-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିରରେ ଜିଲ୍ଲାସ୍ତରୀୟ ବିଶ୍ଵ ରେଡକ୍ରସ ଦିବସ ପାଳିତ –ରେଡକ୍ରସ କୁ ଆହୁରି କ୍ରିୟାଶୀଳ କରିବାକୁ ଗୁରୁତ୍ଵାରୋପ

08-May-2023



ବଲାଙ୍ଗିର(ଦେବାଶିଷ ବହିଦାର): ଭାରତୀୟ ରେଡକ୍ରସ ସୋସାଇଟି ବଲାଙ୍ଗିର ଶାଖା ଓ ଜିଲ୍ଲା ପ୍ରଶାସନ ଆନୁକୁଲ୍ୟରେ ଆଜି ଜିଲ୍ଲାସ୍ତରୀୟ ବିଶ୍ଵ ରେଡକ୍ରସ ଦିବସ ପାଳିତ ହୋଇଯାଇଛି ।

ଜିଲ୍ଲାସ୍ତରୀୟ ବିଶ୍ଵ ରେଡକ୍ରସ ଦିବସ ପାଳନ ଉପଲକ୍ଷେ  ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲ ଠାରେ ଅତିରିକ୍ତ ଜିଲ୍ଲାପାଳ ଲମ୍ବୋଦର ଧରୁଆ ମୁଖ୍ୟ ଅତିଥି ଭାବେ ଯୋଗଦେଇ  ରେଡକ୍ରସ ପତାକା ଉତ୍ତୋଳନ କରିଥିଲେ ଓ ରେଡକ୍ରସ ଦିବସର ଶପଥ ପାଠ କରାଇଥିଲେ  । ପରେ ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲ ସ୍ଥିତ ରକ୍ତ

