞାପନ କଲେ ରାଜ୍ୟସଭା ସାଂସଦ 

08-May-2023



ବଲାଙ୍ଗିର(ପ୍ରେରଣା ଖବର):.କେନ୍ଦୁପତ୍ର ହିତାଧିକାରୀ ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଦ୍ବିତୀୟ ପର୍ଯ୍ୟାୟରେ ୧୧୧ କୋଟି ଟଙ୍କାର ସହାୟତା ଘୋଷଣା କରିଛନ୍ତି । ୨୦୨୨ ଫସଲ ବର୍ଷ ପାଇଁ ଏହି ସହାୟତା ମିଳିବ। ପୂର୍ବରୁ ପ୍ରଥମ ପର୍ଯ୍ୟାୟରେ ୮୩ କୋଟି ଟଙ୍କାର ସହାୟତା ହିତାଧିକାରୀଙ୍କ ବ୍ୟାଙ୍କ ଖାତାରେ ସିଧାସଳଖ ଜମା କରାଯାଇଛି ।ଦୁଇଟି ପର୍ଯ୍ୟାୟକୁ ମିଶାଇ କେନ୍ଦୁପତ୍ର ହିତାଧିକାରୀମାନେ ୧୯୪ କୋଟି ଟଙ୍କାର ସହାୟତା ପାଇବେ, ଯାହା କି ଗୋଟିଏ ଫସଲ ବର୍ଷରେ ଏକ ସର୍ବକାଳୀନ ରେକର୍ଡ। ରାଜ୍ୟ ସରକାରଙ୍କ ଏହି ଘୋଷଣା ଦ୍ବାରା ୮ ଲକ୍ଷରୁ ଅଧିକ କେନ୍ଦୁପତ୍ର ହିତାଧିକାରୀ ଉପକୃତ ହେବେ। ୭.୭୫ ଲକ୍ଷ କେନ୍ଦୁପତ୍ର ତୋଳାଳୀ ଏବଂ ୪୦ ହଜାର ବନ୍ଧାଳୀ ଓ ସିଜିନାଲ ଷ୍ଟାଫଙ୍କୁ ଏହି ସହାୟତା ମିଳିବ।ପ୍ରତ୍ୟେକ ତୋଳାଳୀଙ୍କୁ ଏକ ହଜାର ଟଙ୍କାର ଆର୍ଥିକ ସହାୟତା ସହିତ ପାଣିବୋତଲ ଓ ଚପଲ ପାଇଁ ଯଥାକ୍ରମେ ୨୦୦ ଓ ୧୬୦ ଟଙ୍କା ମିଳିବ। ସେହିପରି ପ୍ରତ୍ୟେକ ବନ୍ଧାଳୀ ଓ ସିଜିନାଲ ଷ୍ଟାଫଙ୍କୁ ଆର୍ଥିକ ସହାୟତା ଭାବରେ ୧୫୦୦ ଟଙ୍କା ଦିଆଯିବ।କେନ୍ଦୁପତ୍ର ସଂଗ୍ରହ ହେଉଥିବା ରାଜ୍ୟର ୨୨ଟି ଜିଲ୍ଲା ମଧ୍ୟରୁ ଝାରସୁଗୁଡା ବ୍ୟତୀତ ଅନ୍ୟ ସମସ୍ତ ଜିଲ୍ଲାର ହିତାଧିକାରୀମାନେ ଏହି ସହାୟତା ପାଇବେ । ନିର୍ବାଚନ ଆଚରଣ ବିଧି ଉଠିବା ପରେ ଝାରସୁଗୁଡାର ହିତାଧିକାରୀମାନଙ୍କୁ ଏହି ସହାୟତା ମିଳିବ. ସୂଚନାଯୋଗ୍ୟ ଯେ ପ୍ରଥମ ପର୍ଯ୍ୟାୟରେ ହିତାଧିକାରୀ ମାନଙ୍କୁ ୮୩ କୋଟି ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। କେନ୍ଦୁପତ୍ର ହିତାଧିକାରୀ ମାନେ, ଯେଉଁମାନେ କି ମୁଖ୍ୟତଃ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ଅଟନ୍ତି, ସେମାନଙ୍କ ଜୀବନଧାରଣ ମାନର ଉନ୍ନତିରେ ଏହି ଘୋଷଣା ସହାୟକ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ଏଭଳିଆ ଲୋକମଙ୍ଗଳକାରି ଯୋଜନା, ଶ୍ରମିକ କଲ୍ୟାଣକାରି କାର୍ଯ୍ୟକ୍ରମ ବିଶେଷକରି ଗରିବ ଖଟିଖିଆ ଆଦିବାସୀ ଦଳିତ ବର୍ଗ ର ଦୃଢ଼ ସଶକ୍ତିକରଣ ଯୋଜନା କୁ ରାଜ୍ୟସଭା ସାଂସଦ ନିରଞ୍ଜନ ବିଶି ସ୍ୱାଗତ କରିବା ସହିତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କୁ କୃତଜ୍ଞତା ଜଣାଇଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଘର ଭିତରେ ପଶିଲା ଜଙ୍ଗଲୀ ଭାଲୁ, -ଘଉଡ଼ାଇଲେ ବନ କର୍ମଚାରୀ*   24-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026

You Might Also Like