-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||     

HOME   ଜିଲ୍ଲା

ବଜରଙ୍ଗଦଳ ପକ୍ଷରୁ ହନୁମାନ ମନ୍ଦିର ସମ୍ମୁଖରେ ଚାଳିଶା ପାଠ

10-May-2023



ପାଟଣାଗଡ଼ (ପୁର୍ଣ୍ଣ ଶଶୀ ଶେଖର ରାଓ) ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ ସହରର ବସଷ୍ଟାଣ୍ଡ ଠାରେ ଥିବା ହନୁମାନ ମନ୍ଦିର ସମ୍ମୁଖରେ ଆଜି ସନ୍ଧ୍ୟାରେ ହନୁମାନ ଚାଳିଶା ପଠନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ବକ୍ତା ଭାବେ ବିକ୍ରମ ଆଚାର୍ଯ୍ୟ ଦାୟିତ୍ଵ ତୁଲାଇଥିବା ବେଳେ ସେ ହିନ୍ଦୁ ଧର୍ମ ର ମହତ୍ତ୍ଵ ବର୍ଣ୍ଣନା କରିଥିଲେ।ସେ ନିଜ ବକ୍ତବ୍ୟରେ କହିଥିଲେ କି ବଜରଙ୍ଗଦଳ ହେଉଛି ହିନ୍ଦୁ ଧର୍ମ ର ରକ୍ଷାକର୍ତ୍ତା ଓ ସାରା ଭାରତରେ ହିନ୍ଦୁ ଧର୍ମ କୁ ବଞ୍ଚାଇ ରଖିବା ପାଇଁ ବଜରଙ୍ଗଦଳ ଗଠିତ ହୋଇଛି ଏହା କୌଣସି ରାଜନୈତିକ ଦଳ ନୁହେଁ। ଯେକୌଣସି ଦଳ ଦେଶରେ ରାଜୁତି କରେ ଓ ହିନ୍ଦୁ ଧର୍ମ କୁ ଗୁରୁତ୍ବ ଦିଏ ତାହେଲେ ତାଙ୍କୁ ସମର୍ଥନ କରାଯିବ। ସହଯୋଗୀ ବକ୍ତା ଭାବେ ପ୍ରଭାକର ପାତ୍ର ନିଜ ବକ୍ତବ୍ୟରେ କହିଥିଲେ ଯେ ଧିରେ ଧିରେ ହିନ୍ଦୁ ଧର୍ମାବଲମ୍ବୀ ଲୋକଙ୍କ ସଂଖ୍ୟା କମିବାରେ ଲାଗୁଛି ତାହା କିପରି ଭାବେ ବଞ୍ଚାଇବାକୁ ପଡ଼ିବ ସେଥିପ୍ରତି ଧ୍ୟାନ ଦେବା ଆବଶ୍ୟକ। କଂଗ୍ରେସ ସରକାର କାର୍ଯ୍ୟ କାଳରେ ହିନ୍ଦୁ ମାନଙ୍କ ପ୍ରତି ଅନ୍ୟାୟ ଅତ୍ୟାଚାର ହୋଇଆସୁଥିବା ବେଳେ ତାହାର କଡ଼ା ଜବାବ ଦେବାକୁ ପଡ଼ିବ। ଆଜି ର ମୁଖ୍ୟ ପ୍ରସଙ୍ଗ ଥିଲା କର୍ଣ୍ଣାଟକ ନିର୍ବାଚନ ସମୟରେ କଂଗ୍ରେସ ଦଳ ଯଦି ସରକାର ହୁଏ ତାହେଲେ ବଜରଙ୍ଗଦଳ ଓ ବିଶ୍ବହିନ୍ଦୁ ପରିଷଦ କୁ ବ୍ୟାନ କରାଯିବ ଓ ସେମାନଙ୍କ ପ୍ରତି କାର୍ଯ୍ୟନୁଷ୍ଠାନ ନିଆଯିବ ବୋଲି ଯେଉଁ ମନ୍ତବ୍ୟ ରଖିଥିଲେ ତାର ବିରୋଧରେ ଆଜି ସାରା ଭାରତରେ ବଜରଙ୍ଗଦଳ ଓ ବିଶ୍ବହିନ୍ଦୁ ପରିଷଦ ର ମିଳିତ ଉଦ୍ୟମରେ ହନୁମାନ ଚାଳିଶା ପଠନ କରିଥିବା ବେଳେ ପାଟଣାଗଡ଼ ସହର ରେ ମଧ୍ୟ ସେହିପରିପ୍ରକ୍ଷୀରେ  ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ଉକ୍ତ କାର୍ଯ୍ୟକ୍ରମରେ  ବଜରଙ୍ଗଦଳ ର ସଭାପତି ସୋମ୍ରେନ୍ଦ୍ର ଦାସ (ବଣ୍ଟି), ଧିରେନ୍ଦ୍ର ସେଠ, ରାକେଶ ପୁରୋହିତ, ରାକେଶ ନିଆଲ,ସମ୍ବିତ ତ୍ରିପାଠୀ,ରାଣା ଚିନ୍ଦା, ଅଜିତ୍ ଭାଟି,ତରୁଣ ସାଏ, ଲକ୍ଷ୍ମଣ ବୁଡେକ, କାହ୍ନା ବାଗ , କିଶୋର ତୁମନିଆ, ନୃସିଂହ ପଣ୍ଡା ଙ୍କ ସହିତ ଅନ୍ୟାନ୍ୟ ସଦସ୍ୟ ମାନେ ଉପସ୍ଥିତ ଥିଲେ। ଏଥିରେ ପାଟଣାଗଡ଼ ସହରର ଆଇନଜୀବୀ, ଗଣମାଧ୍ୟମ ପ୍ରତିନିଧି,ଅଟୋ ରିକ୍ସା ଚାଳକ,  ହିନ୍ଦୁ ପ୍ରେମୀମାନେ ସାମିଲ ଥିଲେ। ସମ୍ବଲପୁର ରେ ଗତ ହନୁମାନ ଜୟନ୍ତୀ ରେ ହିନ୍ଦୁ ମାନଙ୍କ ପ୍ରତି ଆକ୍ରମଣ କରାଗଲା ତାହାର ଦୃଢ଼ ନିନ୍ଦା କରିଛନ୍ତି ବଜରଙ୍ଗଦଳ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026

You Might Also Like