-+91-9937148622 |

prerana_bgr@rediffmail.com |

  Wednesday 24th June 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   (24-Jun-2026)       ||      ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ     (24-Jun-2026)       ||      ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   (24-Jun-2026)       ||      ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ    (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (23-Jun-2026)       ||      ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   (23-Jun-2026)       ||      ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   (23-Jun-2026)       ||      ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   (23-Jun-2026)       ||      ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   (23-Jun-2026)       ||      ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ    (23-Jun-2026)       ||      ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Jun-2026)       ||      ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||     

HOME   ଜିଲ୍ଲା

ଗ୍ରାମାଞ୍ଚଳରେ ଶିକ୍ଷା ଓ ସ୍ୱାସ୍ଥ୍ୟ ଭିତ୍ତିଭୂମି ର ବିକାଶ ପାଇଁ ଲୋକ ଉନ୍ନତି ସଂଗଠନ ପକ୍ଷରୁ ସଦର ବ୍ଲକ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ

10-May-2023



ବଲାଙ୍ଗିର (ଦେବାଶିଷ ବହିଦାର ): ଲୋକ ଉନ୍ନତି ସଂଗଠନ ତରଫରୁ ସଦର ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯିବା ସହ  ମୁଖ୍ୟମନ୍ତ୍ର୍ରୀଙ୍କ ଉଦେଶ୍ଯରେ ସଦର ବିଡିଓ ଙ୍କୁ ଦାବିପତ୍ର ପ୍ରଦାନ କରାଯାଇଛି । ଆଜି ଲୋକ ଉନ୍ନତି ସଂଗଠନର ସଭାନେତ୍ରୀ ତପସ୍ୱିନୀ ବେହେରାଙ୍କ ନେତୃତ୍ୱରେ ସଂଗଠନର ଶତାଧିକ ସଭ୍ୟ ସଭ୍ୟା ବଲାଙ୍ଗିର ସଦର ବିଡିଓ ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ l
ସଦର ବ୍ଲକ ଅଧୀନରେ ଥିବା ଆନେକ ଗାଁ ରେ ଲୋକେ ନିଜ ମୌଳିକ ସୁବିଧାରୁ ବଞ୍ଚିତ ହୋଇଛନ୍ତି l  ଶିକ୍ଷା, ସ୍ୱାସ୍ଥ୍ୟ ଓ ପାନୀୟ ଜଳ କ୍ଷେତ୍ରରେ ସଦର ବ୍ଲକ ର ଅନେକ ଗ୍ରାମକୁ ଉପେକ୍ଷା କରାଯାଇଛି । ଅନେକ

ସ୍କୁଲରେ ଭିତ୍ତିଭୂମିର ଅଭାବ ଓ ଶିକ୍ଷକ ନଥିବାରୁ ପାଠପଢା ବାଧାପ୍ରାପ୍ତ ହେଉଥିବା ଅଭିଯୋଗ ହେଉଛି l ସେହିଭଳି କୃଷି କାର୍ଯ୍ୟ ପାଇଁ ଆସୁଥିବା ସାର ଓ ବିହନ ଚାଷୀ ଙ୍କୁ ପ୍ରଦାନ କରାଯାଉ ନାହିଁ । ଏମିତି ରେ ଚାଷୀଙ୍କୁ ହଇରାଣ ହେବାକୁ ପଡୁଛି ।  ଏହି ସବୁ ସମସ୍ୟାର ସମାଧାନ ତଥା ସମାଜର ଦଳିତ,ପଛୁଆ ବର୍ଗ ଓ ଅବହେଳିତ ଲୋକଙ୍କୁ ତାଙ୍କର ହକ୍ ପ୍ରଦାନ ଦାବି ନେଇ ଏହି ବିକ୍ଷୋଭ ପ୍ରଦର୍ଶନ କରାଯାଇ ଓଡିଶା ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦ୍ୟେଶରେ ସଦର ବିଡିଓ ଙ୍କୁ ଦାବିପତ୍ର ପ୍ରଦାନ କରାଯାଇଥିଲା  । ଦାବି ପୂରଣ ନହେଲେ ଆଗାମୀ ଦିନରେ ଲୋକ ଉନ୍ନତି ସଂଗଠନ ଆନ୍ଦୋଳନକୁ ଜୋରଦାର୍ କରିବ  ବୋଲି ଚେତାବନୀ ଦେଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଅଭିଭାବକ ଛେଉଣ୍ଡ ମେଧାବୀ ଛାତ୍ରକୁ ଉଚ୍ଚଶିକ୍ଷା ପାଇଁ ପ୍ରଶାସନର ସହାୟତା   24-Jun-2026
  ରାଜ୍ୟ  
ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦର ମହାସମାବେଶ    24-Jun-2026
  ଜିଲ୍ଲା  
ବିଦ୍ୟୁତ ଆଘାତରେ ଲାଇନମ୍ୟାନେ ମୃତ   24-Jun-2026
  ଜିଲ୍ଲା  
ପୁଇଁତଲା ପ୍ରଗତି ଏଫ୍‌ପିସିର ଡାଲି ଓ ଧାନ ବିହନ ପ୍ରକ୍ରିୟାକରଣ କେନ୍ଦ୍ର ଉଦ୍ଘାଟିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ ରେ ରତାଖଣ୍ଡି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ   23-Jun-2026
  ଜିଲ୍ଲା  
ନୂଆବଜାର ବେଆଇନ ଫୁଡ୍ ମାର୍କେଟ୍‌କୁ ତୁରନୁ ଉଛେଦ କରାଯାଉ । ଦୁର୍ଘଟଣା ପରେ ଦୁର୍ଘଟଣା ବଢ଼ିବାରେ ଲାଗିଛି ।   23-Jun-2026
  ଜିଲ୍ଲା  
ନୂତନ ଆୟକର ଆଇନ-୨୦୨୫ ସଂପର୍କରେ ସଚେତନତା ସୃଷ୍ଟି  କରିବା ପାଇଁ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଚାଞ୍ଚଲ୍ୟକର ହତ୍ୟାକାଣ୍ଡର ପର୍ଦ୍ଦାଫାଶ: ଟଙ୍କା ପାଇଁ ମହିଳାଙ୍କୁ ହତ୍ୟା, ଅଭିଯୁକ୍ତ ଗିରଫ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଝାରମୁଣ୍ଡା ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ବଲାଙ୍ଗୀର ଟି ଡି ଏମ୍ ଙ୍କ ମନୋମୁଖୀ କାରବାର ବିରୁଦ୍ଧରେ ସ୍ୱର ଉତ୍ତୋଳନ କଲା ଘରୋଇ ବସ ମାଲିକ ସଂଘ♦️ ବିନା ରୁଟ ପରମିଟ୍ ରେ ଦେବଗଡ଼ ଯାଉଥିବା ବସ୍ କୁ ବିରୋଧ କରି ଅଟକାଇଲେ   23-Jun-2026
  ଜିଲ୍ଲା  
ବିକାଶ ଧାରା, ଓଡିଶା ସାରା ବକଟି ପଂଚାୟତ ପରିସରରେ ପଂଚାୟତ ସ୍ତରୀୟ ସମ୍ମିଳନୀ ତଥା ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Jun-2026

You Might Also Like