-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ପାଞ୍ଚମାସ ନ ପୁରୁଣୁ ଫାଟ ସୃଷ୍ଟିହେଲା କଂକ୍ରିଟ ରାସ୍ତା, ସ୍ପଷ୍ଟ ଯେ ଠିକାଦାର ଓ ସରକାରୀ ଅଧିକାରୀଙ୍କ ମଧ୍ୟରେ ମଧୁଚନ୍ଦ୍ରିକା

08-May-2023



ଲୋଇସିଂହା, (ପ୍ରେରଣା ଖବର) ରାଜ୍ୟ ସରକାର ଗ୍ରାମାଞ୍ଚଳ ଲୋକ ମାନଙ୍କ ଯାତାୟାତ ର ସୁବିଧା ପାଇଁ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚକରି ନିର୍ମାଣ କରୁଛନ୍ତି କଂକ୍ରିଟ ରାସ୍ତା । କିନ୍ତୁ ଠିକାଦାର ଓ ସରକାରୀ ଅଧିକାରୀଙ୍କ ମଧୁଚନ୍ଦ୍ରିକା ଯୋଗୁଁ ରାସ୍ତାର ଦୀର୍ଘାୟୁ କମିକମି ଯାଉଥିବା ବେଲେ ଠିକାଦାର ଓ ସରକାରୀ ଅଧିକାରୀଙ୍କ ପକେଟ ହେଉଛି ଗରମ । ଆସନ୍ତୁ ବଲାଙ୍ଗୀର ଜିଲ୍ଲା ଲୋଇସିଂହା ମିର୍ଦ୍ଧlପଡା ର କଂକ୍ରିଟ ରାସ୍ତା ଉପରେ ନଜର ପକାଇବା । ଭଲ ଭାବରେ ଦେଖନ୍ତୁ ଏହି ରାସ୍ତା କୁ  ରାସ୍ତା ନିର୍ମାଣର  ପାଞ୍ଚମାସ ନପୁରୁଣୁ  ରାସ୍ତାର ହାଲ ବେହାଲ । ନୂଆ ରାସ୍ତାରେ ଫାଟ, ହେଲେ ଏହି ରାସ୍ତା ନିର୍ମାଣର  ପାଞ୍ଚ ମାସ ନୁପୁରୁଣୁ ହୋଇଛି ଏଭଳି ଅବସ୍ଥା। ଘଟଣା ଦେଖିଲେ ସ୍ପଷ୍ଟ ଭାବରେ ଜଣା ପଡୁଛି ଏଠି ଠିକାଦାର ପୋଷିବା ପାଇଁ ରାସ୍ତା ନିର୍ମାଣ କରାଯାଇଛି ।  ସୂଚନା ଅନୁସାରେ ଲୋଇସିଂହା ମିର୍ଦ୍ଧାପଡା ହଟିକଲଚର କଂକ୍ରଟି ରାସ୍ତା  ଗତ କିଛି ମାସ ତଳେ ନିର୍ମାଣ କରିଥିଲେ ଠିକାଦାର ।  ଯେଉଁଥିରେ ଏବେ ଅଧିକାଂଶ ଫାଟ ଦେଖାଯାଉଛି ଏବଂ ପୁରୁଣା  ରୋଡକୁ ମିଶି ନିର୍ମିତ ହୋଇଥିବା ଏହି ନୁଆଁ କଂକ୍ରଟି ରାସ୍ତାର  ଏପରି ଅବସ୍ଥା  l ପୁଣି ସୂଚନାଫଳକ ର ଦେଖାନାହିଁ l କାମ  ଏହି ରାସ୍ତା 400 ମିଟର ଲମ୍ବା ଓ 12 ଫୁଟ ଚଉଡା ଏହି ରାସ୍ତା 20 ବର୍ଷ ପର୍ଯ୍ୟନ୍ତ ତିଷ୍ଠି ରହିବ ବୋଲି ନିର୍ମାଣ ହୋଇଥିବା ବେଳେ ତାହା ପାଞ୍ଚ ମାସ ନ ପୁରୁଣୁ ଫାଟ ଦେଖା ଦେଇଛି l ପ୍ରୋଜେକ୍ଟ ଭାବରେ ଆରମ୍ଭ ହୋଇଥିବା ଏହି ପ୍ରୋଜେକ୍ଟରେ 12 ଫୁଟ ଚଉଡ଼ା, 400 ଫୁଟ ଲମ୍ବ ଏବଂ 7 ଇଞ୍ଚ ମୋଟେଇର କଂକ୍ରିଟ୍ ସ୍ଲାବ୍ ବ୍ୟବହାର କରାଯାଇଥିଲା l ଠିକାଦାର ନିମ୍ନମାନର କାମ କରିଥିବା ଯୋଗୁଁ ପଡ଼ାବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି l ହଁ ଆଜ୍ଞା ଏକଥା ଆମେକହୁନୁ ଖୁଦ ଗ୍ରାମବାସୀ କହୁଛନ୍ତି l ଶୁଣନ୍ତୁ ଗ୍ରାମବାସି ଙ୍କ ଅଭିଯୋଗ ଏହା ଯେ କଂକ୍ରଟି ରୋଡ୍ ରେ  ମଧ୍ୟ ବିନା ସୂଚନା ଫଳକ ରେ କାମ କରାଯାଇଛି ଏବଂ ଏହି କଂକ୍ରଟି ରାସ୍ତା ରେ କେତେ ଟଙ୍କା ଆସିଥିଲା ଆଉ କେତେ ଟଙ୍କା ଖର୍ଚ୍ଚ ହୋଇଛି ଯେ ତାହା ଜଣାପଡିନି l ଏଠି ରୁ ସ୍ପଷ୍ଟ ଭାବରେ ଜଣାପଡୁଛି ଯେ ସରକାରୀ ଅଧିକାରୀ ଓ ଠିକାଦାରଙ୍କ ମଧ୍ୟ୍ୟରେ ମଧୁଚନ୍ଦ୍ରିକାରେ କାମ ହୋଇଛି l ଏହି ଫାଟ ସୃଷ୍ଟି ନେଇ ଅନୁମାନ କରାଯାଉନଥିଲା ଯେ ଏହା ଏକ ପ୍ରୋଜେକ୍ଟ ଏଣୁ ଏହି ମାମଲାକୁ ପ୍ରଶାସନ ତଦନ୍ତ କଲେ ପ୍ରକୁତ ଘଟଣା ସାମ୍ନାକୁ ଆସିବ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like