-+91-9937148622 |

prerana_bgr@rediffmail.com |

  Wednesday 11th November 2026 |

| | | |

R.N.I. Regd No. ODIODI/2010/46693

Breaking News

ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   (11-Nov-2026)       ||      ବରିଷ୍ଠ ସାମ୍ବାଦିକ ଆହତ   (11-Nov-2026)       ||      ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   (11-Nov-2026)       ||      ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   (11-Nov-2026)       ||      ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ    (11-Nov-2026)       ||      ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   (11-Nov-2026)       ||      ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ    (10-Nov-2026)       ||      ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   (10-Nov-2026)       ||      ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   (10-Nov-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   (10-Nov-2026)       ||      କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   (10-Nov-2026)       ||      ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   (10-Nov-2026)       ||      ଝରିଗାଁ କୋର୍ଟ ପରିସରରେ ଆଇନଜୀବି ଉପରେ ଆକ୍ରମଣ କୁ ଦୃଢ଼ ନିନ୍ଦା କଲେ ଡାବୁଗାଁ ଆଇନଜୀବୀମାନେ   (10-Nov-2026)       ||      ବିନିକା କଂସାରୀପଡ଼ାରେ ମହା ଆଡ଼ମ୍ବରରେ ପାଳିତ ହେଲା ଗିରି ଗୋବର୍ଦ୍ଧନ ପୂଜା,ବିରାଟ ଶୋଭାଯାତ୍ରାରେ କମ୍ପିଲା ସହର   (10-Nov-2026)       ||      ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ   (10-Nov-2026)       ||      *ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କୁ ଭେଟିଲେ ବୁଟିଆଗୁଡାର ଅଲେଖ ଭକ୍ତ, ମହିମା ମନ୍ଦିରର ଉନ୍ନତି ନେଇ ଆଲୋଚନା*   (10-Nov-2026)       ||      ମୁଡ଼ଶୁଣ୍ଢୀ ରେ ପଞ୍ଚାୟତ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର   (10-Nov-2026)       ||      ସ୍ବାଧିନତା ସଂଗ୍ରାମୀ ଭାଗୀରଥୀ ପଟ୍ଟନାୟକ ଓ ଜମ୍ବୁବତୀ ଦେବୀଙ୍କ ଜନ୍ମ ଜୟନ୍ତୀ   (10-Nov-2026)       ||      କଂସଦରବାର,ସାଂସସ୍କୃତିକବିଚିତ୍ରାରେ ଦୁଲୁକିଲା ଭୀମପାହାଡ ମହୋତ୍ସବ   (10-Nov-2026)       ||      ଦିବ୍ୟାଙ୍ଗଙ୍କ ସହିତ ଦୀପାବଳି ପାଳନ କଲା ଟିଟିଲାଗଡ ବିକାଶ ସେନା   (09-Nov-2026)       ||     

HOME   ଜିଲ୍ଲା

କଣ୍ଟାମାଳ : ଶିଶୁ ଶ୍ରମିକ ନିରୋଧ ଆଇନ ର ଖୋଲାଖୋଲି ଉଲ୍ଲଂଘନ, ପତ୍ର ଫଡ଼ିରେ  ଶିଶୁଶ୍ରମିକ ନିୟୋଜିତ

