-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||      ଆଗଲପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ନେଇ ଆମ୍ ଆଦମୀ ପାର୍ଟିର ଅଭିଯୋଗ   (20-Sep-2026)       ||      ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||     

HOME   ଜିଲ୍ଲା

ପାଟଣାଗଡ : ପ୍ରଥମେ ପିଇଓ ଙ୍କୁ ତାଳା,ପରେ ମିଳିଲା ପାଉଣା 

10-May-2023



ଖରାଦିନେ ଜନସାଧାରଣଙ୍କୁ ପିଇବା ପାଣି ଯୋଗାଇ ଦେବା ନିମନ୍ତେ ସରକାର କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ ସରପଞ୍ଚ ଓ ପିଇଓ ମାନେ ମିଶି ଶୋଷଣ କରୁଥିବା ଦେଖିବାକୁ ମିଳୁଛି। ବାଟୋଇ ପାଇଁ ଜଳଛତ୍ର ର ସୁବିଧା କରି ପାଣି ଯୋଗାଇ ଦେଉଥିବା ବେଳେ ପାଣି ଦେଉଥିବା ବ୍ୟକ୍ତିଙ୍କ ପାଇଁ ଆସୁଥିବା ଟଙ୍କାକୁ ଲୁଣ୍ଠନ କରୁଛନ୍ତି ପିଇଓ ଆଉ ସରପଞ୍ଚ ।ଟେଙ୍କର ଜରିଆରେ ଘର ଘର ପାଣି ଯୋଗାଇ ଦିଆଯାଉ ଥିବା ବ୍ୟକ୍ତିଙ୍କ ପାଉଣାକୁ ମଧ୍ୟ ହଡ଼ପ କରୁଛନ୍ତି ପିଇଓ ଓ ସରପଞ୍ଚ। ଏପରି ଏକ ଘଟଣା ଲୋକାଲୋଚନକୁ ଆସିଛି ପାଟଣାଗଡ଼ ବ୍ଳକରେ। ସୂଚନା ଅନୁସାରେ ପାଟଣାଗଡ଼ ବ୍ଳକ ଭଇଁଷା ଗ୍ରାମପଞ୍ଚାୟତରେ ଗତବର୍ଷ ପାଣି ଯୋଗାଇ ପାଇଁ ଟେଙ୍କର ର ସୁବିଧା କରାଯାଇଥିବାବେଳେ ଉକ୍ତ ଗ୍ରାମର ଟ୍ରାକ୍ଟର ବ୍ୟବହୃତ ହୋଇଥିଲା।ପାଣି ଦେବାର ଏକ ବର୍ଷ ପୁରିଯାଇଥିଲେ ସୁଦ୍ଧା ଆଜି ପର୍ଯ୍ୟନ୍ତ ଟ୍ରାକ୍ଟର ମାଲିକଙ୍କ ପ୍ରାପ୍ୟ ଟଙ୍କା ନ ମିଳିବାରୁ ସେ ଉତ୍କ୍ଷିପ୍ତ ହୋଇ ବର୍ତ୍ତମାନ କାର୍ଯ୍ୟରତ ଥିବା ପିଇଓ ଦୁଃଖିତ ବାଗ କୁ ପଞ୍ଚାୟତ କାର୍ଯ୍ୟାଳୟ ଭିତରେ ତାଳା ମାରିଦେଇଥିଲେ ।ସେ ଘଟଣା ସମ୍ପର୍କରେ ପାଟଣାଗଡ଼ ବିଡ଼ିଓ ସୁମନ୍ତ କୁମ୍ଭାରଙ୍କୁ ଜଣାଇବା ପରେ ଘଟଣାସ୍ଥଳକୁ କନିଷ୍ଠ ଯନ୍ତ୍ରୀଙ୍କୁ ପଠାଇ ଥିଲେ ଓ ବୁଝାସୁଝା କରି ବ୍ଳକ କୁ ଆଣି ଟଙ୍କା ଦେଇଥିବା ଜଣାପଡିଛି।ଏ ବିଷୟରେ ଆମେ ପାଟଣାଗଡ଼ ଗୋଷ୍ଠୀ ଉନ୍ନୟନ ଅଧିକାରୀ ସୁମନ୍ତ କୁମ୍ଭାରଙ୍କୁ ପଚାରିବାରୁ ସେ କହିଲେ କି ଫଣ୍ଡ ରେ ଦୁଇ ଲକ୍ଷ ଟଙ୍କା ବଜେଟ ପାସ୍ କରାଯାଇଛି ସେମାନେ ଅଧିକ ମାତ୍ରାରେ ପାଣି ଦେଇଥିବା ହେତୁ ଅଧା ଟଙ୍କା ଦିଆଯାଇନାହିଁ ଏବେ ଫଣ୍ଡ ରେ ଟଙ୍କା ଅଛି ଦିଆଯିବ। ଏଠାରେ ପ୍ରଶ୍ନ ଉଠୁଛି ଯେ କାହା ସ୍ବାର୍ଥରେ ଅତ୍ୟଧିକ ମାତ୍ରାରେ ପାଣି ବଣ୍ଟନ କରାଯାଇଥିଲା। କେଉଁଠି କେତେ ପରିମାଣରେ ଜଳଯୋଗାଣ ବ୍ୟବସ୍ଥା ରହିଛି ଜିପିଇଓ ତଦନ୍ତ କରୁନାହାନ୍ତି କାହିଁକି ? ପାଟଣାଗଡ଼ ବ୍ଳକ ର କେଉଁ ପଞ୍ଚାୟତ ରେ କେତୋଟି ଜଳଛତ୍ର ଖୋଲାଯାଇଛି ତାର ହିସାବ ଜିପିଇଓ ପାଖରେ ଅଛି ତ; ନାଁ ଗତବର୍ଷ ଭଳି ଏବର୍ଷ ମଧ୍ୟ ସେହି ପରିସ୍ଥିତି ଉପୁଜିବ ।

(ପୂର୍ଣ୍ଣ ଶଶୀ ଶେଖର ରାଓ ଙ୍କ ରିପୋର୍ଟ )


News Comment




Photo in News

Advertisment
Lastest News
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026
  ଜିଲ୍ଲା  
ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   20-Sep-2026
  ଜିଲ୍ଲା  
ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   20-Sep-2026

You Might Also Like