ଭଣ୍ଡାର ଠାରେ ଏକ ରକ୍ତଦାନ ଶିବିର ର ଆୟୋଜନ କରାଯାଇଥିଲା । ଏହି ରକ୍ତଦାନ ଶିବିରକୁ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ  ଧରୁଆ ଉଦଘାଟନ କରିବା ସହ ନିଜେ ପ୍ରଥମେ ରକ୍ତଦାନ କରିଥିଲେ । ଜିଲ୍ଲା କ୍ରୀଡା ଅଧିକାରୀ ପାରାଶର ବାଗ ମଧ୍ୟ ରକ୍ତଦାନ କରିଥିଲେ ।   ଏହି ରକ୍ତଦାନ ଶିବିରରେ ୧୭ ୟୁନିଟ ରକ୍ତ ସଂଗ୍ରହ କରାଯାଇଥିଲା ।ଏହି କାର୍ଯ୍ୟକ୍ରମରେ ମେଡିକାଲ ଅଧିକ୍ଷକ ଡ଼ ମାନସୀ ପଣ୍ଡା, ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ କୁବେର ଚନ୍ଦ୍ର ମହନ୍ତ, ଅତିରିକ୍ତ  ମେଡିକାଲ ଅଧିକ୍ଷକ ଡ଼ ପ୍ରଭାତ କୁମାର ରଥ, ଜିଲ୍ଲା ଜରୁରୀକାଳୀନ ଅଧିକାରୀ ତଥା ଭାରତୀୟ ରେଡକ୍ରସ ସୋସାଇଟି ବଲାଙ୍ଗିର ଶାଖାର ସମ୍ପାଦକ ଶୁଭସ୍ମିତା ମିଶ୍ର, ସୂଚନା ଓ ଲୋକ ସମ୍ପର୍କ ବିଭାଗର ଉପ ନିର୍ଦ୍ଦେଶକ ଜୟଦେବ ପାଣିଗ୍ରାହୀ ପ୍ରମୁଖ ଉପସ୍ଥିତ ଥିଲେ । ଜିଲ୍ଲାର ବିଭିନ୍ନ ସ୍ଥାନରୁ ରକ୍ତଦାତା ମାନେ ଆସି ରକ୍ତଦାନ କରିଥିଲେ । ପରେ ଜିଲ୍ଲା ସ୍ତରୀୟ ବିଶ୍ଵ ରେଡକ୍ରସ ଦିବସ ପାଳନ ଉପଲକ୍ଷେ ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲ ସ୍ଥିତ ସମ୍ମିଳନୀ କକ୍ଷ ଠାରେ ଏକ ସଚେତନତା ସଭା ଅନୁଷ୍ଠିତ ହୋଇଥିଲା । ଏହି ସଭାରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଧରୁଆ ମୁଖ୍ୟ ଅତିଥି ଭାବେ ଯୋଗଦେଇ ରେଡକ୍ରସ ର ପ୍ରତିଷ୍ଠାତା ହେନେରୀ ଡୁନାଣ୍ଟ ଙ୍କ ଫୋଟୋଚିତ୍ର ରେ ମାଲ୍ୟାର୍ପଣ କରି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ । ସଚେତନତା ସଭାରେ ଉଦବୋଧନ ଦେଇ ମୁଖ୍ୟ ଅତିଥି ଶ୍ରୀ ଧରୁଆ ରେଡକ୍ରସ ମାନବ ସେବା ପାଇଁ ଉତ୍ସର୍ଗୀକୃତ ଏବଂ ରେଡକ୍ରସ ସ୍ଵେଚ୍ଚାସେବୀ ମାନେ ମହାମାରୀ ,ପ୍ରାକୃତିକ ବିପର୍ଯ୍ୟୟ ,ଦୁର୍ଘଟଣା ଇତ୍ୟାଦି ସମୟରେ ସ୍ଵେଚ୍ଚାକୃତ ଭାବେ ମାନବ ସେବାରେ ନିଜକୁ ନିସ୍ଵାର୍ଥପର ଭାବେ ନିଯୋଜିତ କରିଥାନ୍ତି । ଜିଲ୍ଲାରେ ରେଡକ୍ରସ କୁ ଆହୁରି କ୍ରିୟାଶୀଳ କରିବାକୁ ସେ ଗୁରୁତ୍ଵାରୋପ କରିଥିଲେ  । ସଭାରେ ଅନ୍ୟମାନଙ୍କ ମଧ୍ୟରେ ପାଟଣାଗଡ ଉପ ଜିଲ୍ଲାପାଳ ଡ଼ ବିଜୟାନନ୍ଦ ସେଠୀ,  ଭାରପ୍ରାପ୍ତ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ କୁବେର ଚନ୍ଦ୍ର ମହନ୍ତ, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ସୁରେଶ କୁମାର ନାଏକ ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ବିଶ୍ଵ ରେଡକ୍ରସ ଦିବସ ପାଳନ ର ତାତ୍ପର୍ଜ୍ୟ , ପୃଷ୍ଠଭୂମି ଓ ରେଡକ୍ରସ ର ୭ ଗୋଟି ସିଦ୍ଦାନ୍ତ ସମ୍ପର୍କରେ ଆଲୋଚନା କରିବା ସହ ରେଡକ୍ରସ ସୋସାଇଟି ର ଆଜୀବନ ସଦସ୍ୟ ବୃଦ୍ଧି କରିବା ଦିଗରେ ଉଦ୍ୟମ କରିବା କୁ ପରାମର୍ଶ ଦେଇଥିଲେ । ସଭାରେ ଜିଲ୍ଲା ଜରୁରୀକାଳୀନ ଅଧିକାରୀ ତଥା ଭାରତୀୟ ରେଡକ୍ରସ ସୋସାଇଟି ବଲାଙ୍ଗିର ଶାଖାର ସମ୍ପାଦକ ଶୁଭସ୍ମିତା ମିଶ୍ର ବିଶ୍ଵ ରେଡକ୍ରସ ଦିବସ ପାଳନର ତାତ୍ପର୍ଜ୍ୟ, ରେଡକ୍ରସ ର ପ୍ରତିଷ୍ଠାତା ହେନେରୀ ଡୁନାଣ୍ଟ ଙ୍କ ସେବା ଓ ତ୍ୟାଗ ସମ୍ପର୍କରେ ଆଲୋକପାତ କରିବା ସହ ବଲାଙ୍ଗିର ଜିଲ୍ଲାରେ ରେଡକ୍ରସ ତରଫରୁ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ କାର୍ଯ୍ୟକ୍ରମ ଓ ସହାୟତା ସମ୍ପର୍କରେ ବିବରଣୀ ଉପସ୍ଥାପନ କରିଥିଲେ । ସଭାରେ ଦେଓଗାଁ ତହସିଲଦାର ଯୁଗଲ ବିଶ୍ଵାଳ, ୟୁଥ୍ ରେଡକ୍ରସ ସଂଯୋଜକ ଡ଼ ଦୈତାରୀ ପୁଝାରୀ ,ପାଟଣାଗଡର ଓକିଲ ଇନ୍ଦୁଭୂଷଣ ଠାକୁର,

