-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ବିପିଏଲ ସିଜନ-୩,ପିସିସିକୁ ହରାଇ ସିଦ୍ଧିକ୍ଷା ରେବେଳସ ବିଜୟୀ(ଆଜି ଆନ୍ୟା ସ୍ପୋଟିଙ୍ଗ ବନାମ ସାଗର-୧୧ ମଧ୍ୟରେ କଡା ମୁକାବିଲା)

09-May-2023



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ସ୍ପୋର୍ଟସ କ୍ଲବ ତରଫରୁ ସ୍ଥାନୀୟ ବିଜୁ ପଟ୍ଟନାୟକ ଷ୍ଟାଡିୟମ ଠାରେ ଆଇପିଏଲ ଢାଞ୍ଚାରେ ଚାଲିଥିବା ବିପିଏଲ ସିଜନ-୩ କ୍ରିକେଟ ଟୁର୍ଣ୍ଣାମେଣ୍ଟର ସୋମବାର ଅନୁଷ୍ଟିତ ପଞ୍ଚମ ରାଉଣ୍ଡର ପ୍ରଥମ ମ୍ୟାଚରେ ପିସିସିକୁ ହରାଇ ସିଦ୍ଧିକ୍ଷା ରେବେଲସ ବିଜୟୀ ହୋଇଛି । ଟଚ ଜିଣି ସିଦ୍ଧିକ୍ଷା ପ୍ରଥମେ ବ୍ୟାଟିଂ କରି ୧୦ଓଭରରେ ୧୦ୱିକେଟ ହରାଇ ୫୫ରନ କରିଥିଲା ତାର ଜବାବରେ ପିସିସି ଦଳ ନିର୍ଦ୍ଧାରିତ ଓଭରରେ ୮ୱିକେଟ ହରାଇ ମାତ୍ର ୪୪ରନ କରିବାକୁ ସକ୍ଷମ ହୋଇଥିଲା ମ୍ୟାଚକୁ ରଞ୍ଜିତ ପଣ୍ଡା ଓ ଜିତେନ ମଣ୍ଡଳ ପରିଚାଳନା କରିଥିବା ବେଳେ ସ୍କୋରର ଭାବେ ହାଡୁ ବଢେଇ,ଆଲୋକ ସେଠୀ ଏବଂ ମ୍ୟାଚର ଧାରାବିବରଣୀ ଶଶାଙ୍କ ଶେଖର ଦାସ,ବୈରାଗୀ ପ୍ରଧାନ ପ୍ରଦାନ କରିଥିଲେ ।ସ୍ପୋର୍ଟସ କ୍ଲବ ସଭାପତି ସୋମନାଥ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପୁରସ୍କାର ବିତରଣୀ ଉତ୍ସବରେ ମୁଖ୍ୟଅତିଥି ଭାବେ ବିନିକା ପୋଲିସ ଷ୍ଟେସନ ରାଇଟର ସରୋଜ ପ୍ରଧାନ,ସ୍ଵତନ୍ତ୍ର ଅତିଥି ଭାବେ ବିନିକା ବ୍ଲକ ଯୁବ ସଂଗଠକ ଆଲୋକ ରଞ୍ଜନ ହୋତା,ସମ୍ମାନିତ ଅତିଥି ଭାବେ

ବିନିକା ଥାନା ହାବିଲଦାର ମହେନ୍ଦ୍ର ବହିଦାର,ଡ୍ରାଇଭର ସୁଧାଂଶୁ ଶେଖର ପୂଜାରୀ ଯୋଗଦେଇ ବିଜୟୀ/ରନରସଅପ ଦଳ ଓ ସିଦ୍ଧିକ୍ଷା  ଟୀମର ଅନ୍ତ ନାଗ ମ୍ୟାନ ଅଫ ଦି ମ୍ୟାଚ,ବେଷ୍ଟ ବ୍ୟାଟ୍ସମ୍ୟାନ ମାନସ ଭୋଇଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା ଆଜି ମଙ୍ଗଳବାର ଅପରାହ୍ନରେ ଆନ୍ୟା ସ୍ପୋଟିଙ୍ଗ ବନାମ ସାଗର-୧୧ ମଧ୍ୟରେ ମ୍ୟାଚ ଅନୁଷ୍ଟିତ ହେବ ।ଉଭୟ ଦଳର ଖେଳାଳୀ ମାନଙ୍କୁ ଉତ୍ସାହିତ କରିବା ସହିତ ପୁରସ୍କାର ପ୍ରଦାନ ପାଇଁ ମୁଖ୍ୟଅତିଥି ଭାବରେ ବୀରମହାରାଜପୁର ଗୋଷ୍ଟି ଶିକ୍ଷା ଅଧିକାରୀ ଶାନ୍ତନୁ କୁମ୍ଭକାର,ସ୍ଵତନ୍ତ୍ର ଅତିଥି ଭାବେ ବିନିକା-ଫୁଲମୁଠୀ ମହିଳା ଜୁନିଅର କଲେଜ ଅଧ୍ୟକ୍ଷ ପଞ୍ଚାନନ ସାହୁ,ସମ୍ମାନିତ ଅତିଥି ଭାବେ ବିନିକା ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ବସନ୍ତ ଭୋଇ,ସିଦ୍ଧାର୍ଥ ଡିଗ୍ରୀ କଲେଜ ଅର୍ଥନୀତି ବିଭାଗର ଅଧ୍ୟାପକ ବିଶ୍ଵନାଥ ମିଶ୍ର ପ୍ରମୁଖ ଯୋଗଦେବେ ବୋଲି ଆୟୋଜକଙ୍କ ସୂତ୍ରରୁ ପ୍ରକାଶ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like