-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ଉଶ୍ୱାସ ସ୍ବେଛାସେବୀ ସଂଗଠନ ତରଫରୁ ପ୍ରଭୁ ଶ୍ରୀ ଶ୍ରୀ ନୃସିଂହନାଥ ମନ୍ଦିର ଆନୁକୁଲ୍ୟରେ ଥଣ୍ଡା ସରବତ ପାନୀୟ ଜଳ ବଣ୍ଟନ କାର୍ଯ୍ୟକ୍ରମ

09-May-2023



(ପ୍ରେରଣା ଖବର )ଶ୍ରୀ ଶ୍ରୀ ନୃସିଂହନାଥ ମହାପ୍ରଭୁଙ୍କ ଜନ୍ମୋତ୍ସବ ତଥା ବୈଶାଖ ମେଳା ଉପଲକ୍ଷେ ସ୍ତୁତି ଫାଉଣ୍ଡେସନ ଟ୍ରଷ୍ଟ, ପାଟଣାଗଡ ତରଫରୁ "ଉଶ୍ୱାସ"  ସ୍ଵେଚ୍ଛାସେବୀ ମାନଙ୍କ ସହଯୋଗରେ ଶ୍ରଦ୍ଧାଳୁ ମାନଙ୍କୁ ଥଣ୍ଡା ସରବତ ପାଣି ସେବା ପ୍ରଦାନ କରା ଯାଉଥିଲା ।  ପ୍ରତ୍ୟେକ ଦିନ ଶହ ଶହ ସଂଖ୍ୟାରେ ଶ୍ରଦ୍ଧାଳୁ ମାନେ ଶ୍ରୀ ଶ୍ରୀ ନୃସିଂହନାଥ ମହାପ୍ରଭୁଙ୍କ ଦର୍ଶନ, ବୈଶାଖ ମେଳା ଉପଭୋଗ କରି ଥଣ୍ଡା ସରବତ ର ସେବା ଗ୍ରହଣ କରୁଥିଲେ। ଏହି ସେବା କାର୍ଯ୍ୟକୁ ସ୍ତୁତି ଫାଉଣ୍ଡେସନ ଟ୍ରଷ୍ଟ ର ସମ୍ପାଦକ ତଥା ଉଶ୍ୱାସ ସ୍ଵେଚ୍ଛାସେବୀ  ସଂଗଠନ ର ମୁଖ୍ୟ ପରିଚାଳକ ଡା. ସୁଜିତ କୁମାର ଶତପଥିଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ  ସମ୍ପନ୍ନ କରାଯାଇଥିଲା। ଅନ୍ୟ  ମାନଙ୍କ ମଧ୍ୟରେ ସ୍ୱେଚ୍ଛା ସେବୀ ସଭାପତି ଖପ୍ରାଖୋଲ ବ୍ଲକ କୃଷକ ମହାସଂଘ  ଶ୍ରୀ ମୋହନ ସୁନା, କୁମାରୀ ପ୍ରିୟଦର୍ଶିନୀ , ମୈନୁଦ୍ଦିନ୍ ଅଲ୍ଲୀ, ଶ୍ରୀ ରାଜକୁମାର ଛୁରିଆ, ନରେଶ ଛତର, ରେମାଞ୍ଚଲ୍ ଦିପ, ଶସିଧର ବେନିଆ,ରାଧେଶ୍ୟାମ ବାଗ, .ମିଳନ କୁମ୍ଭାର ପାନୀୟ ବଣ୍ଟନ ରେ  ସହଯୋଗ କରିଥିଲେ।  ଉକ୍ତ ବୈଶାଖ ମେଳା ଉପଲକ୍ଷେ ପରିବେଶ ଓ ପ୍ରକୃତି ତଥା ଜଙ୍ଗଲ ସୁରକ୍ଷା ସମ୍ବନ୍ଧରେ ଡା. ସୁଜିତ କୁମାର ଶତପଥି ଏବଂ ତାଙ୍କର ସହଯୋଗୀ ସ୍ଵେଚ୍ଛାସେବୀ ମାନେ ଜନସାଧାରଣଙ୍କୁ ଅବଗତ କରାଇବାକୁ ପ୍ରୟାସ କରିଥିଲେ।ଡା. ଶତପଥି ଜଣେ ଯୁବ ସମାଜସେବୀ , ପରିବେଶବିତ ,ତଥା ମାନବାଧିକାର କର୍ମୀ ହିସାବରେ ସୁପରିଚିତ। ଥଣ୍ଡା ପାନୀୟ ସେବା କାର୍ଯ୍ୟକ୍ରମ,  ଦିନ ସମୟରେ ପ୍ରଚଣ୍ଡ  ଖରା ଦାଉରୁ କ୍ଷଣିକ ଆଶ୍ଵସ୍ଥି  ଦେଉ ଥିବାରୁ ଜନସାଧାରଣ "ଉଶ୍ୱାସ "ସଂଗଠନ ର କାର୍ଯକୁ ଭୂରି ଭୂରି ପ୍ରଶଂସା କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like