ରେଡକ୍ରସ ସ୍ଵେଚ୍ଚାସେବୀ ରାମନାରାୟଣ ଦାସ, ରବି ଚନ୍ଦ୍ର ପଶାୟତ,ଦିବ୍ୟସ୍ମିତା ସାହୁ ରେଡକ୍ରସ ଦିବସର ତାତ୍ପର୍ଜ୍ୟ ତଥା ରେଡକ୍ରସ ସ୍ଵେଚ୍ଚାସେବୀ ମାନଙ୍କ ଭୂମିକା ସମ୍ପର୍କରେ ମତାମତ ଉପସ୍ଥାପନ କରିଥିଲେ । ବଲାଙ୍ଗିର ଜିଲ୍ଲାରେ ୨୦୨୨ -୨୩ ଆର୍ଥିକ ବର୍ଷରେ ରେଡକ୍ରସ ପାଣ୍ଠି ବୃଦ୍ଧି ନିମନ୍ତେ ଉଲ୍ଲେଖନୀୟ ଅବଦାନ ପାଇଁ ଜିଲ୍ଲା ଅବକାରୀ ବିଭାଗ ଓ ଜିଲ୍ଲା କାର୍ୟାଳୟ ଅନ୍ତର୍ଗତ ନ୍ୟାୟିକ ବିଭାଗକୁ ଅତିଥି ମାନେ ପ୍ରସଂଶା ପତ୍ର ଓ ଟ୍ରଫି ପ୍ରଦାନ କରି ସମ୍ମାନିତ କରିଥିଲେ । ଜିଲ୍ଲାସ୍ତରୀୟ ବିଶ୍ଵ ରେଡକ୍ରସ ଦିବସ ପାଳନ ଉପଲକ୍ଷେ ଅନୁଷ୍ଠିତ ରକ୍ତ ଦାନ ଶିବିର ରେ ରକ୍ତଦାନ କରିଥିବା ରକ୍ତଦାତା ମାନଙ୍କୁ ସଭାରେ ପ୍ରସଂଶା ପତ୍ର ପ୍ରଦାନ କରାଯାଇଥିଲା । ଶେଷରେ ଜିଲ୍ଲା ଜରୁରୀକାଳୀନ ଅଧିକାରୀ ତଥା ଭାରତୀୟ ରେଡକ୍ରସ ସୋସାଇଟି ବଲାଙ୍ଗିର ଶାଖାର ସମ୍ପାଦକ ଶୁଭସ୍ମିତା ମିଶ୍ର ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ । ସଭାରେ ବିଭିନ୍ନ ଜିଲ୍ଲା ସ୍ତରୀୟ ଅଧିକାରୀ ,ତହସିଲଦାର ,ରେଡକ୍ରସ ସ୍ଵେଚ୍ଚାସେବୀ ଓ ବିଭିନ୍ନ ଅନୁଷ୍ଠାନର କର୍ମକର୍ତ୍ତା ମାନେ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like