-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||     

HOME   ଜିଲ୍ଲା

ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଳୋକ ଉନ୍ନତି ସଙ୍ଗଠନ ତରଫରୁ ବିଡ଼ିଓ ଙ୍କୁ ଦାବିପତ୍ର ପ୍ରଦାନ

10-May-2023



ପାଟଣାଗଡ଼(ଦିଲୀପ ପଣ୍ଡା ): ଳୋକ ଉନ୍ନତି ସଙ୍ଗଠନ ପକ୍ଷରୁ ମହିଲା ମାନେ ମଘାମରା ଗାଁ ସହ ଅଞ୍ଚଳର ବିଭିନ୍ନ ସମସ୍ୟାକୁ ନେଇ ପାଟଣାଗଡ଼ ବିଡ଼ିଓ  ଙ୍କୁ ଏକ ଦାବିପତ୍ର ଦେଇଥିବା ଯଣାପଡିଛି । ଳୋକ ଉନ୍ନତି ସଙ୍ଗଠନର ମହିଲାମାନେ ବ୍ରାହ୍ମପୁରା ଛକ ଠାରୁ ଏକ ଶୋଭାଯାତ୍ରାରେ ବାହାରି  ମଘାମରା ଗାଁ ତଥା ଏହି ଅଞ୍ଚଳରେ ଥିବା ବିଭିନ୍ନ ସମସ୍ୟାକୁ ନେଇ ପାଟଣାଗଡ଼ ବିଡିଓ ସୁମନ୍ତ କୁମ୍ଭାର ଙ୍କୁ ଏକ ଦାବିପତ୍ର ପ୍ରଦାନ କରିଥିଲେ । ଦାବିଗୁଡିକ ମଧ୍ୟରେ ପାଟଣାଗଡ଼ ଅଞ୍ଚଳ ତଥା ମଘାମରା ଗାଁରେ ଚାଲିଥିବା ବିଭିନ୍ନ ଉନ୍ନତି ମୂଳକ କାର୍ଯ୍ୟ ଠିକ୍ ମୁତାବକ ‌ହେଉନଥିବା ,ଅଞ୍ଚଳରେ ଶିକ୍ଷକ ଶିକ୍ଷୟିତ୍ରୀ ଙ୍କ ଅଭାବ, ଅଙ୍ଗନୱ।ଡି କେନ୍ଦ୍ରରେ କୋମଲମତି ଶିଶୁ ମାନଙ୍କୁ ଦିଆଯାଉଥିବା ପୃଷ୍ଟିକର ଖାଦ୍ୟର ଅନିୟମିତତା , ତଥା ଗାଁ ମାନଙ୍କରେ ପାନୀୟଜଳର ସମସ୍ୟା ଆଦି ମୁଖ୍ୟ ଦାବିଗୁଡିକୁ ରହିଥିଲା । ଉପରିସ୍ଥ ଅଧିକାରୀ ତଥା ଦାୟିତ୍ବରେ ଥିବା ଅଧିକାରୀ ମାନଙ୍କୁ ଏହାର ସମାଧାନ କରିବାପାଇଁ ବିଡ଼ିଓ ଶ୍ରୀ କୁମ୍ଭାର ସେମାନଙ୍କୁ ପ୍ରତିଶ୍ରୁତି ଦେଇଥିଲେ । ଦାବିପତ୍ର ପ୍ରଦାନ ସମୟରେ  ଳୋକ ଉନ୍ନତି ସଙ୍ଗଠନର ମହିଳା ମାନଙ୍କ ସହ ଅଞ୍ଚଳର କିଛି ମହିଲା ସାମିଲ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   24-Jun-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ    24-Jun-2026
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   24-Jun-2026
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026

You Might Also Like