-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ରାଜ୍ୟ ଆଦିବାସୀ ଉର୍ନ୍ନୟନ ସମବାୟ ନିଗମ ସଭାପତି ଚମେଲି ଓରାମଙ୍କ ଜମନକିରା ବ୍ଲକ ଗସ୍ତ I

08-May-2023



ସମ୍ବଲପୁର, (ସଂଜୀବ ପାଣିଗ୍ରାହୀ)
ରାଜ୍ୟ ଆଦିବାସୀ ଉର୍ନ୍ନୟନ ସମବାୟ ନିଗମ ସଭାପତି ଚମେଲି ଓରାମ ଆଜି ସମ୍ବଲପୁର ଜ଼ିଲ୍ଲା ଜମନକିରା ବ୍ଲକ କୁଲୁଣ୍ଡି ପଞ୍ଚାୟତ ଗସ୍ତ କରିଥିଲେ I ଏହି ଅବସରରେ ଶ୍ରୀମତୀ ଓରାମ ସ୍ୱୟଂ ସହାୟକ ଗୋଷ୍ଠୀ ଜରିଆରେ ତେନ୍ତୁଳି କିଣାର ସମୀକ୍ଷା କରିଥିଲେ I କୁଲୁଣ୍ଡି ପଞ୍ଚାୟତର ଗୌଡ଼ପାଲିରେ ଥିବା ଏସ୍. ଏଲ୍ ଶୀତଳ ଭଣ୍ଡାରରେ ଜ଼ିଲ୍ଲାର ସମସ୍ତ ବ୍ଲକ ଏହି ତେନ୍ତୁଳି ଗୁଡିକ ମହଜୁଦ ରଖାଯାଉଛି I ଆଜିକାର ଏହି ଗସ୍ତ କାର୍ଯ୍ୟକ୍ରମ ସମୟରେ ଆଦିବାସୀ ଉର୍ନ୍ନୟନ ସମବାୟ ନିଗମ ସମ୍ବଲପୁର ଶାଖା ପରିଚାଳକ ରମାକାନ୍ତ ଜେନାଙ୍କ ସମେତ ଆଦିବାସୀ ଉର୍ନ୍ନୟନ ସମବାୟ ନିଗମ ନିର୍ଦେଶକ ଜଗଦିଶ ମୁଣ୍ଡାରୀ, ଓଏଲଏମ୍ ଡେପୁଟି ସିଓଓ ଶ୍ରୀମନ୍ତ ହୋତା, ଅଭିଷେକ ବୋଡାଡ଼େ, ଚର୍ଚ୍ଚିତା ପଣ୍ଡା, ଓଏଏସ୍ ଶିକ୍ଷା ନବିସ ସୋନାଲି ପଟ୍ଟନାୟକ, ମନୋଜ ମହନ୍ତ, ସ୍ୱାଧୀନ ମେହେର, କ୍ଷେତ୍ର ନିରିକ୍ଷକ ବାୟା ମାରାଣ୍ଡି ପ୍ରମୁଖ ଉପସ୍ଥିତ ଥିଲେ I ରାଜ୍ୟ ସରକାରଙ୍କ ଆଦିବାସୀ ଉର୍ଣ୍ଣୟନ ବିଭାଗ ଶାଖା ପରିଚାଳକ ଶ୍ରୀ ଜେନା  ଜ଼ିଲ୍ଲାରେ ବନ୍ୟ ଜାତ ଦ୍ରବ୍ୟ ସଂଗ୍ରହ କରିବାରେ ସମଗ୍ର ରାଜ୍ୟରେ ବେଶ ପ୍ରଶଂସନୀୟ କାର୍ଯ୍ୟ କରୁଛନ୍ତି ବୋଲି ସମବାୟ ନିଗମ ସଭାପତି ଚମେଲି ଓରାମ ପ୍ରକାଶ କରିଛନ୍ତି I ଏହି ତେନ୍ତୁଳି କିଣା ସ୍ୱୟଂ ସହାୟିକା ଗୋଷ୍ଠୀ ସହିତ ବନ ସୁରକ୍ଷା ସମିତି, ବନ୍ଧନ ସ୍ୱୟଂ ସହାୟିକା ଗୋଷ୍ଠୀ ଏବଂ ପ୍ରଡୁସର କମ୍ପାନୀ ଜରିଆରେ ହେଉଛି I


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like