-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ବିନିକା ବ୍ଲକ କାର୍ଯ୍ୟାଳୟ ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର, ବିଭିନ୍ନ ୩0 ଅଭିଯୋଗ ଦରଖାସ୍ତ ଗ୍ରହଣ 

08-May-2023



ସୁବର୍ଣ୍ଣପୁର(ମନୋରଞ୍ଜନ ତ୍ରିପାଠୀ ): ଆଜି ସୁବର୍ଣ୍ଣପୁର ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ବିନିକା ବ୍ଲକ ସଭାଗୃହ ଠାରେ  ଅନୁଷ୍ଠିତ ହୋଇଯାଇଛି l ଜିଲ୍ଲାପାଳ ସୂର୍ଯ୍ୟନାରାୟଣ ଦାଶ ଓ ଆରକ୍ଷୀ ଅଧିକ୍ଷକ ଅମରେଶ ପଣ୍ଡା ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଓ ସମସ୍ୟା ନିହିତ ୩0 ଗୋଟି ଅଭିଯୋଗ ଦରଖାସ୍ତ ଗ୍ରହଣ କରିଥିଲେ l ତନ୍ମଧ୍ୟରେ ବ୍ୟକ୍ତିଗତ ଦରଖାସ୍ତ ୨୪ ଗୋଟି,  ସାମୁହିକ ଦରଖାସ୍ତ ୬ ଗୋଟି ରହିଥିବା ସୂଚନା ପ୍ରଦାନ କରାଯାଇଛି l ତନ୍ମଧ୍ୟରୁ ୫ ଗୋଟି ଅଭିଯୋଗ ର ତୁରନ୍ତ ସମାଧାନ ହୋଇଥିବା ବେଳେ ଗ୍ରହଣ କରାଯାଇଥିବା ଅନ୍ୟ ସମସ୍ତ ଅଭିଯୋଗ ଦରଖାସ୍ତ କୁ ସମ୍ପୃକ୍ତ ବିଭିନ୍ନ ବିଭାଗୀୟ ଅଧିକାରୀଙ୍କ ଦ୍ୱାରା ନିର୍ଦ୍ଧିଷ୍ଟ ସମୟ ମଧ୍ୟରେ ତୁରନ୍ତ ସମାଧାନ ନିମନ୍ତେ ପ୍ରେରଣ କରାଯାଇଛି l ଗୋଷ୍ଠୀ ଉନ୍ନୟନ ଅଧିକାରୀ, ବିନିକା ବ୍ୟାସଦେବ ବେହେରାଙ୍କ ତତ୍ୱାବଧାନରେ ଅଦ୍ୟ ଅନୁଷ୍ଠିତ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ରେ ମୁଖ୍ୟ ଉନ୍ନୟନ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ନିହାର ରଞ୍ଜନ କଁହର , ଉପଜିଲ୍ଲାପାଳ ସୋନପୁର ଡ଼ଃ ଇପ୍ସିତା ପ୍ରିୟଦର୍ଶିନୀ ମିଶ୍ର, ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ଦିପ୍ତୀରେଖା ନନ୍ଦ, ଅଧିକ୍ଷଣ ଯନ୍ତ୍ରୀ ଆର ଡବ୍ଲୁ ଏସ ଏସ ଇଂ ବିଭୂପ୍ରସାଦ ପଣ୍ଡା, ଜିଲ୍ଲା ଯୋଗାଣ ଅଧିକାରୀ ସୁରେଶ ପାଣିଗ୍ରାହୀ, ଜି ଏମ ଡି ଆଇ ସି ବଳଭଦ୍ର ନାୟକ,ସ୍ୱାସ୍ଥ୍ୟ ଅଧିକାରୀ, ବିନିକା ସିଏଚସି ଡ଼. ସତ୍ୟନାରାୟଣ ପାଣିଗ୍ରାହୀ , ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ଗୋବିନ୍ଦ ବଲ୍ଲଭ ଷଡ଼ଙ୍ଗୀ, ଜିଲ୍ଲା ପଞ୍ଚାୟତ ଅଧିକାରୀ ଅର୍ଜୁନ ମାଝୀ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ରେଣୁବାଳା ଦାଶ, ଉପ ଶ୍ରମ ନିର୍ଦେଶକ ଡିଲେଶ୍ୱର ଖାକା, ତହସିଲଦାର ବିନିକା- ମୁକ୍ତେଶ୍ଵର ପାଣିଗ୍ରାହୀ ସମେତ ଅନ୍ୟାନ୍ୟ ଜିଲ୍ଳା ସ୍ତରୀୟ ଅଧିକାରୀ, ବ୍ଲକସ୍ତରୀୟ କର୍ମଚାରୀ, ସାମ୍ବାଦିକ ବୃନ୍ଦ ପ୍ରମୁଖ ଯୋଗଦାନ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like