09-May-2023



କଣ୍ଟାମାଳ (ସତ୍ୟ ବିଭାର):  ୧୫ ବର୍ଷରୁ କମ ବୟସର ନାବାଳକ ତଥା ନାବାଳିକା ମାନଙ୍କୁ କାର୍ଯ୍ୟରେ ନିୟୋଜିତ କରାଯାଉଥିବା ଦେଖିବାକୁ ମିଳିଛି ।ସରକାର କେନ୍ଦୁପତ୍ର ତୋଳାଳୀ ମାନଙ୍କ ପାଇଁ ଅନେକ ଯୋଜନା ପ୍ରଣୟନ କରି ବିପୁଳ ଟଙ୍କା ଖର୍ଚ୍ଚ କରୁଛନ୍ତି କିନ୍ତୁ ବିଭାଗୀୟ ଅଧିକାରୀ କିମ୍ବା କର୍ମଚାରୀ ମାନେ ସରକାରୀ ଟଙ୍କାକୁ ବିଭିନ୍ନ ଉପାୟ ଅବଲମ୍ବନ କରି ବାଟମାରଣା କରୁଥିବା ଅଭିଯୋଗ ହୋଇଛି ।ସୂଚନା ଅନୁସାରେ,ବର୍ତ୍ତମାନ ସମୟରେ ପ୍ରତ୍ୟେକ କେନ୍ଦୁ ପତ୍ରଫଡ଼ି ମାନଙ୍କରେ ଶ୍ରମିକମାନେ ତୋଳୁଥିବା କେନ୍ଦୁପତ୍ର ଗୁଡ଼ିକୁ ଖରାରେ ଶୁଖାଇବା ପାଇଁ ଶ୍ରମିକ ମାନଙ୍କୁ ଏହି କାମରେ ନିୟୋଜିତ କରିବାର ନିୟମ ରହିଥିଲେ ସୁଦ୍ଧା ପ୍ରତ୍ୟେକ ପତ୍ରଫଡ଼ି ମାନଙ୍କରେ ତାହାର ବ୍ୟତିକ୍ରମ ଦେଖାଦେଇଛି ।ଶ୍ରମିକ ମାନଙ୍କୁ ନିୟୋଜିତ କରିବା ବଦଳରେ ଶିଶୁ ଶ୍ରମିକ ମାନଙ୍କୁ ନିୟୋଜିତ କରାଯାଉଥିବା ଭଳି ସଙ୍ଗୀନ ଚିତ୍ର ଦେଖିବାକୁ ମିଳିଛି । କାହିଁକି ନା ଶ୍ରମିକ ମାନଙ୍କ ମଜୁରୀ ୨୫୦ ଟଙ୍କା ହୋଇଥିବାବେଳେ  ଏହି ଶିଶୁ ଶ୍ରମିକ ମାନଙ୍କୁ ମାତ୍ର ଏକ ସହ ଟଙ୍କା ମଜୁରୀ ଦେଇ ପତ୍ରଫଡି କର୍ମଚାରୀ ମାନେ କାମ ହାସଲ କରି ନେଉଛନ୍ତି । ଯା ଫଳରେ ଜଣେ ଶ୍ରମିକ ପିଛା ୧୫୦ ସହ ଟଙ୍କା କେନ୍ଦୁପତ୍ର କର୍ମଚାରୀଙ୍କ ପକେଟ୍ କି ଯାଇଥାଏ ।  ସେଥିପାଇଁ ଗରିବ ନିରୀହ ପିଲାମାନେ କିଛି ଟଙ୍କା ଲୋଭରେ ନିଜର ପାଠପଢ଼ା ଛାଡି ଏହି କାମରେ ନିୟୋଜିତ ହୋଇଥାଆନ୍ତି । ସରକାର ଆଜିର ଶିଶୁ କାଲିର ଭବିଷ୍ୟତ ନାଁରେ ଡ଼ିମଡିମ ପିଟୁଥିବା ବେଳେ ପ୍ରଶାସନ କେବେ ଶିଶୁମାନଙ୍କୁ ଏହି କାର୍ଯ୍ୟରେ ନିୟୋଜିତ କରିଥିବା ଅଧିକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବ ତାହା ଦେଖିବାକୁ ବାକି ରହିଲା । ଏସମ୍ପର୍କରେ ଜିଲ୍ଲା କେନ୍ଦୁପତ୍ର ଅଧିକାରୀ ଅରବିନ୍ଦ ମହାନ୍ତିଙ୍କୁ  ପଚାରିବାରୁ ପ୍ରତ୍ୟେକ ଫଡ଼ି ମାନଙ୍କରେ ଶିଶୁ ଶ୍ରମିକ ମାନଙ୍କୁ ଏହି କାମରେ ନ ଲଗାଇବା ପାଇଁ  ବିଭାଗୀୟ ସମସ୍ତ ଅଧିକାରୀଙ୍କୁ ଚିଠି ମାଧ୍ୟମରେ ଅବଗତ କରାଯାଇଛି । ଯଦି ତା ସତ୍ତ୍ୱେ କେଉଁଠି ଏମିତି ହୋଇଛି ତାଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି । 


