-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ନବରଙ୍ଗପୁରରେ  ବିଶ୍ୱ ରେଡ଼କ୍ରସ ଦିବସ ପାଳନ 

08-May-2023



ନବରଙ୍ଗପୁର(ମିହିର ଶଙ୍କର ପାତ୍ର):  ଜିଲ୍ଲାସ୍ତରୀୟ ବିଶ୍ୱ ରେଡ଼କ୍ରସ ଦିବସ  ଆଜି ନବରଙ୍ଗପୁର ଜିଲ୍ଲା ସଦରମହକୁମା ମିଶନ ଶକ୍ତି ସଭା ଗୃହରେ ପାଳନ ହୋଇଯାଇଛି। ଏହି ଅବସରରେ ନବରଙ୍ଗପୁର ଜିଲ୍ଲାପାଳ ଡ଼ଃ କମଳ ଲୋଚନ ମିଶ୍ରଙ୍କ ଦ୍ୱାରା ବିଶ୍ୱ ରେଡ଼କ୍ରସର ପତିଷ୍ଠାତା ହେନେରୀ ଡୁନାଣ୍ଟ ଙ୍କ ଫୋଟ ଚିତ୍ରରେ ପୂଜ୍ୟ ପୂଜା ପୂର୍ବକ ଶ୍ରଦ୍ଧା ସୁମନ ଅର୍ପଣ କରି ଉକ୍ତ କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିଥିଲେ।  ଏହି ମହାନ ଦିବସ ପାଳନ ଅବସରରେ ଜିଲ୍ଲାପାଳ ଡ଼ଃ ମିଶ୍ର କହିଲେ ଯେ, ଜିଲ୍ଲାରେ ରକ୍ତ ର ଅଭାବ ନ ହେବା ପାଇଁ ନିୟମିତ ବ୍ୟବଧାନରେ ରକ୍ତଦାନ  ଶିବିରର ଆୟୋଜନ କରାଯାଉ ବୋଲି ମତ ପ୍ରଦାନ କରିଥିଲେ l ରକ୍ତଦାନ ଏକ ମହତ ପୁଣ୍ୟ କାମ  ଅସମୟରେ ଅମୂଲ୍ୟ ଜୀବନକୁ ବଞ୍ଚାଇ ପୁଣ୍ୟ ଅର୍ଜନ କରିବା ଠାରୁ କୌଣସି ବଡ କାମ ଦୁନିଆରେ ନାହିଁ। ଜିଲ୍ଲାପାଳ ପୁଣି କହିଥିଲେ ଯେ, ଜାତି ଧର୍ମ, ବର୍ଣ ନିର୍ବିଶେଷରେ ସବୁଠି ସାମ୍ୟବାଦର ସମନ୍ୱୟ କଥନ ପ୍ରତିପାଦନ  କରିବା ହିଁ ରେଡ଼କ୍ରସର ଆଦର୍ଶ । ଦୁଃଖୀ ଦରିଦ୍ରଙ୍କ ସେବା ମାଧ୍ୟମରେ ସମାଜରେ ସମସ୍ତ ମାନବକୁ ସମାନ ଦୃଷ୍ଟିରେ ଦେଖିବା ଆମର ଦାଇତ୍ଵ। ନିଜ ଜୀବନକୁ ଇଚ୍ଛାକୃତ ଭାବେ ସମାଜର ସ୍ୱାର୍ଥ ଓ ସେବା ପାଇଁ ନିୟୋଜିତ କରିଥିବା ଦରଦୀ ମଣିଷର ଅନୁଷ୍ଠାନ ହେଉଛି ରେଡ଼କ୍ରସ । ବିଶେଷ କରି ଜିଲ୍ଲାରେ ଥିବା ବିଭିନ୍ନ ରାଜନୈତିକ ଦଳ, ବେସରକାରୀ ଅନୁଷ୍ଠାନ, ସଂସ୍ଥା, କ୍ଳବ ମାନଙ୍କ ମାଧ୍ୟମରେ କିଭଳି ଅଧିକରୁ ଅଧିକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜନ କରି ଆବଶ୍ୟକ ରକ୍ତ ସଂଗ୍ରହ କରି ରକ୍ତ ଭଣ୍ଡାରରେ ସୁରକ୍ଷିତ ରଖିବା ପାଇଁ ଆନୁସଙ୍ଗିକ ବ୍ୟବସ୍ଥା ଯୋଗାଇ ଦେବା ପାଇଁ  ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀଙ୍କୁ ପରାମର୍ଶ ଦେଇଥିଲେ। ଏହି ଅବସରରେ ଜିଲ୍ଲାପାଳ ଡଃ ମିଶ୍ର ଉପସ୍ଥିତ ଥିବା ସମସ୍ତ ପଦାଧିକାରୀ ମାନଙ୍କୁ ଜିଲ୍ଲା ରେଡକ୍ରସ ପାଣ୍ଠିକୁ ସ୍ଵେଚ୍ଛାକୃତ ଭାବେ କିଛି ଅର୍ଥ ଆଦାୟ କରିବା ପାଇଁ ପରାମର୍ଶ ଦେଇଥିଲେ l ଏହି ଅବସରରେ ଜିଲ୍ଲା ରେଡକ୍ରସ ପାଣ୍ଠିର ଧାର୍ଯ୍ୟ ଲକ୍ଷ୍ୟ ପୂରଣ କରିଥିବା ପଦାଧିକାରୀ ମାନଙ୍କୁ ମାନପତ୍ର ଦେଇ ସମ୍ମାନୀତ କରିଥିଲେ l ଏହି ସବୁ କାର୍ଯ୍ୟକ୍ରମରେ  ଅନ୍ୟ ମାନଙ୍କ ମଧ୍ୟରେ ନବରଙ୍ଗପୁର ଜିଲ୍ଲା ଅତିରିକ୍ତ ମୁଖ୍ୟ ଚିକିତ୍ସା ଅଧିକାରୀ ଡ଼ଃ  ବେହେରା, ଅତିରିକ୍ତ ଜିଲ୍ଲାପାଳ ଭାସ୍କର ରଇତ, ଜିଲ୍ଲା ଜରୁରୀକାଳୀନ ଅଧିକାରୀ ନିର୍ମଳ କୁମାର ନାୟକ, ଜିଲ୍ଲା

