-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||     

HOME   ଜିଲ୍ଲା

ବିପିଏଲ ସିଜନ-୩,ଆନ୍ୟା ସ୍ପୋଟିଙ୍ଗକୁ ହରାଇ ସାଗର-୧୧ର ଚମତ୍କାର ବିଜୟ(ଆଜି ତ୍ରିରଙ୍ଗା ବନାମ ଅତୁଳ ମଧ୍ୟରେ ଲଢେ଼ଇ)

10-May-2023



ବିନିକା(ହିମାଂଶୁ ଶେଖର ପୁଟେଲ)ବିନିକା ସ୍ପୋର୍ଟସ କ୍ଲବ ତରଫରୁ ସ୍ଥାନୀୟ ବିଜୁ ପଟ୍ଟନାୟକ ଷ୍ଟାଡିୟମ ଠାରେ ଆଇପିଏଲ ଢାଞ୍ଚାରେ ଚାଲିଥିବା ବିପିଏଲ ସିଜନ-୩ କ୍ରିକେଟ ଟୁର୍ଣ୍ଣାମେଣ୍ଟର ମଙ୍ଗଳବାର ଅନୁଷ୍ଟିତ ପଞ୍ଚମ ରାଉଣ୍ଡର ଦ୍ଵିତୀୟ ମ୍ୟାଚରେ ଆନ୍ୟା ସ୍ପୋଟିଙ୍ଗକୁ ହରାଇ ସାଗର-୧୧ ଚମତ୍କାର ବିଜୟ ହାସଲ କରିଛି । ଟଚ ଜିଣି ଆନ୍ୟା ପ୍ରଥମେ ବ୍ୟାଟିଂ କରି ୮ଓଭରରେ ୮ୱିକେଟ ହରାଇ ୬୪ରନ କରିଥିଲା ତାର ଜବାବରେ ସାଗର-୧୧ ଦଳ ୭.୩ଓଭରରେ ୬୫ରନ କରି ବିଜୟୀ ହୋଇଥିଲା ମ୍ୟାଚକୁ ବିନୋଦ ପାତ୍ର ଓ ସବ୍ୟସାଚୀ ମିଶ୍ର ପରିଚାଳନା କରିଥିବା ବେଳେ ସ୍କୋରର ଭାବେ ହାଡୁ ବଢେଇ,ଆଲୋକ ସେଠୀ,ଶ୍ରୀତମ ଦାସ ଏବଂ ମ୍ୟାଚର ଧାରାବିବରଣୀ ଶଶାଙ୍କ ଶେଖର ଦାସ,ବୈରାଗୀ ପ୍ରଧାନ ପ୍ରଦାନ କରିଥିଲେ ।ସ୍ପୋର୍ଟସ କ୍ଲବ ସଭାପତି ସୋମନାଥ ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପୁରସ୍କାର ବିତରଣୀ ଉତ୍ସବରେ ମୁଖ୍ୟଅତିଥି ଭାବରେ ବୀରମହାରାଜପୁର ଗୋଷ୍ଟି ଶିକ୍ଷା ଅଧିକାରୀ ଶାନ୍ତନୁ କୁମ୍ଭକାର,ସ୍ଵତନ୍ତ୍ର ଅତିଥି ଭାବେ ବିନିକା-ଫୁଲମୁଠୀ ମହିଳା ଜୁନିଅର କଲେଜ ଅଧ୍ୟକ୍ଷ ପଞ୍ଚାନନ ସାହୁ,ସମ୍ମାନିତ ଅତିଥି ଭାବେ ବିନିକା ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ବସନ୍ତ ଭୋଇ,ସିଦ୍ଧାର୍ଥ ଡିଗ୍ରୀ କଲେଜ ଅର୍ଥନୀତି ବିଭାଗ ଅଧ୍ୟାପକ ବିଶ୍ଵନାଥ ମିଶ୍ର ପ୍ରମୁଖ ଯୋଗଦେଇ ବିଜୟୀ/ଉପ ବିଜେତା ଦଳ,ମ୍ୟାନ ଅଫ ଦି ମ୍ୟାଚ ଜୟଦେବ ବେହେରା,ବେଷ୍ଟ ବ୍ୟାଟ୍ସମ୍ୟାନ କୈବର୍ତ୍ତ ଦୀପଙ୍କୁ ମାନପତ୍ର

ଦେଇ ସମ୍ମାନିତ କରାଯାଇଥିଲା ।ବୁଧବାର ଅପରାହ୍ନରେ ତ୍ରିରଙ୍ଗା ୟୁଥ କ୍ଲବ ଓ ଅତୁଳ-୧୧ ମଧ୍ୟରେ ମ୍ୟାଚ ହେବ ।ଉଭୟ ଦଳର ଖେଳାଳୀ ମାନଙ୍କୁ ଉତ୍ସାହିତ କରିବା ସହିତ ସେମାନଙ୍କୁ ପୁରସ୍କାର ପ୍ରଦାନ କରିବା ନିମନ୍ତେ ମୁଖ୍ୟ ଅତିଥି ଭାବରେ ବିନିକା ଜୋନ ନଂ୧ର ଜିଲ୍ଲାପରିଷଦ ସଦସ୍ୟା ପ୍ରମିଳା କଲତା,ସ୍ଵତନ୍ତ୍ର ଅତିଥି ଭାବେ ସୁବର୍ଣ୍ଣପୁର ଜିଲ୍ଲା ବିଜେପି ମହିଳା ମୋର୍ଚା ସାଧାରଣ ସମ୍ପାଦିକା ସୁରଚି ବେହେରା,ସମ୍ମାନିତ ଅତିଥି ଭାବେ ବିନିକା ନଗର ବିଜେପି  ମହିଳା ମୋର୍ଚା ସଭାନେତ୍ରୀ ଭାରତୀ ପଣ୍ଡା,ମହିଳା ମୋର୍ଚା ନଗର ମଣ୍ଡଳ ସାଧାରଣ ସମ୍ପାଦିକା ପିଙ୍କି ଅଗ୍ରୱାଲ ପ୍ରମୁଖ ଯୋଗଦାନ କରିବେ ବୋଲି ଆୟୋଜକଙ୍କ ସୂତ୍ରରୁ ପ୍ରକାଶ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026

You Might Also Like