News Comment




Photo in News

Advertisment
Lastest News
  ଜିଲ୍ଲା  
ଦାଦନ ଶ୍ରମିକଙ୍କ ସୁରକ୍ଷା, ଶିଶୁ ଶ୍ରମିକ ନିରାକରଣ ଓ ମହିଳା ଅଧିକାର ଉପରେ ଗୁରୁତ୍ୱାରୋପ   11-Nov-2026
  ଜିଲ୍ଲା  
ବରିଷ୍ଠ ସାମ୍ବାଦିକ ଆହତ   11-Nov-2026
  ଜିଲ୍ଲା  
ବିଶ୍ୱନାଥ ପଟ୍ଟନାୟକଙ୍କ ୧୧୧ତମ ଜୟନ୍ତୀ ଅବସରରେ ରକ୍ତଦାନ ଶିବିର : ୩୦ ୟୁନିଟ୍ ରକ୍ତ ସଂଗ୍ରହ   11-Nov-2026
  ଜିଲ୍ଲା  
ଆଠ ହଜାର ପ୍ରତିଯୋଗୀଙ୍କୁ ପଛରେ ପକାଇ କୋଶଳ ସୁନ୍ଦରୀ ମୁକୁଟ ହାତେଇଲେ ବଲାଙ୍ଗିରର ରାଜଶ୍ରୀ ଦାଶ   11-Nov-2026
  ଜିଲ୍ଲା  
ସରକାରୀ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ରୋଗୀଙ୍କୁ ରକ୍ତ ଦାନ କରି ଜୀବନ ବଞ୍ଚାଇଲେ ମୋସିନ ଖାଁ ଓ ଘନଶ୍ୟାମ ଆଡ଼ଯୁଆଡ   11-Nov-2026
  ଜିଲ୍ଲା  
ଭୀମପାହାଡ ମହୋତ୍ସବ-୨୦୨୬ର ତୃତୀୟ ସଂଧ୍ୟା,ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ   11-Nov-2026
  ଜିଲ୍ଲା  
ଲୌହମାନବ ସର୍ଦ୍ଦାର ବଲ୍ଲଭ ଭାଇ ପଟେଲ ଙ୍କ 150 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପଲ୍ଲିଶ୍ରୀ ପଡ଼ିଆ ଡୁଡୁକା ଠାରେ ୟୁନିଟି ସ୍ପୋର୍ଟସ ଟୁର୍ଣ୍ଣାମେଣ୍ଟ ଅନୁଷ୍ଠିତ   10-Nov-2026
  ଜିଲ୍ଲା  
ବଲାଙ୍ଗୀରରେ ଗୋପାଳଜୀ ମନ୍ଦିରରେ ଦକ୍ଷିଣ କାଳୀ ପୂଜା, ପାଟଣେଶ୍ୱରୀ ପୀଠକୁ ନେଇ ବିବାଦ ମଧ୍ୟରେ ଉଠିଲା ନୂଆ ପ୍ରଶ୍ନ!   10-Nov-2026
  ଜିଲ୍ଲା  
ସଇଁତଳା ଥାନା ସମ୍ମୁଖରେ ଜଗନ୍ନାଥ୍ ଏକ୍ସପ୍ରେସ ବସ୍ ଓ ଟ୍ରକ୍ ଧକ୍କା ଘଟଣା - ଏକ ନମ୍ବର ସିଟରେ ବସିଥିବା ସତ୍ୟଭାମା ସାହୁଙ୍କୁ ମୁଣ୍ଡରେ ଲାଗିଛି ଗଭିର ଆଘାତ - ପଡ଼ିଲା ୧୬ ଷ୍ଟିଚ   10-Nov-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟରେ ବିଶ୍ୱ ବିଜ୍ଞାନ ଦିବସ ପାଳିତ   10-Nov-2026
  ଜିଲ୍ଲା  
କେଲିଆ ଶୈବପୀଠ ରେ କାର୍ତ୍ତିକ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ବୈଠକ   10-Nov-2026
  ଜିଲ୍ଲା  
ପ୍ରତିଶ୍ରୁତି ପରେ ଧାରଣାରୁ ଓହରିଲେ ଗ୍ରାମବାସୀ   10-Nov-2026

You Might Also Like