ଲୋକସମ୍ପର୍କ ଅଧିକାରୀ  ହଳଧର ନିହାଲ, ଜିଲ୍ଲା ପ୍ରକଳ୍ପ ଅଧିକାରୀ, ହିମାଂଶୁ ଶେଖର ପଟନାୟକ , ନବରଙ୍ଗପୁର ଜିଲ୍ଲାର  ସମସ୍ତ ତହସିଲଦାର, ଗୋଷ୍ଠୀ ଉନ୍ନୟନ ଅଧିକାରୀ, ଜିଲ୍ଲା ଶିକ୍ଷା ଅଧିକାରୀ  ପ୍ରଦୀପ ନାଗ, ଜିଲ୍ଲା ସାମାଜ ମଙ୍ଗଳ ଅଧିକାରୀ ସ୍ଵର୍ଣ୍ଣଲତା ବିଶ୍ବାସ ଙ୍କ ସହିତ ଜିଲ୍ଲାର ଜିଲ୍ଲା ସ୍ତରୀୟ ଅଧିକାରୀ, ଅଧ୍ୟାପିକା ଚନ୍ଦନା ପଣ୍ଡା, ସମରେଶ ଗନ୍ତାୟତ, ଆଦିତ୍ୟ ବିକ୍ରମ ତ୍ରିପାଠୀ, ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର , ନୀଳକଣ୍ଠ ରାଜୁ, ଅରୁଣ କୁମାର ବେହେରା, ସନ୍ଦୀପ ନାୟକ, ଅଭିନାଶ ପାତ୍ର, ରୀନାରାଣୀ ପାତ୍ର, ମୋବିନା ସୁଲତାନା, ସହିଦ ଅକତାର ପ୍ରମୁଖ ଉପସ୍ଥିତ ଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like