-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ମେଡିକାଲ କଲେଜ ପରିଚାଳନା କ୍ଷେତ୍ରରେରେ ଏକ ନୂଆଁ ସମ୍ଭାବନା

10-May-2023



ବଲାଙ୍ଗିର (ଦେବାଶିଷ ବହିଦାର): ସ୍ୱାସ୍ଥ୍ୟ କ୍ଷେତ୍ରରେ ଅବହେଳିତ ବଲାଙ୍ଗିର ଜିଲ୍ଲାରେ ଭୀମ ଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲ ସ୍ଥାପନ ହେବା ପରେ ଉନ୍ନତ ମାନର ଚିକିତ୍ସା ସେବା କ୍ଷେତ୍ରରେ ବଲାଙ୍ଗିର ଆଉ ଏକ ପାଦ ଆଗେଇ ଯାଇଛି l ବଲାଙ୍ଗିର ମେଡିକାଲ କଲେଜ ଓ ହସ୍ପିଟାଲର ସର୍ବୋଚ୍ଚ ପଦବୀରେ ଏବେ ଆମେ ଏପରି ଜଣେ ସମର୍ପିତ ଡାକ୍ତରଙ୍କୁ ପାଇଛୁ ଯାହାଙ୍କ ପାଇଁ ରୋଗୀ ସେବା ଏକ ପେସା ନୁହେଁ ବରଂ ନିଶା ଅଟେ l ରୋଗୀ ସେବା କୁ ଜୀବନର ବ୍ରତ ଭାବରେ ଗ୍ରହଣ କରିଥିବା ଏହି ମହିୟସୀ ମହିଳାଙ୍କ ନାମ ହେଉଛି ଡାକ୍ତର୍ ମାନସୀ ପଣ୍ଡା l ବଲାଙ୍ଗିର ଭୀମ ଭୋଇ ମେଡ଼ିକାଲ କଲେଜ ଓ ହସ୍ପିଟାଲର ସୁପରିଟେଣ୍ଡେଣ୍ଟ ଭାବରେ ଦାୟିତ୍ଵ ଗ୍ରହଣ କରିବା ପରେ ଶ୍ରୀମତୀ ପଣ୍ଡା ଉଭୟ ରୋଗୀ ଓ ମେଡିକାଲ ଷ୍ଟାଫ୍ ମାନଙ୍କ ମଧ୍ୟରେ ଏକ ଶ୍ରଦ୍ଧାଶୀଳ ଓ ସମ୍ମାନସ୍ପଦ ନାମ ହୋଇଯାଇଛନ୍ତି l ସମସ୍ତେ ଶ୍ରୀମତୀ ପଣ୍ଡା ଙ୍କ ପ୍ରଶଂସାରେ ଶତମୁଖ l ସକାଳରୁ ସନ୍ଧ୍ଯା ଯାଏ  ନିଜର କର୍ମମୟ ଜୀବନ ରେ  କେବେ ବି ହେଳା କରି ନାହାଁନ୍ତି ମାନସୀ ପଣ୍ଡା l ପୀଡିତ, ଦୁଃଖୀ ଓ ଅସହାୟଙ୍କ ପାଇଁ ମାନସୀ ପଣ୍ଡା ଙ୍କ ହୃଦୟ ଯେତିକି କୋମଳ କାମରେ ଅବହେଳା ପ୍ରଦର୍ଶନ କରୁଥିବା କର୍ମଚାରୀଙ୍କ ପାଇଁ ମଧ୍ୟ ସେ ତା ଠୁଁ ଅଧିକ କଠୋର  ମେଡିକାଲ ର ବିଭିନ୍ନ୍ ବିଭାଗକୁ ଯାଇ ଶ୍ରୀମତୀ ପଣ୍ଡା ତଦାରଖ କରିବା ତାଙ୍କ ବୃତ୍ତି ପ୍ରତି ଥିବା ନିଷ୍ଠାର ଆଉ ଏକ ପରିଚୟ ଅଟେ l ଏଥି ସହ ମେଡ଼ିସିନ୍ ବିଭାଗର ମୁଖ୍ୟ ମନୋରଞ୍ଜନ ବେହେରା ଓ ଶିଶୁ ରୋଗ ବିଭାଗର ମୁଖ୍ୟ ଶାନ୍ତି ସେବା ମିଶ୍ର, ଡାକ୍ତର୍ ସି ମାରାଣ୍ଡି ଓ ଡାକ୍ତର ପି .କେ ରଥ ଙ୍କ ରୋଗୀ ସେବା କ୍ଷେତ୍ରରେ ଦକ୍ଷତା ସେମାନଙ୍କୁ ଏକ ସ୍ଵତନ୍ତ୍ର ପରିଚୟ ଦେଇପାରିଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like